ମେଟ୍ରୋ

ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼: ହିତାଧିକାରୀଙ୍କୁ…

ଭୁବନେଶ୍ୱର, ୪।୯: ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼। କଟିଥିବା ହିତାଧିକାରୀଙ୍କୁ ସାମିଲ ପାଇଁ ବଡ଼ ପଦକ୍ଷେପ। ଯୋଗ୍ୟଙ୍କୁ ସାମିଲ ଏବଂ ଅଯୋଗ୍ୟଙ୍କୁ ବାଦ୍‌ ଦେବାକୁ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ…

ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଘର, ହିତାଧିକାରୀଙ୍କୁ ମିଳିବ…

ଭୁବନେଶ୍ୱର,୪ା୯: ଆସନ୍ତା ୧୭ ତାରିଖ ଅର୍ଥାତ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। ସେ କହିଛନ୍ତି ମୋଦିଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର…

ଭୁବନେଶ୍ୱରରେ ରେଡ୍‌ କରୁଛି ଆସାମ ପୋଲିସ, ଆତ୍ମଗୋପନ କରିଥିବା…

ଭୁବନେଶ୍ୱର,୪ା୯: ରାଜଧାନୀ ଭୁବନେଶ୍ବରରେ ଆସାମ ପୋଲିସ ଗୁରୁବାର ରେଡ୍‌ କରିଛି। ତେବେ ଜଣେ ମୋଷ୍ଟ ଓ୍ବାଣ୍ଟେଡ୍‌ ଆତ୍ମଗୋପନ କରିଥିବା ସୂଚନା ପରେ ଏହି ଚଢ଼ାଉ ଜାରି ରହିଛି। କମିଶନରେଟ ପୋଲିସ ସହାୟତାରେ ଆସାମ ପୋଲିସ ରେଡ୍‌ କରୁଛି। ଇନ୍‌ଫୋସିଟି ପୋଲିସ ସହାୟତାରେ…

ଫେରିବ ମହାପ୍ରଭୁଙ୍କ ୫୮ ହଜାର ଏକର ଜମି: ମନ୍ତ୍ରୀ

ଭୁବନେଶ୍ୱର,୪ା୯: ମହାପ୍ରଭୁଙ୍କ ଭୂସମ୍ପତ୍ତି ଫେରାଇ ଆଣିବାକୁ ସରକାର ଇତିମଧ୍ୟରେ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ରାଜ୍ୟ ଓ ରାଜ୍ୟ ବାହାରେ ଥିବା ମହାପ୍ରଭୁଙ୍କ ସମ୍ପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି,…

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରେସ୍‌ମିଟ୍‌, GSTକୁ ନେଇ କହିଲେ…

ନୂଆଦିଲ୍ଲୀ,ଭୁବନେଶ୍ୱର,୪ା୯: GST ସ୍ଲାବ୍‌କୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିଲ୍ଲୀରେ ପ୍ରେସ୍‌ମିଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦୁପତ୍ର ଉପରେ GST ୫%କୁ ହ୍ରାସ ହୋଇଛି। କେନ୍ଦୁପତ୍ର ଉପରେ GST ୧୮ ପ୍ରତିଶତରୁ ୫…

ଜୀବନ ଯୁଦ୍ଧରେ ହାରିଗଲେ ତିଳୋତ୍ତମା, ନିଜ ଦେହରେ କିରୋସିନ ଢାଳି…

ସାଲେପୁର, ୪।୯(ଅରବିନ୍ଦ ଭୂୟାଁ): ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରୁଥିବା ତିଳୋତ୍ତମା ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି । କଟକ ଜିଲ୍ଲା ସାଲେପୁର ଥାନା ଅନ୍ତର୍ଗତ ଜପକୂଦ ଫାଣ୍ଡି ଅଧିନ କଙ୍କରାଇଲୋ ଗ୍ରାମର ମହିଳା ଜଣଙ୍କ ହେଉଛନ୍ତି ଅଜୟ…

ଅଣଛାତ୍ରଙ୍କ ଉପରେ ଆଜିଠୁ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୪ା୯(ସୁଚିସ୍ମିତା ସାହୁ): ଅଣଛାତ୍ରଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଅଣଛାତ୍ର ରହୁଥିବାରୁ କ୍ୟାମ୍ପସ୍‌ରେ ଉତ୍ତେଜନା ଲାଗି ରହିଛି। ମଙ୍ଗଳବାର ହଷ୍ଟେଲ୍‌ ଯାଞ୍ଚ କରିବାକୁ ଯିବା ସମୟରେ ଅଣଛାତ୍ରମାନେ ଡେପୁଟି ୱାର୍ଡେନ୍‌ ଓ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ତାଲା ପକାଇବା…

‘ରାଜ୍ୟ ସରକାର ଗୁରୁଦିବସରେ ଗୁରୁଦକ୍ଷିଣା ଦିଅନ୍ତୁ’

ଭୁବନେଶ୍ୱର,୪ା୯(ସୁଚିସ୍ମିତା ସାହୁ): ଶିକ୍ଷକମାନେ ପିଲାଙ୍କୁ ଶିକ୍ଷାଦାନ କରିବା ସହିତ ଭଲ ମଣିଷ କରି ଗଢ଼ିତୋଳୁଛନ୍ତି। ହେଲେ ଶିକ୍ଷକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ ସୁଦ୍ଧା ତାଙ୍କ ପାଇଁ ସରକାରଙ୍କ ପକ୍ଷରୁ କୌଣସି ସୁବିଧା କରାଯାଉନାହିଁ। ଏବେ ମଧ୍ୟ ରାଜ୍ୟରେ ହଜାର ହଜାର…

‘ଆଜି ଜାତୀୟ ବନ୍ୟପ୍ରାଣୀ ଦିବସ’: ୪୫ବର୍ଷ ପୂର୍ବରୁ ଶିମିଳିପାଳରେ ଥିଲେ ବଳିଆ କୁକୁର

ଜାତୀୟ ବନ୍ୟପ୍ରାଣୀ ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୪ରେ ପାଳିତ ହୋଇଆସୁଛି। ଏହି ଦିବସ ପାଳନ ଅବସରରେ ଜଙ୍ଗଲ କ୍ଷୟ ଏବଂ ଅବୈଧ ଶିକାରରୁ ବନ୍ୟ ପ୍ରାଣୀ, ପକ୍ଷୀ ଓ ସେମାନଙ୍କ ବାସସ୍ଥାନକୁ ସୁରକ୍ଷା ଦେବାର ଗୁରୁତ୍ୱ ବିଷୟରେ ସଚେତନ କରାଯାଏ। ଏଥିସହିତ…

ବଲାଙ୍ଗୀର, କଳାହାଣ୍ଡି, ବରଗଡ଼ରେ ବଢ଼ୁଛି ଶ୍ରମିକ ଚାଲାଣ

ଭୁବନେଶ୍ୱର,୪ା୯(ରବିନାରାୟଣ ଜେନା): ରାଜ୍ୟର ପଶ୍ଚିମ ଓଡ଼ିଶାରେ ଏବେ ଶ୍ରମିକ ଚାଲାଣ ଜୋର୍‌ଦାର ଆରମ୍ଭ ହୋଇଯାଇଛି। ଠିକାଦାରମାନେ ଲୁଚାଛପାରେ ଲୋକଙ୍କୁ ବାହାର ରାଜ୍ୟକୁ କାମ କରାଇବାକୁ ନେଉଥିବା ସରକାରଙ୍କ ଦୃଷ୍ଟିକୁ ଆସିଛି। ଏହାକୁ ନେଇ ଶ୍ରମ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।…

ପୁରୀ ଶ୍ରୀମନ୍ଦିରରେ ଗୁରୁବାର ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୩।୯: ଆସନ୍ତାକାଲି ଭାଦ୍ରବ ଶୁକ୍ଳ ଦ୍ୱାଦଶ ତିଥିରେ ବାମନ ଜନ୍ମ ନୀତି ପାଇଁ ଶ୍ରୀଜିଉଙ୍କ ଦର୍ଶନ ସର୍ବସାଧାରଣ ପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ବନ୍ଦ ରହିବ। ସେପଟେ ଶ୍ରୀମନ୍ଦିରରେ ଶୀଘ୍ର ଭକ୍ତମାନଙ୍କ ପାଇଁ ‘ଧାଡ଼ି’ (କ୍ୟୁ)…

ଛାତ୍ରୀଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ଶିକ୍ଷୟିତ୍ରୀ

ଭୁବନେଶ୍ୱର,୩।୯: ଭୁବନେଶ୍ୱର ଖଣ୍ଡଗିରି ଥାନା ଅଧୀନ ଏକ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗଣିତ ଆସିଲାନି ବୋଲି ଜଣେ ଶିକ୍ଷୟିତ୍ରୀ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରି ଲହୁଲୁହାଣ କରିଥିବା ଅଭିଯୋଗ ହୋଇଛି। ଶିକ୍ଷୟିତ୍ରୀଙ୍କ ମାଡ଼ରେ ଛାତ୍ରୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri