ମେଟ୍ରୋ

ଆଜି ଚିହ୍ନଟ ହେଲେ ୬୦୨ ଆକ୍ରାନ୍ତ; ଅଛନ୍ତି ୭୯ ଶିଶୁ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରେ ୧୮ ବର୍ଷ ବୟସରୁ କମ୍‌ ବର୍ଗର ୭୯ଜଣ ଅଛନ୍ତି। ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫୩ଜଣ ଥିବା ବେଳେ ୨୪୯ ଲୋକାଲ କେସ୍‌। ଏହାକୁ ମିଶାଇ…

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୧୭୦କୁ ବୃଦ୍ଧି ପାଇଛି। ୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୨ ଜଣ, ଅନୁଗୋଳ,ବାଲେଶ୍ବର, ଭଦ୍ରକ,କଟକ ଓ ଜଗତସିଂହପୁର ଜିଲାରୁ ଜଣେ…

ନଭେମ୍ବର ୧ ସୁଦ୍ଧା ଜାଗା ଖାଲି ନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୯ (ବ୍ୟୁରୋ):‘ଏକାମ୍ର କ୍ଷେତ୍ର ଆମେନିଟିଜ୍‌ ଆଣ୍ଡ ମନୁମେଣ୍ଟ୍‌ସ ରିଭାଇଭାଲ୍‌ ଆକ୍ସନ ପ୍ଲାନ’ ଯୋଜନାରେ ବିଏମ୍‌ସି ଉପଯୁକ୍ତ କ୍ଷତିପୂରଣ ନ ଦେଇ ଘରୋଇ ଜମି ଅଧିଗ୍ରହଣ କରିବାକୁ ବିରୋଧ କରି ହାଇକୋର୍ଟରେ ଆଗତ ୨ଟି ମାମଲାର ରାୟ ପ୍ରକାଶ ପାଇଛି। ମୁଖ୍ୟ ବିଚାରପତି…

ବିଷାକ୍ତ ହେଉଛି ଦୟା

ପୁରୁଣା ଭୁବନେଶ୍ୱର,୨୫।୯(ଡି.ଏନ୍‌.ଏ.):ରାଜଧାନୀ ଭୁବନେଶ୍ୱରରେ ପ୍ରବାହିତ ଦୟା ୱେଷ୍ଟ କେନାଲ ଭଳି ଦୟା ନଦୀର ପାଣି ମଧ୍ୟ ଧୀରେ ଧୀରେ ବିଷାକ୍ତ ହେବାରେ ଲାଗିଛି। ଧଉଳି ପାଦଦେଶରେ ବୋହି ଯାଇଥିବା ଏହି ଐତିହ୍ୟ ତଥା ପବିତ୍ର ନଦୀ ଏବେ ବ୍ୟବହାର ଅନୁପଯୋଗୀ ହୋଇପଡିଛି।…

ଓଡ଼ିଶାରୁ ଦୁଇ ଜଣଙ୍କୁ ଜାତୀୟ ସେବା ଯୋଜନା ପୁରସ୍କାର

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨୦୧୯-୨୦ ପାଇଁ ଶୁକ୍ରବାର ଜାତୀୟ ସେବା ଯୋଜନା(ଏନ୍‌ଏସ୍‌ଏସ୍‌) ପୁରସ୍କାର ପ୍ରଦାନ କରିଛନ୍ତି। ଏହା ରାଷ୍ଟ୍ରପତି ଭବନରେ ଭର୍ଚୁଆଲରେ ଆୟୋଜିତ ହୋଇଥିଲା। ଏହି ସମାରୋହରେ ବିଶ୍ୱବିଦ୍ୟାଳୟ, ଯୁକ୍ତ୨ ପରିଷଦ, ଏନ୍‌ଏସ୍‌ଏସ୍‌ ୟୁନିଟ୍‌, ଏନ୍‌ଏସ୍‌ଏସ୍‌ କାର୍ଯ୍ୟକ୍ରମ ଅଧିକାରୀ ଓ…

ଝିଅକୁ କଚାଡି ମାରିଦେବାକୁ ବସିଥିଲା ବାପା

ଭୁବନେଶ୍ୱର,୨୪।୯(ବ୍ୟୁରୋ): ନିଶା ସେବନ କରି ପରିବାର ଲୋକଙ୍କୁ ଗାଳି ଦେବା ସହ ସ୍ତ୍ରୀଙ୍କୁ ମାଡ଼ ମାରୁଥିଲେ। ବାମମ୍ବାର କ୍ଷମା ମାଗି ମଧ୍ୟ ପୁନର୍ବାର ସେହି କାମ କରୁଥିଲେ। ପୁଅ ନିର୍ଯାତନାରେ ଅତିଷ୍ଠ ହୋଇଯାଇଥିଲେ ମା’। ଅଭିଯୋଗକ୍ରମେ ମଞ୍ଚେଶ୍ୱର ଥାନା ପୋଲିସ ଅଭିଯୁକ୍ତ…

ସିଲ୍‌ ହେଲା ଭୁବନେଶ୍ୱର କୋର୍ଟ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ): ଭୁବନେଶ୍ୱର କୋର୍ଟ ପରିସରକୁ ବିଏମ୍‌ସି ପକ୍ଷରୁ ୩ଦିନ ପାଇଁ ସିଲ୍‌ କରାଯାଇଛି। କୋର୍ଟର ୧୫ଜଣ ଜୁଡିସିଆଲ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ବିଏମ୍‌ସି ପକ୍ଷରୁ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ସିଲ୍‌…

ଆସୁଛି ପ୍ରବଳ ବର୍ଷା

ଭୁବନେଶ୍ବର,୨୪।୯: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସତର୍କ ସୂଚନା ଜାରି କରାଯାଇଛି। ଏନେଇ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଳକାନଗିରି,…

ଯୁବ ରିପୋର୍ଟର ଅରିନ୍ଦମଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ବ୍ୟୁରୋ): କାର୍ଯ୍ୟରତ ଯୁବ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ଅମର ଆତ୍ମାର ସଦ୍‌ଗତି…

ଗଜରାଜ ଅପରେଶନ: ଓଲଟିଲା ଓଡ୍ରାଫ୍‌ ବୋଟ୍‌, ଗଣମାଧ୍ୟମର ଦୁଇ ପ୍ରତିନିଧି ଗୁରୁତର

କଟକ ଅଫିସ,୨୪ା୯: ଦୀର୍ଘ ସମୟ ଧରି ଫସିଯାଇଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ବିପଦରେ ଓଡ୍ରାଫ୍‌ ଟିମ୍‌ ବିପଦରେ ପଡ଼ିଥିଲା। ହାତୀକୁ ଉଦ୍ଧାର ଉଦ୍ୟମ ବେଳେ ମହାନଦୀ ମୁଣ୍ଡଳି ବ୍ୟାରେଜ୍‌ ନିକଟରେ ବୋଟ୍‌ଟି ଓଲଟି ପଡ଼ିଥିଲା । ଏକ ରବର ବୋଟ୍‌ରେ…

ହାତୀକୁ ବଞ୍ଚାଇବାକୁ ଯାଇ ଓଲଟିଲା ବୋଟ୍‌

କଟକ ଅଫିସ,୨୪।୯: ମୁଣ୍ଡୁଳି ଜଳ ସ୍ରୋତରେ ଏକ ଦନ୍ତାହାତୀ ଶୁକ୍ରବାର ଫସିଛି। ତେବେ ମହାନଦୀ ମଝିକୁ ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ ବୋଟ ମଧ୍ୟ ଓଲଟି ପଡ଼ିଛି। ହାତୀକୁ କୂଳକୁ ଘଉଡାଇବା ବେଳେ ମୁଣ୍ଡଳି ବ୍ୟାରେଜ ନିକଟରେ ପାଣିର ପ୍ରଖର…

ଭୁବନେଶ୍ୱର କୋର୍ଟ ପରିସର ୩ ଦିନ ସିଲ୍‌; ସବୁ କର୍ମଚାରୀଙ୍କ ହେବ ଆର୍‌ଟିପିସିଆର୍‌ ଟେଷ୍ଟ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଭୁବନେଶ୍ୱର କୋର୍ଟ ପରିସରକୁ ୩ ଦିନ ପାଇଁ ସିଲ୍‌ କରି ଦିଆଯାଇଛି। କୋର୍ଟର ୧୫ଜଣ ଜୁଡିସିଆଲ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ତଦନୁଯାୟୀ ଶୁକ୍ରବାରଠାରୁ ୨୬ ତାରିଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri