ମେଟ୍ରୋ

ପିପିଲି ଉପନିର୍ବାଚନ: ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ୨୪.୭୬% ମତଦାନ

ପୁରୀ ଅଫିସ,୩୦ା୯: ଆଜି ଅନୁଷ୍ଠିତ ହେଉଛି ପିପିଲି ଉପନିର୍ବାଚନ। ଏନେଇ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ପିପିଲିବାସୀ। ବିଭିନ୍ନ ବୁଥ୍‌ରେ ସକାଳୁ ମତଦାନ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ତଥା କୋଭିଡ୍‌ କଟକଣା ମଧ୍ୟରେ ଭୋଟରମାନେ ସେମାନଙ୍କର ମତଦାନ ସାବ୍ୟସ୍ତ କରୁଛନ୍ତି।…

ଜାତୀୟ ଟିଭି ଚ୍ୟାନେଲରେ ପ୍ରସାରିତ ହେବ ନଟିଆ କମେଡି

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ଭାରତର ପ୍ରମୁଖ ମନୋରଞ୍ଜନ ଭିତ୍ତିକ ଚ୍ୟାନେଲ ‘ଦି କ୍ୟୁ ଟିଭି’ ନଟିଆ କମେଡିକୁ ନିଜ ଚ୍ୟାନେଲରେ ପ୍ରସାରିତ କରିବା ପାଇଁ ଉତ୍କଳ କାର୍ଟୁନ ସହ ଚୁକ୍ତି କରିଛି। ଏହି ଚୁକ୍ତିନାମା ଅନୁସାରେ ନଟିଆ କମେଡିର ସମସ୍ତ ଅଧ୍ୟାୟ ହିନ୍ଦୀରେ…

ଆଜି କରୋନା ନେଲା ୬ ଜୀବନ

ଭୁବନେଶ୍ୱର,୩୦।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୯୮ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ବନ ବିଭାଗ ଚୁପ୍‌, ଆଢୁଆଳରେ ଅଧିକାରୀ

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ମହାନଦୀର କଟକ ମୁଣ୍ଡଳି ବ୍ରିଜ ତଳେ ଫସିଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ଓଡ୍ରାଫ୍‌ ବୋଟ୍‌ ଓଲଟି ଦୁଇଜଣଙ୍କ ଜୀବନ ଗଲା। ଏଥିସହ ଉକ୍ତ ହାତୀର ବି ମୃତ୍ୟୁ ହେଲା। କାହା ପାଇଁ ଏତେବଡ଼ ଘଟଣା ଘଟିଲା ତାହାର…

ଆଜି ରାଜ୍ୟରେ ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୦।୯(ବ୍ୟୁରୋ):: ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୯୬ ଜଣ ଅଛନ୍ତି। ଏହି ୬୦୨ ଜଣଙ୍କ ମଧ୍ୟରୁ ୩୫୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୪୯ଟି…

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବୁଧବାର ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସୁନ୍ଦରଗଡ଼ ଜିଲା ନୂଆଗାଁ ବିଡିଓ ତୃପ୍ତି ବରାଇଙ୍କୁ ବରଗଡ଼…

‘ଝାଡ଼ଖଣ୍ଡରେ ଓଡ଼ିଆ ଭାଷା ମରିଯିବ’

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ଝାଡ଼ଖଣ୍ଡରେ ଓଡ଼ିଆ ଭାଷାକୁ ଦ୍ବିତୀୟ ରାଜ୍ୟଭାଷା ପ୍ରତ୍ୟାହାର ପ୍ରସଙ୍ଗରେ ଓଡ଼ିଶାରେ ରାଜନୀତି ଜୋର ଧରିଛି। ବିରୋଧୀ ଦଳ ନେତା ପ୍ରଦିପ୍ତ ନାୟକ ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ…

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

ଭୁବନେଶ୍ୱର,୨୯।୯: ବୁଧବାର ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ରେଜଲ୍ଟ । ପରୀକ୍ଷାରେ ୪୯ ହଜାର ୨୭୯ ଜଣ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇ ନାମଲେଖା ପାଇ ର଼୍ୟାଙ୍କ ପାଇଛନ୍ତି। ଛାତ୍ରୀଛାତ୍ର ୱେବସାଇଟ www.ojee.nic.in ଓ www.odishajee.comରୁ ନିଜ ର଼୍ୟାଙ୍କ ଜାଣିପାରିବେ।…

୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ: ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୯ା୯(ବ୍ୟୁରୋ): ଗାଙ୍ଗୀୟ-ପଶ୍ଚିମବଙ୍ଗ ଉପତ୍ୟକାର ପଶ୍ଚିମ ଭାଗ ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି। ଫଳରେ ଦୁଇ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି…

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : ଆସିଲା ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ କିଛିଦିନ ପୂର୍ବରୁ ଡିଏଫଓ ସଂଗ୍ରାମ କେଶରୀ ବେହେରା, ରୋଷେୟା ମନ୍ମଥ କୁମ୍ଭ ଓ ସୌମ୍ୟଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଥିଲା। ତେବେ ବୁଧବାର ୩ ଜଣଙ୍କ ଲାଏ…

ନାଁକୁ ପଲିଥିନ କଟକଣା

ଭୁବନେଶ୍ୱର,୨୯ା୯(ବ୍ୟୁରୋ):ଗାଁଠାରୁ ସହର, ଯୁଆଡ଼େ ଦେଖିବ ପଲିଥିନର ବହୁଳ ବ୍ୟବହାର ଚାଲିଛି। ଶସ୍ତାରେ ଉପଲବ୍ଧ ହେଉଥିବାରୁ ବ୍ୟବସାୟୀଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକେ ଏହାକୁ ଏକ ଜରୁରୀ ସାମଗ୍ରୀ ଭାବେ ଧରିନେଲେଣି। ତେବେ ସାଧାରଣ ଭାବେ ବ୍ୟବହାର ହେଉଥିବା ପଲିଥିନ ପରିବେଶ ପାଇଁ…

ଆଜି କରୋନା ନେଲା ୫ ଜୀବନ

ଭୁବନେଶ୍ୱର,୨୯।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୫ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୯୨ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri