ମେଟ୍ରୋ

ଜାଡ଼ରେ ଥରୁଛି ରାଜ୍ୟ

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ସାରା ରାଜ୍ୟରେ ଏବେ ଶୀତ ଲହରି ଜାରି ରହିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ଏହି ଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଗତ ୩ ରୁ ୪ ଦିନ ଧରି ଓଡ଼ିଶା ମଧ୍ୟକୁ…

ଟ୍ୟୁଶନ୍‌ ସାରଙ୍କ ନାଁରେ ୨ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଦୁଇ ଜଣ ଛାତ୍ରୀଙ୍କୁ ଜଣେ ଟ୍ୟୁଶନ୍‌ ମାଷ୍ଟର ଅପହରଣ କରିନେଇଥିବା ବଡ଼ଗଡ଼ ଥାନାରେ ଅଭିଯୋଗ ହୋଇଛି। ପରିବାର ଲୋକଙ୍କ ଅଭିଯୋଗ କ୍ରମେ ପୋଲିସ ଟ୍ୟୁଶନ୍‌ ସାର୍‌ଙ୍କ ନାଁରେ ଏକ ଅପହରଣ ମାମଲା (ନଂ.୪୩୫/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଛି।…

ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍‌; ରହିଛି ବମିଖାଲ-ଭିଏସ୍‌ଏସ୍‌ ନଗରର ଏସବୁ ଅଞ୍ଚଳ

ଭୁବନେଶ୍ବର, ୨୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ପୁଣି ଥରେ ଫେରିଛି କଣ୍ଟେନମେଣ୍ଟ ଜୋନ୍‌। ଏକାଧିକ କୋଭିଡ୍‌ ସଂକ୍ରମିତ ଚିହ୍ନଟ ପରେ ସତର୍କତାମୂଳକ ପଦକ୍ଷେପ ନେଇ ବିଏମସି ମଙ୍ଗଳବାର କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛି । ବମିଖାଲର ଜୟଦୁର୍ଗା ନଗର ଓ ଭିଏସ୍‌ଏସ୍‌ ନଗରର…

ଘର ମରାମତି ଲାଗି ଓଡ଼ିଶାର ୩୦ ଲକ୍ଷ ପରିବାରକୁ ମିଳିବ ସହାୟତା

ଭୁବନେଶ୍ବର, ୨୧।୧୨(ବ୍ୟୁରୋ): ଘର ମରାମତି ନେଇ ସହାୟତା ଦେବେ ରାଜ୍ୟ ସରକାର। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ତେବେ ବିଜୁ ପକ୍କାଘର, ନିର୍ମାଣ ଶ୍ରମିକ ପକ୍କାଘର ଏବଂ ଖଣି ଅଞ୍ଚଳ ପକ୍କାଘର…

ରାସନକାର୍ଡଧାରୀଙ୍କ ପାଇଁ ବଡ ଘୋଷଣା

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାସନକାର୍ଡଧାରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା କରିଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ପ୍ରତ୍ୟେକ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ କୋଭିଡ ସହାୟତା ମିଳିବ । ଏଥିପାଇଁ ରାଜ୍ୟ ସରକାର…

ବଡ଼ଦିନ ଯାଏ ପ୍ରବଳ ଶୀତ: ୭ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଓଡ଼ିଶା ପ୍ରବଳ ଶୀତରେ ଥରୁଛି। ଆଗାମୀ ଦୁଇ-ତିନି ଦିନ ଯାଏ ରାଜ୍ୟରେ ଶୀତ ଲହରି ଜାରି ରହିବା ନେଇ ପାଣିପାଗ ବିଭାଗ ସତର୍କ କରିଛି। ବଡ଼ ଦିନ ଯାଏ ଶୀତ ରହିବ। ସୋମବାର ରାତିରେ ଦାରିଙ୍ଗବାଡ଼ିକୁ ରାଜ୍ୟର ସବୁଠାରୁ ଥଣ୍ଡା…

୨ ଓମିକ୍ରନ ଆକ୍ରାନ୍ତ ସଂସ୍ପର୍ଶରେ ୨୧ ଜଣ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଓଡିଶାରେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ଚିନ୍ତା ବଢିଛି। ଉଭୟଙ୍କ କଣ୍ଟାକ୍ଟ ଟ୍ରେସିଂ ସରିଛି। ତେବେ ୨୧ ଜଣ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି। ସମସ୍ତ ୨୧ ଜଣଙ୍କର ଟେଷ୍ଟିଂ କରାଯାଉଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ…

ବିଦ୍ୟୁତ୍‌ ଆଘାତରେ ଓଡ଼ିଶାରେ ସର୍ବାଧିକ ହାତୀଙ୍କ ମୃତ୍ୟୁ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ବିଦ୍ୟୁତ୍‌ ଆଘାତରେ ଓଡିଶାରେ ସର୍ବାଧିକ ହାତୀଙ୍କ ମୃତ୍ୟୁ ଘଟିଛି। କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ୨୦୦୯ରୁ ୨୦୧୯ ମଧ୍ୟରେ ବିଦ୍ୟୁତ୍‌ ଆଘାତ ଯୋଗୁ ଭାରତରେ ୬୦୦ ହାତୀଙ୍କ ଜୀବନ ଯାଇଥିବାବେଳେ ଏଥିମଧ୍ୟରୁ ଓଡ଼ିଶାର…

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୪୪୬କୁ ବୃଦ୍ଧି ପାଇଛି। ମୃତକ ଜଣକ ଖୋର୍ଦ୍ଧା ଜିଲାର। ତେବେ ଆଜି ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୪୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୮୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୦ ଜଣ ଲୋକାଲ…

ଭୁବନେଶ୍ୱର-ଆନନ୍ଦବିହାର ସୁପରଫାଷ୍ଟ ୨ଦିନ ବାତିଲ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଉତ୍ତର କେନ୍ଦ୍ରୀୟ ରେଳପଥ ଅନ୍ତର୍ଗତ ଉତ୍ତର ପ୍ରଦେଶର ନୈନି ଷ୍ଟେଶନଠାରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ଭୁବନେଶ୍ୱର-ଆନନ୍ଦବିହାର-ଭୁବନେଶ୍ୱର ସୁପରଫାଷ୍ଟ ଏକ୍ସପ୍ରେସ ଭାୟା ଅନୁଗୋଳ ଓ ଝାରସୁଗୁଡା ଦୁଇଦିନ ପାଇଁ ବାତିଲ ରହିବ। ଭୁବନେଶ୍ୱର-ଆନନ୍ଦବିହାର ସୁପରଫାଷ୍ଟ ଏକ୍ସପ୍ରେସ (୨୨୮୦୫) ଭୁବନେଶ୍ୱରରୁ…

ଭର୍ତ୍ତୃହରି ମହତାବ ଅସୁସ୍ଥ: ପୁଅ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୧।୧୨(ବ୍ୟୁରୋ): କଟକ ବିଜେଡି ଏମ୍‌ପି ଭର୍ତ୍ତୃହରି ମହତାବ ଅସୁସ୍ଥ ହୋଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଅସୁସ୍ଥତା ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପୁତ୍ରଙ୍କ ସହ ଫୋନ୍‌ରେ କଥା ହୋଇ ସ୍ବାସ୍ଥ୍ୟବସ୍ଥା ବିଷୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?