ସୋମବାର ଓଏସ୍ଆର୍ଟିସି ବସ୍ ବନ୍ଦ
ଭୁବନେଶ୍ୱର,୨୬।୯(ବ୍ୟୁରୋ): ଭାରତ ବନ୍ଦକୁ ଦୃଷ୍ଟିରେ ରଖି ସୋମବାର ଓଏସ୍ଆର୍ଟିସି ବସ୍ ସେବା ବନ୍ଦ ରହିବ। ସକାଳ ୬ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଓଏସ୍ଆର୍ଟିସି ବସ୍ ଚଳାଚଳ ବନ୍ଦ ରହିବ ବୋଲି ଓଡ଼ିଶା ରାଜ୍ୟ ପରିବହନ ନିଗମ ପକ୍ଷରୁ ରବିବାର ସୂଚନା ଦିଆଯାଇଛି।…
ଉପକୂଳ ଅତିକ୍ରମ କଲା ‘ଗୁଲାବ’
ଭୁବନେଶ୍ୱର,୨୬।୯: ବାତ୍ୟା ‘ଗୁଲାବ’ ରବିବାର ରାତିରେ ଉପକୂଳ ଅତିକ୍ରମ କରିଛି। ପୂର୍ବ ଆକଳନ ଅନୁସାରେ, ରବିବାର ସନ୍ଧ୍ୟା ୬ଟାରୁ ‘ଗୁଲାବ’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ପ୍ରାୟ ୩ ଘଣ୍ଟା ଧରି ଏହି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି ରହିଥିଲା। ରାତି ୯ଟାରୁ…
ବାତ୍ୟା ବିପଦ ଟଳିଲା
ଭୁବନେଶ୍ୱର,୨୬।୯(ବ୍ୟୁରୋ): ବାତ୍ୟା ‘ଗୁଲାବ’କୁ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଯେଉଁ ଆକଳନ କରାଯାଉଥିଲା, ସେତେଟା ପ୍ରଭାବ ଦେଖିବାକୁ ମିଳିଲା ନାହିଁ। ୭୫ରୁ ୮୫ କି.ମି. ବେଗରେ ପବନ ବୋହିବ ଓ ସର୍ବାଧିକ ୯୫ କି.ମି. ରହିବା ସହ ପ୍ରବଳ ବର୍ଷା…
୩ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ ପ୍ରକ୍ରିୟା
ଭୁବନେଶ୍ବର,୨୬।୯: ଆରମ୍ଭ ହୋଇଯାଇଛି ବାତ୍ୟା ‘ଗୁଲାବ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରାୟ ୩ ଘଣ୍ଟା ଧରି ଏହି ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ। ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ବାତ୍ୟା ବର୍ତ୍ତମାନ ଆନ୍ଧ୍ରପ୍ରଦେଶର…
୭୩.୫% ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି
ଭୁବନେଶ୍ୱର, ୨୬।୯(ବ୍ୟୁରୋ): ରାଜ୍ୟରେ ପୁରୁଷ ଓ ମହିଳା ସେହିପରି ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଲୋକମାନଙ୍କ କ୍ଷେତ୍ରରେ କୋଭିଡ୍ ଆଣ୍ଟିବଡ଼ି ସୃଷ୍ଟି ହେବା ନେଇ କୌଣସି ବଡ଼ ଧରଣର ପାର୍ଥକ୍ୟ ନାହିଁ। ବର୍ତ୍ତମାନ ସୁଦ୍ଧା ୭୩.୫ ପ୍ରତିଶତ ଲୋକଙ୍କ ଶରୀରରେ କୋଭିଡ୍ ଆଣ୍ଟିବଡି…
ଯୁକ୍ତ ୩ ନାମଲେଖାକୁ ପ୍ରଭାବିତ କଲା ଭାରତ ବନ୍ଦ
ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ ୩ ପ୍ରଥମ ବର୍ଷ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଚାଲିଛି। ୨୭ ତାରିଖ ଦିନ ଭାରତ ବନ୍ଦକୁ ଦୃଷ୍ଟିରେ ରଖି ନାମଲେଖା ଅବଧି ବୃଦ୍ଧି କରିଛି ଉଚ୍ଚଶିକ୍ଷା ବିଭାଗ। ଆସନ୍ତା ୩୦ ତାରିଖ…
ବାତ୍ୟା ‘ଗୁଲାବ’ ମୁକାବିଲା: ଖୋଲିଲା କଣ୍ଟ୍ରୋଲ ରୁମ୍
ଭୁବନେଶ୍ୱର,୨୬।୯(ବ୍ୟୁରୋ): ଉପକୂଳମୁହାଁ ‘ଗୁଲାବ’। ଏହି ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ସ୍ବତନ୍ତ୍ର ସଚିବ ବିଶ୍ୱମୋହନ ରାୟଙ୍କ ଅଫିସ ଚାମ୍ବରରେ ଫିସେରିଜ୍ ଓ ଏଆର୍ଡି ବିଭାଗର କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି। କଣ୍ଟ୍ରୋଲ ରୁମ୍ର ଟେଲିଫୋନ…
ଦିଲ୍ଲୀରେ ଥାଇ ଭିଡିଓ କନ୍ଫରେନ୍ସିଂ ଜରିଆରେ ବାତ୍ୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ଦିଲ୍ଲୀରୁ ବାତ୍ୟା ‘ଗୁଲାବ’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ଅଧିକ ଗୁରୁତ୍ୱ ଆରୋପ କରିଛନ୍ତି। ବାତ୍ୟାର ମୁକାବିଲା ପାଇଁ…
ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୭୫କୁ ବୃଦ୍ଧି
ଭୁବନେଶ୍ୱର,୨୬ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୭୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…
ଆଜି ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ଗୁଲାବ’; ଦକ୍ଷିଣ ଓଡ଼ିଶାରେ ଆରମ୍ଭ ହେଲା ବର୍ଷା
ଭୁବନେଶ୍ୱର,୨୬ା୯(ବ୍ୟୁରୋ): ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ରୂପ ନେଇଛି। ଏହା ପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ଉପକୂଳକୁ ମାଡ଼ିଆସୁଛି। ବାତ୍ୟା ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୫୦ କି.ମି. ଏବଂ ଆନ୍ଧ୍ରପ୍ରଦେଶର…
ବାତ୍ୟା: ଶୂନ ଜୀବନହାନି ଉପରେ ଗୁରୁତ୍ୱ
ଭୁବନେଶ୍ୱର,୨୫ା୯(ବ୍ୟୁରୋ): କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଜାତୀୟ ସଙ୍କଟ ପରିଚାଳନା କମିଟି (ଏନ୍ସିଏମ୍ସି) ବୈଠକ ଶନିବାର ଅନୁଷ୍ଠିତ ହୋଇଛି। ବୈଠକରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ଜନିତ ପରିସ୍ଥିତିର ମୁକାବିଲା ପାଇଁ କେନ୍ଦ୍ରୀୟ ଏଜେନ୍ସି ଏବଂ ରାଜ୍ୟ ସରକାରଙ୍କ ପ୍ରସ୍ତୁତିର ସମୀକ୍ଷା…
ମାଡ଼ି ଆସୁଛି ବାତ୍ୟା
ଭୁବନେଶ୍ୱର,୨୫ା୯(ବ୍ୟୁରୋ)- ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ରୂପ ନେଇଛି। ଏହା ପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ଉପକୂଳକୁ ମାଡ଼ିଚାଲିଛି। ବାତ୍ୟା ଗୋପାଳପୁରଠାରୁ ପୂର୍ବ ଦକ୍ଷିଣ ପୂର୍ବ ଦିଗରେ ୩୫୦…
Archives


