ପିପିଲି ଉପନିର୍ବାଚନ:ଆରମ୍ଭ ହେଲା ପ୍ରଚାର
ଭୁବନେଶ୍ୱର,୨୧।୯(ବ୍ୟୁରୋ)/ପିପିଲି:ଆସନ୍ତା ୩୦ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ । ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ସୋମବାରଠାରୁ ବିଧିବଦ୍ଧ ନିର୍ବାଚନ ପ୍ରଚାର ଆରମ୍ଭ ହୋଇଛି। ପ୍ରଚାର ପାଇଁ କେବଳ ୭ ଦିନ…
ବିଏମ୍ସି କମିଶନରଙ୍କ ଗିରଫ ଦାବି ତେଜିଲା
ଭୁବନେଶ୍ୱର, ୨୧।୯ (ବ୍ୟୁରୋ):ସ୍ମାର୍ଟସିଟିର ମୁକୁଳା ଡ୍ରେନ୍ରେ ଭାସିଯାଇ ଦଶମ ଶ୍ରେଣୀର ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତ୍ୟୁ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)କୁ ଦାୟୀ କରିଛି ଭାଜପା। ରବିବାର ବିଏମ୍ସି କମିଶନରଙ୍କ ନାଁରେ ଖଣ୍ଡଗିରି ଥାନାରେ ଏତଲା ଦିଆଯାଇଥିବାବେଳେ ସୋମବାର ତାଙ୍କ…
ବର୍ଷ ବର୍ଷ ଧରି କାମ ସରୁନି
ଭୁବନେଶ୍ୱର, ୨୧।୯ (ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରର ମୁକୁଳା ଡ୍ରେନ୍ ୬ବର୍ଷରେ ୬ ଜୀବନ ନେଇଛି। ଖସିପଡି ଅନେକେ ଗୁରୁତର ଆହତ ଅବସ୍ଥାରେ ବି ଉଦ୍ଧାର ହୋଇଛନ୍ତି। ବର୍ଷ ବର୍ଷ ଧରି ଡ୍ରେନ୍ କାମ ସୁଧୁରୁ ନ ଥିବାବେଳେ ମୁକୁଳା ଛାଡ଼ି ଦିଆଯାଉଛି। ଫଳରେ…
୬ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳକୁ ଅନୁମତି
ଭୁବନେଶ୍ୱର,୨୧।୯:ବିଭିନ୍ନ କାର୍ଯ୍ୟରେ ଦୈନନ୍ଦିନ ଯାତାୟାତ କରୁଥିବା ଟ୍ରେନଯାତ୍ରୀମାନଙ୍କ ସୁବିଧାକୁ ନଜରରେ ରଖି ପୂର୍ବତଟ ରେଳପଥ ସୋମବାରଠାରୁ ୬ଟି ସ୍ବତନ୍ତ୍ର ଟ୍ରେନରେ ମାସିକ ସିଜନ ଟିକେଟ (ଏମ୍ଏସ୍ଟି) ଏବଂ ତ୍ରୈମାସିକ ସିଜନ ଟିକେଟ (କ୍ୟୁଏସ୍ଟି) ସହିତ ଟ୍ରେନ୍ ଯାତ୍ରାକୁ ଅନୁମତି ଦେଇଛି। ଏହି…
ଲଳିତ କଳା ଏକାଡେମୀ ସଭାପତି ଭାବେ ପୁନଃ ମନୋନୀତ ହେଲେ ସୁଦର୍ଶନ ପଟ୍ଟନାୟକ
ଭୁବନେଶ୍ୱର, ୨୧।୯ (ବ୍ୟୁରୋ) – ଓଡ଼ିଶା ଲଳିତ କଳା ଏକାଡେମୀ ସଭାପତି ଭାବେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁନଃ ମନୋନୀତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ସେ ମନୋନୀତ ହୋଇଥିବା ନେଇ ସୋମବାର ଓଡ଼ିଆ ଭାଷା, ସାହିତ୍ୟ ଓ…
ଓଡ଼ିଆରେ ଇଞ୍ଜିନିୟରିଂ ପଢ଼ା କେତେ ସହଜ
ଭୁବନେଶ୍ୱର, ୨୧ା୯(ବ୍ୟୁରୋ):ଆସନ୍ତା ଶିକ୍ଷାବର୍ଷଠାରୁ ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପଢ଼ାଯିବ ବୋଲି ଅଲ୍ ଇଣ୍ଡିଆ କାଉନ୍ସିଲ ଫର୍ ଟେକ୍ନିକାଲ ଏଜୁକେଶନ୍ (ଏଆଇସିଟିଇ) ସବୁଜ ସଙ୍କେତ ଦେଇଛି। ଫଳରେ ଓଡ଼ିଆ ଛାତ୍ରୀଛାତ୍ରମାନେ ଏଣିକି ମାତୃଭାଷାରେ ଇଞ୍ଜିନିୟରିଂ ଭଳି ବୈଷୟିକ ଶିକ୍ଷାଲାଭର ସୁଯୋଗ ପାଇବେ। କୁହାଯାଉଛି…
ଗ୍ଲୋବାଲ ଓ୍ବାର୍ମିଂ ଦାୟୀ: ବିଧାୟକ
ଭୁବନେଶ୍ୱର,୨୧ା୯ (ବ୍ୟୁରୋ):ଭୁବନେଶ୍ୱରର ମୁକୁଳା ଡ୍ରେନ୍୍ରେ ପଡ଼ି ନିଖୋଜ ହୋଇଯାଇଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତଦେହ ସୋମବାର ମିଳିଛି। ଏହି ଘଟଣାକୁ ନେଇ ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଅବହେଳାକୁ ସମସ୍ତେ ଦାୟୀ କରୁଛନ୍ତି।…
ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ
କଟକ ଅଫିସ,୨୦ା୯: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ନିଜ ପରୀକ୍ଷାଫଳ ବୋର୍ଡ ୱେବସାଇଟ୍ ‘www.bseodisha.ac.in’ରେ ଦେଖିପାରିବେ। ଓଏମ୍ଆର୍ ଉତ୍ତର ଖାତା ଉକ୍ତ…
ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୪୧କୁ ବୃଦ୍ଧି
ଭୁବନେଶ୍ୱର,୨୦ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୪୧କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି ସୁନ୍ଦରଗଡ଼ରୁ…
ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ
ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭାରତୀଙ୍କର ସୋମବାର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି । ଭୁବନେଶ୍ୱରସ୍ଥିତ ଷ୍ଟେଟ୍ ଫରେନ୍ସିକ୍ ସାଇନ୍ସ ଲାବୋରେଟୋରୀରେ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ ଚାଲିଛି । ଲାଏ ଡିଟେକ୍ସନ…
ଡ୍ରେନ୍ରେ ଭାସି ଯାଇଥିବା ଛାତ୍ରଙ୍କ ମୃତଦେହ ମିଳିଲା
ଭୁବନେଶ୍ୱର,୨୦ା୯(ବ୍ୟୁରୋ): ରାଜଧାନୀର ଖୋଲା ଡ୍ରେନ୍ରେ ରବିବାର ଅପରାହ୍ନରେ ଭାସି ଯାଇଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତଦେହକୁ ସୋମବାର ଉଦ୍ଧାର କରିଛି ଅଗ୍ନିଶମ ବାହିନୀ ଟିମ୍। ଦୀର୍ଘ ୧୮ ଘଣ୍ଟା ଖୋଜାଖୋଜି କରିବା ପରେ ଆଜି ପଞ୍ଚସଖା ନଗର ନାଳରୁ…
ଆସୁଛି ଆଉ ୨ ଲଘୁଚାପ, ୧୦ଦିନ ବର୍ଷିବ
ଭୁବନେଶ୍ୱର,୨୦।୯(ବ୍ୟୁରୋ): ବଙ୍ଗୋପସାଗରକୁ ଲଗାତାର ଆଉ ଦୁଇଟି ଲଘୁଚାପ ଆସୁଛି। ଫଳରେ ଆସନ୍ତା ୧୦ ଦିନ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ‘ସେଣ୍ଟର ଫର୍ ଏନ୍ଭର୍ଣ୍ଣମେଣ୍ଟ ଆଣ୍ଡ୍ କ୍ଲାଇମେଟ୍’ ଏଭଳି ଆକଳନ କରି କହିଛି, ଦକ୍ଷିଣ ଚୀନ ସାଗରରୁ ଘୂର୍ଣ୍ଣିବଳୟ…
Archives


