ମେଟ୍ରୋ

ରାଜ୍ୟରେ ଚିହ୍ନଟ ହେଲେ ୨୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ୨୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୨ ଜଣ ଲୋକାଲ କେସ…

ଶିଶିର ସରସ ମେଳା ଆରମ୍ଭ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ବିଭିନ୍ନ ଆକର୍ଷଣୀୟ ସାମଗ୍ରୀକୁ ନେଇ ୟୁନିଟ୍‌-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ମଙ୍ଗଳବାରଠାରୁ ଶିଶିର ସରସ ମେଳା ଆରମ୍ଭ ହୋଇଛି। ଏହା ଜାନୁୟାରୀ ୬ତାରିଖ ପର୍ଯ୍ୟନ୍ତ ଚାଲିବ। ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଦ୍ବାରା ଆୟୋଜିତ ଏହି ଜାତୀୟସ୍ତରୀୟ ମେଳାକୁ ମୁଖ୍ୟମନ୍ତ୍ରୀ…

ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇଏଲଏସ୍‌ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ୟୁଏଇ ଫେରନ୍ତା ବୋଲି ଜଣାପଡିଛି। ରାଜ୍ୟରେ ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା…

ଏକାମ୍ର ପାଇଁ ୧୦୩ କୋଟିର ପ୍ରକଳ୍ପ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଭୁବନେଶ୍ବର ଏକାମ୍ର ଅଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ପୁରୁଣା ଭୁବନେଶ୍ବରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟଜଳ ଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର ଓ…

୩ ଦିନ କୁହୁଡ଼ି

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ଶୀତ ହଠାତ୍‌ ହ୍ରାସ ପାଇଛି। ରାତ୍ରିର ତାପମାତ୍ରା ୫ରୁ ୧୦ ଡିଗ୍ରୀ ସେଲ୍‌ସିୟସ ଯାଏ ବଢ଼ିଯାଇଛି। କିନ୍ତୁ କୁହୁଡ଼ି ଆରମ୍ଭ ହୋଇଛି। ଆସନ୍ତା ୩ ଦିନ ଯାଏ ରାଜ୍ୟର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ କୁହୁଡ଼ି…

୨୦୦୭ ପୂର୍ବରୁ ଜନ୍ମିତ ପିଲାଙ୍କୁ ମିଳିବ ଟିକା

ଭୁବନେଶ୍ୱର, ୨୯।୧୨(ବ୍ୟୁରୋ): ରାଜ୍ୟରେ ଏବେ କିଶୋରଙ୍କ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଉଛି। କିଶୋରଙ୍କୁ କେବଳ କୋଭାକ୍ସିନ ଟିକା ଦିଆଯିବ ବୋଲି କେନ୍ଦ୍ର ସରକାର ସ୍ପଷ୍ଟ କରିବା ପରେ ୧୫ରୁ ୧୮ ବର୍ଷ ବର୍ଗ ବୟସ ମଧ୍ୟରେ ଥିବା ଦ୍ୱନ୍ଦ୍ୱର ଅବସାନ ଘଟିଛି।…

ମୋ ସରକାର ଲକ୍ଷ୍ୟ ନିରନ୍ତର ସେବା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ତେଣୁ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆମ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବର୍ତ୍ତନ କରିବାକୁ ହେବ। ମଙ୍ଗଳବାର ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ…

ଦିଲ୍ଲୀ ଯାଇ ଭାଜପାରେ ମିଶିଲେ ବିଜେଡି ନେତା, କର୍ମୀ

ଭୁବନେଶ୍ୱର, ୨୯।୧୨(ବ୍ୟୁରୋ): ଅନୁଗୋଳ ଜିଲାର ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ତଥା ବିଜେଡିର ପୂର୍ବତନ ଜିଲା ସମ୍ପାଦକ ଦୁର୍ଗାଚରଣ ପ୍ରଧାନଙ୍କ ସମେତ ଶାସକ ଦଳର ବହୁ ସମର୍ଥକ ଭାଜପାରେ ସାମିଲ ହୋଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ସେମାନଙ୍କୁ ତାଙ୍କ ନୂଆଦିଲ୍ଲୀ ସ୍ଥିତ…

ଆଉ ବିଡିଏ ଅନୁମତି ଲୋଡାନାହିଁ

ଭୁବନେଶ୍ୱର, ୨୮।୧୨(ବ୍ୟୁରୋ): ସହରାଞ୍ଚଳରେ ଜମି କିଣାବିକା ସହଜ ହେବ। କାରଣ ରାଜ୍ୟ ସରକାର ସମସ୍ତ ଲିଜ ଜମିକୁ ଫ୍ରି ହୋଲ୍ଡ କରିବେ। ବର୍ତ୍ତମାନ ସ୍ଥିତିରେ ଲିଜ ଜମିରେ ଜମି ମାଲିକଙ୍କୁ କେବଳ ହେରିଟେବୁଲ ରାଇଟ୍ସ ଦିଆଯାଇଛି। ଏହାର ଅର୍ଥ ଲିଜ୍‌ଧାରୀ କେବଳ…

ଏକାମ୍ର କ୍ଷେତ୍ରର ବିକାଶ ଲାଗି ୧୩ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ୧୦୩ କୋଟି

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଏକାମ୍ର ଅଞ୍ଚଳର ବିକାଶ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୧୩ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିଲାଗି ୧୦୩ କୋଟି ଟଙ୍କା ବିନିଯୋଗ କରାଯିବ। ସେଥିମଧ୍ୟରେ ପୁରୁଣା ଭୁବନେଶ୍ୱରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର…

ଜାନୁୟାରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଜାନୁୟାରୀ ୩ରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ସ୍କୁଲ। ସାରା ରାଜ୍ୟରେ ଥିବା ପ୍ରାୟ ୨୭,୦୦୦ ପ୍ରାଥମିକ ବିଦ୍ୟାଳୟକୁ ଖୋଲିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ରୁ ୮ପର୍ଯ୍ୟନ୍ତ ସମେଟିଭ୍‌-୧ ପରୀକ୍ଷା…

ଫେବୃୟାରୀରେ ପିକ୍‌ ନେଇପାରେ ତୃତୀୟ ଲହର: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଓଡିଶାରେ ତୃତୀୟ ଲହରକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସତର୍କ କରାଇଛନ୍ତି। ଫେବୃୟାରୀ ମାସ ବେଳକୁ ରାଜ୍ୟରେ ତୃତୀୟ ଲହର ପିକ୍‌ ନେଇପାରେ ବୋଲି ସେ କହିଛନ୍ତି। ଦେଶର ଅନ୍ୟ ରାଜ୍ୟ ତୁଳନାରେ ଓଡିଶାରେ କରୋନାର ପ୍ରଥମ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?