ମେଟ୍ରୋ

ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୧୫୦କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରୁ କଟକ, ଖୋର୍ଦ୍ଧା, ନୟାଗଡ଼ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଙ୍କ ମୃତ୍ୟୁ ଘଟିଛି ।

ବଢ଼ୁଛି ପିଲାଙ୍କ ଚିନ୍ତା: ରାଜ୍ୟରେ ପୁଣି ୧୦୦ରୁ ଊର୍ଦ୍ଧ୍ୱ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୭୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୧ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୪୨୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୧୦ ଜଣ ଲୋକାଲ…

ରାତିରେ ଝଗଡ଼ା, ସକାଳେ ମିଳିଲା ମୃତଦେହ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାତିରେ ଝଗଡ଼ା, ସକାଳେ ମିଳିଲା ମୃତଦେହ। ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ମୁଣ୍ଡା ବସ୍ତିରେ ଜଣେ ବ୍ୟକ୍ତିଙ୍କ ଏପରି ସନ୍ଦେହଜନକ ମୃତ୍ୟୁକୁ ନେଇ ଚର୍ଚ୍ଚା ଚାଲିଛି। ମଙ୍ଗଳବାର ମୃତଦେହକୁ ସ୍ତ୍ରୀ ସ୍ବର୍ଗରଥରେ ନେଇଯାଉଥିବାବେଳେ ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପୋଲିସ…

କୃଷି ପ୍ରଗତି ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ରାଜ୍ୟରେ କୃଷି ପ୍ରଗତି ପାଇଁ ଓଡ଼ିଶା ସରକାର ଏବଂ ବିଲ୍‌ ଓ ମିଲିଣ୍ଡା ଗେଟ୍‌ସ ଫାଉଣ୍ଡେଶନ ମଧ୍ୟରେ ମଙ୍ଗଳବାର ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଏହା ମାଧ୍ୟମରେ ଗେଟ୍‌ସ ଫାଉଣ୍ଡେଶନ ଓ ଏହାର ଭାଗୀଦାରମାନେ କୃଷି ଡାଟା ସିଷ୍ଟମ୍‌, ପ୍ରଯୁକ୍ତି…

୫୫ନଂ.ଏନ୍‌ଏଚ୍‌ ସମ୍ପ୍ରସାରଣ ସରୁନାହିଁ

ଯାଜପୁର ଅଫିସ,୨୨।୯: କଟକ-ଅନୁଗୋଳ ଓ ସମ୍ବଲପୁର-ଅନୁଗୋଳ ସେକ୍ସନ ୫୫ ନଂ. ଜାତୀୟ ରାଜପଥ(ଏନ୍‌ଏଚ୍‌) ୪ ଲେନ୍‌ ସମ୍ପ୍ରସାରଣ କାମର ଅଗ୍ରଗତି ବାଧାପ୍ରାପ୍ତ ହେଉଛି। ଠିକାସଂସ୍ଥା ଗାୟତ୍ରୀର ଦୁର୍ବଳ ଆର୍ଥିକ ପରିଚାଳନା ଯୋଗୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି । ଏହାବାଦ୍‌ ଜବରଦଖଲ,…

ଶିଶୁ ଅଧିକାର ସୁରକ୍ଷା ପାଇଁ ବିଧାନସଭା ଫୋରମ୍‌ ହେବ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ଶିଶୁ ଅଧିକାର ସୁରକ୍ଷା ସହ ସେମାନଙ୍କ ଶିକ୍ଷା, ଦକ୍ଷତାର ବିକାଶ, ଶିଶୁର ମାନସିକ ବିକାଶ ପାଇଁ ଉପଯୁକ୍ତ ବାତାବରଣ ସୃଷ୍ଟି ସକାଶେ ଓଡ଼ିଶାରେ କର୍ନାଟକ ଭଳି ବିଧାନସଭା ଫୋରମ୍‌ ଗଠନ କରାଯିବ। ମଙ୍ଗଳବାର ବାଚସ୍ପତିଙ୍କ ପ୍ରକୋଷ୍ଠରେ ବାଚସ୍ପତି ସୂର୍ଯ୍ୟନାରାୟଣ…

ରପ୍ତାନିରେ ୧ଲକ୍ଷ କୋଟିରେ ପହଞ୍ଚିବ ଓଡ଼ିଶା

ଭୁବନେଶ୍ୱର,୨୨।୯: ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ଓ ଶିଳ୍ପ ବିଭାଗ ଏବଂ କେନ୍ଦ୍ର ସରକାରଙ୍କ ମିଳିତ ଉଦ୍ୟମରେ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲ ପରିସରରେ ବାଣିଜ୍ୟ ଉତ୍ସବ ଆୟୋଜିତ ହୋଇଯାଇଛି ା ମୁଖ୍ୟ ଅତିଥି ଭାବେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ…

କାଲି ବାଘ, ଆଜି ଚିତା ବିରାଡ଼ି

ଭୁବନେଶ୍ୱର, ୨୨।୯(ବ୍ୟୁରୋ): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌, ଡବ୍ଲ୍ୟୁସିସିବି ଓ ବାରିପଦା ବନଖଣ୍ଡ ସୋମବାର ବାରିପଦାଠାରେ ମିଳିତ ଚଢ଼ାଉ କରି ଦୁଇଜଣଙ୍କୁ ଗିରଫ କରିବା ସହ ବାଘଛାଲ ଜବତ କରିଥିଲା। ଜବତ ଛାଲକୁ ଗଣମାଧ୍ୟମ ସମ୍ମୁଖରେ ରଖି ତାହା ଏକ ଛୁଆ କଲରାପତରିଆ ବାଘର…

୧୦ ଜିଲାର ଏସ୍‌ଏଚ୍‌ଜିଙ୍କୁ ଦକ୍ଷତା ତାଲିମ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ମିଳିତ ଜାତିସଂଘ ମହିଳା (ୟୁଏନ୍‌ ଓ୍ବିମେନ୍‌)ର ଭାରତ ପ୍ରତିନିଧି ସୁଶାନ ଜେନ୍‌ ଫର୍ଗୁଶନ୍‌ ପ୍ରଥମ ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କ ନେତୃତ୍ୱରେ ଆସିଥିବା ପ୍ରତିନିଧି ଦଳ ମଙ୍ଗଳବାର ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ(ଓଏସ୍‌ଡିଏ) ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀଙ୍କୁ ସାକ୍ଷାତ…

୧୧ ସହରାଞ୍ଚଳରେ ସ୍ଥାପନ ହେବ ଇନ୍‌ଡୋର ଷ୍ଟାଡିୟମ

ଭୁବନେଶ୍ୱର,୨୨।୯ବ୍ୟୁରୋ):  ଓଡ଼ିଶା ଖଣିଜ ଅଞ୍ଚଳ ଉନ୍ନୟନ ନିଗମ (ଓମ୍ବାଡ୍‌ସି) ପାଣ୍ଠିରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିକାଶ, ସହରାଞ୍ଚଳରେ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ଏବଂ ପରିବେଶ ସୁରକ୍ଷା ପରିଚାଳନା ଆଦି କ୍ଷେତ୍ର ପାଇଁ ୬୪୦.୬୫ କୋଟି ଟଙ୍କାର ପ୍ରକଳ୍ପକୁ ସବୁଜ ସଙ୍କେତ ଦିଆଯାଇଛି।…

ଆରମ୍ଭ ହେଲା ମୁକୁଳା ନାଳ ସମୀକ୍ଷା: ପଡ଼ିବ ସ୍ଲାବ, ବଦଳିବ ଡିଜାଇନ୍‌

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଖୋଲା ନାଳରେ ଭାସିଯାଇ ଏକ ନିରୀହ ଜୀବନ ଯିବା ପରେ ଚେତିଲା ପ୍ରଶାସନ। ଆରମ୍ଭ ହେଲା ସମୀକ୍ଷା। ଭୁବନେଶ୍ୱର ଓ କଟକ ସମେତ ରାଜ୍ୟରେ ସବୁ ଜିଲାରେ ମୁକୁଳା ପଡିଥିବା ସବୁ ଡ୍ରେନ ଉପରେ ସ୍ଲାବ ପଡିବା ନେଇ ଆଲୋଚନା…

ବିରଞ୍ଚିଙ୍କୁ ମିଳିଲା ଜାମିନ

କଟକ ଅଫିସ,୨୧।୯: ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ ଦୁର୍ନୀତି ମାମଲାରେ ଗିରଫ ବିରଞ୍ଚି ନାରାୟଣ ସାହୁଙ୍କୁ ମଙ୍ଗଳବାର ଓଡ଼ିଶା ହାଇକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ବିରଞ୍ଚି ତଦନ୍ତରେ ସମସ୍ତ ପ୍ରକାର ସହାୟତା କରିବେ ଏବଂ ତଦନ୍ତକାରୀ ଟିମ୍‌ ଯେତେବେଳେ ଚାହଁିବେ ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri