ମେଟ୍ରୋ

ବଦଳିଲା ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା; ମହିଳାଙ୍କୁ ୫୦% ଆସନ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଲାଗି ସାନି ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ପୂର୍ବରୁ ଥିବା ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକାରେ ପରିବର୍ତ୍ତନ କରାଯାଇଛି। ନୂତନ ପ୍ରକାଶିତ ଚିଠା ବିଜ୍ଞପ୍ତିରେ ଅନୁସୂଚିତ ଜନଜାତି ପାଇଁ ୭ ଜିଲା ପରିଷଦ ଆସନ,…

ପୁଣି କଟକଣା ଅବଧିରେ ସଂଶୋଧନ, ଜାଣନ୍ତୁ…

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ସଂଶୋଧନ ହୋଇଛି ବଡ଼ଦିନ, ନୂଆବର୍ଷ ପାଳନ କଟକଣା ଅବଧି। ଏନେଇ ଶୁକ୍ରବାର ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଡିସେମ୍ବର ୨୫ରୁ ଜାନୁୟାରୀ ୨ ଯାଏ କଟକଣା ଲଗାଯାଇଥିଲା। ଏବେ ସଂଶୋଧନ ନିୟମ ଅନୁଯାୟୀ ବଡ଼ଦିନ ଡିସେମ୍ବର…

ଉଠାଦୋକାନୀଙ୍କୁ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ଉଠା ଦୋକାନୀଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୦…

କଳାହାଣ୍ଡିର ମା’ ମାଣିକେଶ୍ୱରୀ ପୀଠ ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୨ କୋଟି

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା’ ମାଣିକେଶ୍ୱରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି। ଏଥିରେ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ। ୫-ଟି ଉପକ୍ରମ ଅଧୀନରେ ମା’ଙ୍କର ଏହି ପୀଠର…

ଜିରୋ ନାଇଟ୍‌ ସେଲିବ୍ରେଶନକୁ ବାରଣ କଲେ ସରକାର

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଓମିକ୍ରନକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କଟକଣା ଲାଗୁ ହୋଇଛି। ଡିସେମ୍ବର ୨୫ ରୁ ଜାନୁୟାରୀ ୨ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। କେବଳ ଚର୍ଚ୍ଚ ଭିତରେ ସୀମିତ ଲୋକରେ ବଡଦିନ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…

ଯୁକ୍ତ ୨ ବାର୍ଷିକ ପରୀକ୍ଷା: ୨୭ରୁ ଫର୍ମ ପୂରଣ ଆରମ୍ଭ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ଆସନ୍ତା ୨୭ ତାରିଖରୁ ଯୁକ୍ତ ୨ ବାର୍ଷିକ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ ହେବ। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…

ଜାନୁୟାରୀ ୧୫ ସୁଦ୍ଧା ପ୍ରଥମ ଡୋଜ୍‌ ସାରିବାକୁ ଲକ୍ଷ୍ୟ: ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ବର,୨୪।୧୨(ବ୍ୟୁରୋ): ରାଜ୍ୟରେ ଏବେ ଘରକୁ ଘର ଟିକାକରଣ ଜାରି ରହିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୪ କୋଟି ୮୨ ଲକ୍ଷ ଟିକା ଦିଆସରିଥିବା ବେଳେ ୨ କୋଟି ୮୮ ଲକ୍ଷ ପ୍ରଥମ ଡୋଜ ଦିଆଯାଇଛି । ସେହିପରି ୩୭ ଲକ୍ଷ…

୫ ମହାନଗର ନିଗମ ଉଠା ଦୋକାନୀଙ୍କୁ କୋଭିଡ୍‌ ସହାୟତା

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): କରୋନା ବିଶ୍ୱର ଆର୍ଥିକ ସ୍ଥିତିକୁ ଦୋହଲାଇ ଦେଇଛି । ମହାମାରୀ ଦ୍ୱାରା ରାସ୍ତାକଡ଼ର ଉଠା ଦୋକାନୀ ସବୁଠାରୁ ଅଧିକ ପ୍ରଭାବିତ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଠା ଦୋକାନୀଙ୍କୁ ୩ ହଜାର ଟଙ୍କାର ସହାୟତା ରାଶି ସହାୟତା…

ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ। ବିଜୁ ବାବୁଙ୍କ ଆଦର୍ଶରେ…

ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବରିଷ୍ଠ ରାଜନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ଶୁକ୍ରବାର ପୂର୍ବାହ୍ନ ୯ଟା.୩୦ରେ ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ଆଜି ସକାଳୁ ସେ ହଠାତ୍‌ ତଳେ ପଡ଼ି ଯାଇଥିବା ବେଳେ ଘରେ ହିଁ…

ରାଜ୍ୟରେ ଚିହ୍ନଟ ହେଲେ ୧୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୮୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୭ ଜଣ ଲୋକାଲ କେସ…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୦ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱର ଏବଂ ଗଞ୍ଜାମ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?