ଭିଏସ୍ଏସ୍ ନଗର ମାର୍କେଟ, ଏକାମ୍ରକାନନ ପାର୍କ ସିଲ୍
ଭୁବନେଶ୍ୱର, ୩ା୭(ବ୍ୟୁରୋ): ଲକ୍ଡାଉନ୍ କଟକଣା କୋହଳ ହେବା ପରେ ଦିନକୁ ଦିନ ବେପରୁଆ ହୋଇ ପଡୁଛନ୍ତି ରାଜଧାନୀବାସୀ। ହାଟ, ବଜାରରେ ଭିଡ଼ କରୁଛନ୍ତି। ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଏନ୍ଫୋର୍ସମେଣ୍ଟ ଟିମ୍ ଓ ପୋଲିସ ପକ୍ଷରୁ ମିଳିତ ଭାବେ...
ରାଜଧାନୀରେ ବ୍ୟାପିଲା ଡେଙ୍ଗୁ
ଭୁବନେଶ୍ୱର, ୩ା୭ (ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ସଙ୍କଟ ଟଳି ନ ଥିବାବେଳେ ଡେଙ୍ଗୁ ଆତଙ୍କ ଦେଖିବାକୁ ମିଳିଛି। ବର୍ଷା ଆରମ୍ଭରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ବିଭିନ୍ନ ଓ୍ବାର୍ଡରେ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ଚନ୍ଦ୍ରଶେଖରପୁର ଓ ନୀଳାଦ୍ରିବିହାର ଅଞ୍ଚଳରେ...
ସରକାର ସମସ୍ତ ସମ୍ବଳ ବିନିଯୋଗ କରିବେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩ା୭(ବ୍ୟୁରୋ): ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏହା ହେଉଛି ଆମର ମୂଳମନ୍ତ୍ର। ଶିଶୁମାନଙ୍କୁ ଉପଯୁକ୍ତ ଚିକିତ୍ସା ନିଶ୍ଚିତ କରିବା ଲାଗି ରାଜ୍ୟ ସରକାର ସମସ୍ତ ଉପଲବ୍ଧ ସମ୍ବଳକୁ ବିନିଯୋଗ କରିବେ। ଶୁକ୍ରବାର ଶିଶୁ ବିଶେଷଜ୍ଞ ଡାକ୍ତରମାନଙ୍କ ତାଲିମ କାର୍ଯ୍ୟକ୍ରମକୁ ଭର୍ଚୁଆଲ ମାଧ୍ୟମରେ...
ଘରୋଇ ହସ୍ପିଟାଲ ଟିକା ୯୫:୫ କରାଯାଉ
ଭୁବନେଶ୍ୱର, ୩ା୭(ବ୍ୟୁରୋ): କେନ୍ଦ୍ର ସରକାର ଘରୋଇ ହସ୍ପିଟାଲକୁ ଯୋଗାଇ ଦେଉଥିବା ଟୀକା ଅନୁପାତକୁ ୭୫:୨୫ ପରିବର୍ତ୍ତେ ୯୫:୫ କରିବା ପାଇଁ ଓଡିଶା ଦାବି କରିଛି। ଏନେଇ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ...
ବାଦ୍ ପଡ଼ିବ ୩ ହଜାର ଏଫ୍ପିଏସ୍ କାଉଣ୍ଟର
ଭୁବନେଶ୍ୱର,୩ା୭(ବ୍ୟୁରୋ): ଶ୍ରମିକମାନେ କାମଧନ୍ଦା ପାଇଁ ଅନ୍ୟ ରାଜ୍ୟକୁ ଚାଲିଯାଉଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ସେହି ଲୋକମାନେ କିପରି ଅନ୍ୟ ରାଜ୍ୟରେ ନିଜର ରାଶନ ପାଇପାରିବେ ସେନେଇ କେନ୍ଦ୍ର ସରକାର ‘ୱାନ୍ ନେଶନ ୱାନ୍ ରାଶନ’ ବ୍ୟବସ୍ଥା କରିବାକୁ ସମସ୍ତ...
ଗଞ୍ଜାମ ଜିଲାରେ ଦିଆଯିବ କୋଭାକ୍ସିନ
ଭୁବନେଶ୍ୱର, ୩ା୭(ବ୍ୟୁରୋ): ଚଳିତ ମାସରୁ ଗଞ୍ଜାମ ଜିଲାରେ ୧୮ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କୁ କୋଭାକ୍ସିନ ଟିକା ଦିଆଯିବ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଶୁକ୍ରବାର ଗଞ୍ଜାମ ଜିଲାପାଳ,...
ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୫ ଜୀବନ
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ ଶନିବାର ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୫ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୦୧୫୪କୁ ବୃଦ୍ଧି...
ରାଜ୍ୟରେ କମିଲା ସଂକ୍ରମଣ:ଗତ ୨୪ଘଣ୍ଟାରେ ୩ହଜାର ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୩।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍ ଉପରମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୩ହଜାରରୁ ଉପରେ ରହୁଥିଲା। ଯାହା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଥିଲା। ତେବେ ଶୁକ୍ରବାର ରାଜ୍ୟରେ ୩,୨୨୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା...
ପୁଣି ବିବାହ ବନ୍ଧନରେ ବିଧାୟକ ବ୍ୟୋମକେଶ
ଭୁବନେଶ୍ୱର,୨।୭: ଚିଲିକା କୂଳରେ ଥିବା ଏକ ତାରକା ହୋଟେଲରେ ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଶୁକ୍ରବାର ଦ୍ୱିତୀୟ ବିବାହ କରିଛନ୍ତି। ତାଙ୍କର ଜଣେ ଘନିଷ୍ଠ ସହଯୋଗୀଙ୍କ ଝିଅଙ୍କୁ ବିବାହ କରିଛନ୍ତି। ବିବାହର ଏକ ଫଟୋ ଫେସବୁକରେ ଅପ୍ଲୋଡ...
୪ ଦିନ ଲାଗି ରହିବ ବର୍ଷା
ଭୁବନେଶ୍ବର,୨।୭: ରାଜ୍ୟରେ ପୁଣି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମଧରଣର ବର୍ଷା ଗୁରୁବାରଠାରୁ ଆରମ୍ଭ ହୋଇଛି। ଆସନ୍ତା ୪ ଦିନ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିବ। ଆସନ୍ତା...
୭୦ ପ୍ରତିଶତ ସିଲାବସରେ ପରୀକ୍ଷା ଦେବେ ଅସନ୍ତୁଷ୍ଟ
ଭୁବନେଶ୍ବର,୨।୭: ମାର୍କକୁ ନେଇ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କୁ ଶାନ୍ତ କରିବା ପାଇଁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଶୁକ୍ରବାର ପୁଣି ମାଟ୍ରିକ ପରୀକ୍ଷା ଦେବାକୁ ଅନୁରୋଧ କରିଛନ୍ତି । ୧୫ ଦିନ ଭିତରେ ପରୀକ୍ଷା ଫଳ ପ୍ରକାଶ...
ଓଡ଼ିଶାରେ ପହଞ୍ଚିଲା ୯ଲକ୍ଷ କୋଭିସିଲ୍ଡ ଟିକା
ଭୁବନେଶ୍ୱର,୨।୭: ରାଜ୍ୟରେ ଶୁକ୍ରବାର ୯ଲକ୍ଷ ୪୩ ହଜାର ୯୩୦ ଡୋଜ କୋଭିସିଲ୍ଡ ଟିକା ପହଞ୍ଚିଛି। ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଏହି ସୂଚନା ଦେଇଛନ୍ତି। ଏହି ଟିକା ସମସ୍ତ ଜିଲାକୁ ପଠାଯିବ । ଗୁରୁବାର ୧ଲକ୍ଷ କୋଭିସଲ୍ଡ ଟିକା...
Archives


