ଗଜରାଜ ଅପରେଶନ: ଓଲଟିଲା ଓଡ୍ରାଫ୍ ବୋଟ୍, ଗଣମାଧ୍ୟମର ଦୁଇ ପ୍ରତିନିଧି ଗୁରୁତର
କଟକ ଅଫିସ,୨୪ା୯: ଦୀର୍ଘ ସମୟ ଧରି ଫସିଯାଇଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ବିପଦରେ ଓଡ୍ରାଫ୍ ଟିମ୍ ବିପଦରେ ପଡ଼ିଥିଲା। ହାତୀକୁ ଉଦ୍ଧାର ଉଦ୍ୟମ ବେଳେ ମହାନଦୀ ମୁଣ୍ଡଳି ବ୍ୟାରେଜ୍ ନିକଟରେ ବୋଟ୍ଟି ଓଲଟି ପଡ଼ିଥିଲା । ଏକ ରବର ବୋଟ୍ରେ…
ହାତୀକୁ ବଞ୍ଚାଇବାକୁ ଯାଇ ଓଲଟିଲା ବୋଟ୍
କଟକ ଅଫିସ,୨୪।୯: ମୁଣ୍ଡୁଳି ଜଳ ସ୍ରୋତରେ ଏକ ଦନ୍ତାହାତୀ ଶୁକ୍ରବାର ଫସିଛି। ତେବେ ମହାନଦୀ ମଝିକୁ ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ ବୋଟ ମଧ୍ୟ ଓଲଟି ପଡ଼ିଛି। ହାତୀକୁ କୂଳକୁ ଘଉଡାଇବା ବେଳେ ମୁଣ୍ଡଳି ବ୍ୟାରେଜ ନିକଟରେ ପାଣିର ପ୍ରଖର…
ଭୁବନେଶ୍ୱର କୋର୍ଟ ପରିସର ୩ ଦିନ ସିଲ୍; ସବୁ କର୍ମଚାରୀଙ୍କ ହେବ ଆର୍ଟିପିସିଆର୍ ଟେଷ୍ଟ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ଭୁବନେଶ୍ୱର କୋର୍ଟ ପରିସରକୁ ୩ ଦିନ ପାଇଁ ସିଲ୍ କରି ଦିଆଯାଇଛି। କୋର୍ଟର ୧୫ଜଣ ଜୁଡିସିଆଲ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ତଦନୁଯାୟୀ ଶୁକ୍ରବାରଠାରୁ ୨୬ ତାରିଖ…
ଆଜି ଦିଲ୍ଲୀ ଯିବେ ନବୀନ
ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଆଜିଠାରୁ ତିନିଦିନିଆ ଗସ୍ତରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିନକୁ ଦିନ ମାଓବାଦୀଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା ବେଳେ ଏହାର ମୁକାବିଲା ପାଇଁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦ୍ୱାରା ଏକ ବୈଠକ କରାଯିବ। ଏହି ବୈଠକ ଆସନ୍ତା ୨୬ ତାରିଖରେ…
ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୬୩କୁ ବୃଦ୍ଧି
ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୬୩କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…
ବଲାଙ୍ଗୀରରେ ବିଜ୍ଞାନ କେନ୍ଦ୍ର, ପ୍ଲାନେଟାରିୟମ
ଭୁବନେଶ୍ୱର,୨୪ା୯(ବ୍ୟୁରୋ): ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ ପ୍ରତିଷ୍ଠା ହେବ। ଆସନ୍ତା ୩୦ ମାସ ମଧ୍ୟରେ ଏହାର ନିର୍ମାଣ କାର୍ଯ୍ୟ ଶେଷ ହେବ। ଗୁରୁବାର ବଲାଙ୍ଗୀରରେ ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଜ୍ଞାନ ଓ କାରିଗରି, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ…
ଆଜି ରାଜ୍ୟରୁ ୫୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୭ ଶିଶୁ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୫୩୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୩,୧୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୧୬ ଜଣ ଚିହ୍ନଟ…
ରୋଗୀଙ୍କୁ ଫାର୍ମାସିଷ୍ଟ ଔଷଧ ଦେବା ପ୍ରସଙ୍ଗ: ପ୍ରଶ୍ନ ଉଠାଇଲେ ସ୍ବାସ୍ଥ୍ୟ ବିଶେଷଜ୍ଞ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରୋଗୀଙ୍କୁ ଫାର୍ମାସିଷ୍ଟ ଔଷଧ ଦେବା ପ୍ରସଙ୍ଗ ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞ ପ୍ରଶ୍ନ ଉଠାଇଲେଣି। ବରିଷ୍ଠ ଡାକ୍ତର ତଥା ଏସ୍ସିବି ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସିଦ୍ଧାର୍ଥ ଦାସ କହିଛନ୍ତି, ରୋଗ ଚିହ୍ନଟ ନ କରି ଫାର୍ମାସିଷ୍ଟମାନେ କେମିତି ଔଷଧ…
କଟକଣାରେ ହେବ ଦୁର୍ଗାପୂଜା
ଭୁବନେଶ୍ୱର,୨୪।୯(ବ୍ୟୁରୋ): ପାଖେଇ ଆସିଲାଣି ଦୁର୍ଗାପୂଜା। କଟକଣା ଭିତରେ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଗୁରୁବାର ଦଶହରା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ନୂଆ ଗାଇଡ୍ଲାଇନ୍ ଜାରି କରିଛି। ପୂଜାକୁ ସମ୍ପୂର୍ଣ୍ଣ ନିରାଡ଼ମ୍ବର…
କଳିଙ୍ଗରେ ହେବ ଜୁନିୟର ହକି ବିଶ୍ୱକପ୍
ଭୁବନେଶ୍ୱର,୨୪।୯(ସ୍ପୋଟର୍ସ ବ୍ୟୁରୋ):ଭୁବନେଶ୍ୱରରେ ଆୟୋଜନ ହେବାକୁ ଯାଉଛି ଆଉ ଏକ ମେଗା ଇଭେଣ୍ଟ। ଆଉ ଠିକ୍ ଦୁଇମାସ ପରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍ଆଇଏଚ୍) ଜୁନିୟର ପୁରୁଷ ହକି ବିଶ୍ୱକପ୍ ଆୟୋଜନ ହେବ। ଗୁରୁବାର ଆୟୋଜିତ ଏକ ସ୍ବତନ୍ତ୍ର…
ଦ୍ୱିତୀୟ ଡୋଜ୍ ନେଉନାହାନ୍ତି
ଭୁବନେଶ୍ୱର, ୨୪ା୯(ବ୍ୟୁରୋ): କରୋନା ମହାମାରୀରୁ ବର୍ତ୍ତିବା ପାଇଁ ଟିକାକରଣକୁ ବିଶ୍ୱବ୍ୟାପୀ ଗୁରୁତ୍ୱ ଦିଆଯାଉଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଏହାକୁ ନେଇ ଏକପ୍ରକାର ପ୍ରତିଯୋଗିତା ଆରମ୍ଭ ହୋଇଯାଇଥିଲା। ଏବେ ଲୋକଙ୍କ ମଧ୍ୟରେ ଦ୍ୱିତୀୟ ଡୋଜ୍ ଟିକା ନେବାକୁୁ ସେତେଟା ଆଗ୍ରହ ପ୍ରକାଶ ପାଉନାହିିଁ। ଟିକା…
ପୂଜା ମଣ୍ଡପରେ ମିଳିବନି ମା’ଙ୍କ ଦର୍ଶନ
ଭୁବନେଶ୍ୱର, ୨୩।୯ (ବ୍ୟୁରୋ): ପାଖେଇ ଆସିଲାଣି ମା’ ଦୂର୍ଗାଙ୍କ ଦଶହରା ପୂଜା। କଟକଣା ଭିତରେ ସହରର ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଗୁରୁବାର ପୂଜା ପାଇଁ ନୂଆ ଗାଇଡ୍ଲାଇନ୍ ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ…
Archives


