ମେଟ୍ରୋ

ଏଣିକି ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳକୁ ଆସିବେ ସବୁ କର୍ମଚାରୀ

ଭୁବନେଶ୍ୱର,୫।୭(ବ୍ୟୁରୋ): କରୋନା ସଂକ୍ରମଣ ଧିରେ ଧିରେ କମୁଥିବା ବେଳେ ଲକ୍‌ଡାନ୍‌ ନିୟମ ମଧ୍ୟ କୋହଳ ହେଉଛି। ଏହାକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନୂଆ ନିର୍ଦ୍ଦେଶନାମା ଜାରି ହୋଇଛି। ଏଣିକି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳକୁ ସବୁ କର୍ମଚାରୀ ଆସିବେ।...

ଭଡ଼ା ଘରେ ମହିଳାଙ୍କୁ ହତ୍ୟା: ଅନ୍ୟ ଜଣେ ଗୁରୁତର, ସ୍ବାମୀ କହିଲେ…

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ ଖେଳିଯାଇଛି। ଜଣେ ମହିଳାଙ୍କୁ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇ ଥିବା ବେଳେ ଭଡ଼ା ଘରୁ ତାଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ତାଙ୍କ ସହିତ ଜଣେ ପୁରୁଷଙ୍କୁ ମଧ୍ୟ ଘଟଣାସ୍ଥଳରୁ ଗୁରୁତର ଅବସ୍ଥାରେ...

ଓଡ଼ିଶାରେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୫ା୭(ବ୍ୟୁରୋ): କୋଭିଡ୍‌ ସ୍ଥିତି ଅନୁଧ୍ୟାନ ପାଇଁ ଆଜି ଓଡ଼ିଶାରେ ପହଞ୍ଚିଛନ୍ତି କେନ୍ଦ୍ରୀୟ ଟିମ୍‌। ଏହି ଟିମ୍‌ରେ କୋଲକାତାର ଜନସ୍ବାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ଶିବାନୀ ଦତ୍ତ ଓ ଭୁବନେଶ୍ୱର ଏମ୍ସର ପ୍ରଫେସର ପ୍ରଶାନ୍ତ ମହାପାତ୍ର ରହିଛନ୍ତି। ଟିମ୍‌ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ...

ନକଲି କରୋନା ଔଷଧ ଜବତ ଘଟଣା: ସୁଦୀପଙ୍କ ରିମାଣ୍ଡ ପାଇଁ ଏସ୍‌ଟିଏଫ୍‌ର ଆବେଦନ

ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟରେ ନକଲି କରୋନା ଔଷଧ ଜବତ ଘଟଣାରେ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ର଼୍ୟାକେଟ୍‌ର ମୁଖ୍ୟ କାର୍ପଟଦାର ମୁମ୍ବାଇର ସୁଦୀପ ବାର୍ନାଜୀଙ୍କୁ ୧୦ ଦିନିଆ ରିମାଣ୍ଡରେ ଆଣିବ। ଏନେଇ ମୁମ୍ବାଇ କୋର୍ଟର ଅନୁମତି ପାଇଁ ଏସ୍‌ଟିଏଫ୍‌ ପକ୍ଷରୁ କଟକ ଟ୍ରାଏଲ୍‌...

୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୫।୭(ବ୍ୟୁରୋ): ମୌସୁମୀ ଦୁର୍ବଳ ରହିଥିବାବେଳେ ରାଜ୍ୟରେ ବର୍ଷା ଜାରି ରହିଛି। ଏବେ ଉତ୍ତର-ଦକ୍ଷିଣ ନିମ୍ନଚାପ ରେଖା ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉପରେ ଉତ୍ତର-ପୂର୍ବ ବିହାରରୁ ଉତ୍ତର-ପୂର୍ବ ଝାଡ଼ଖଣ୍ଡ, ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଦକ୍ଷିଣ ଓଡ଼ିଶା ଉପକୂଳ...

ରେକର୍ଡ ଭାଙ୍ଗିଲା କରୋନା ମୃତ୍ୟୁ : ଆଜି ୫୨ ଜଣଙ୍କ ଜୀବନ ନେଲା

ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୫୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ...

ଆଜି ରାଜ୍ୟରୁ ୨୮୦୩ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୭(ବ୍ୟୁରୋ): ସୋମବାର ରାଜ୍ୟରୁ ୨୮୦୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୨୪,୬୯୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫୯୭ ଜଣ...

ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର,୫।୭(ବ୍ୟୁରୋ): କରୋନା ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ରବିବାର କହିଛନ୍ତି। ତୃତୀୟ ଲହରରେ ଶିଶୁମାନେ ଆକ୍ରାନ୍ତ ହେବେ ବୋଲି ଆଶଙ୍କା କରାଯାଉଥିବାରୁ ସରକାର ଏକ ଏସ୍‌ଓପି ପ୍ରସ୍ତୁତ କରିଛନ୍ତି।...

ରାଜ୍ୟରେ ପ୍ରଥମ ଡୋଜ୍‌ ଟିକା ନେଲେଣି ୧ କୋଟି ଲୋକ

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟରେ ୧ କୋଟି ଲୋକ ପ୍ରଥମ ଡୋଜ ଟିକା ନେଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ବର୍ତ୍ତମାନ ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ତୃତୀୟ ଲହର...

ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୪ା୭(ବ୍ୟୁରୋ): ଓଡ଼ିଶା ସମେତ ୬ଟି ରାଜ୍ୟରେ କରୋନା ସଂକ୍ରମଣ କମୁ ନ ଥିବାରୁ ଏ ନେଇ କେନ୍ଦ୍ର ସରକାର ଏସବୁ ରାଜ୍ୟକୁ ସ୍ବତନ୍ତ୍ର ଟିମ୍‌ ପଠାଇଛନ୍ତି । ଓଡ଼ିଶା ଆସୁଥିବା ବିଶେଷଜ୍ଞ ଦଳର ନେତୃତ୍ୱ ନେଉଥିବା ଏଆଇଆଇଏଚ୍‌ ଆଣ୍ଡ୍‌ ପିଏଚ୍‌ର...

୧୨ରେ ଲଘୁଚାପ, ୧୦ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୪।୭(ବ୍ୟୁରୋ): ଆସନ୍ତା ୧୨ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟର ଉପକୂଳ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟରେ ୧୦ ତାରିଖରୁ ବର୍ଷାର...

ଇଞ୍ଜେକ୍ସନ ନେବା ପରେ ନବବଧୂଙ୍କ ମୃତ୍ୟୁ: ବିବାହର ମାତ୍ର ୧୦ ଦିନରେ ଜଳିଲା ଜୁଇ

ଭୁବନେଶ୍ୱର,୪।୭(ବ୍ୟୁରୋ): ପାଦରୁ ଅଳତା, ହାତରୁ ମେହେନ୍ଦି ଲିଭିନି। ବିବାହର ମାତ୍ର ୧୦ ଦିନରେ ଜଣେ ନବବଧୂଙ୍କ ଜୁଇ ଜଳିଛି। ଇଞ୍ଜେକ୍ସନ ନେବାର ମାତ୍ର କିଛି ସମୟ ଭିତରେ ନବବଧୂ ଜଣକ ଯନ୍ତ୍ରଣାରେ ଛଟପଟ ହୋଇ ଆଖିବୁଜି ଦେଇଛନ୍ତି। ଶନିବାର ଭୁବନେଶ୍ୱରର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri