ମେଟ୍ରୋ

ଖୁବ୍‌ଶୀଘ୍ର ଗର୍ଭବତୀଙ୍କୁ ଟିକା

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ଗର୍ଭବତୀଙ୍କୁ ଟିକା ଦିଆଯିବ। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଗୁରୁବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗର୍ଭବତୀମାନଙ୍କୁ ଟିକାକରଣ ପାଇଁ ନିର୍ଦ୍ଦେଶ ଆସିଛି। ତେଣୁ ରାଜ୍ୟରେ ଖୁବ୍‌ଶୀଘ୍ର ଟିକାକରଣ ଆରମ୍ଭ କରାଯିବ। ଗୁରୁବାର ୧ଲକ୍ଷ...

ପୂର୍ବତନ କୁଳପତି ସଂଘମିତ୍ରା ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୧।୭(ବ୍ୟୁରୋ): ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ପୂର୍ବତନ କୁଳପତି ପ୍ରଫେସର ସଂଘମିତ୍ରା ମହାନ୍ତିଙ୍କ ଗୁରୁବାର ପରଲୋକ ଘଟିଛି। ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ସେ କୋଭିଡ୍‌ରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ...

ରାସ୍ତାରେ ବ୍ୟୁଟିପାର୍ଲର, ସ୍ପା ମାଲିକ

ଭୁବନେଶ୍ୱର,୧।୭: ପାଖରେ ପଇସା ନାହିଁ। ଚଳିବୁ କିପରି ବୋଲି ଅଭିଯୋଗ କରି ଗୁରୁବାର ରାଜରାସ୍ତାକୁ ଓହ୍ଲାଇଥିଲେ ଭୁବନେଶ୍ୱରର ବ୍ୟୁଟିପାର୍ଲର ଏବଂ ସ୍ପା ମାଲିକମାନେ। ବ୍ୟୁଟିପାର୍ଲର ସଂଘ କର୍ମକର୍ତ୍ତା ହାତରେ ବିଭିନ୍ନ ପ୍ଲାକାର୍ଡ ଧରି ଜୟଦେବ ଭବନ ନିକଟରେ ବିକ୍ଷୋଭ ପ୍ରଦର୍ଶନ...

୧୫ ସୁଦ୍ଧା ଏମ୍‌ସରେ କାର୍ଯ୍ୟକ୍ଷମ ହେବ ଏକମୋ ମେଶିନ

ଭୁବନେଶ୍ୱର,୧।୭: ଭୁବନେଶ୍ୱର ଏମ୍‌ସରେ ପହଞ୍ଚିଛି ଏକମୋ ମେଶିନ। ଜୁଲାଇ ୧୫ ସୁଦ୍ଧା ଏହା କାର୍ଯ୍ୟକ୍ଷମ ହେବ। ଏପରି କି ଖୁବ ଶୀଘ୍ର ଦ୍ୱିତୀୟ ଏକମୋ ମେଶିନ ଆସିବ ବୋଲି ଏମ୍‌ସ ଅଧୀକ୍ଷକ ସଚ୍ଚିଦାନନ୍ଦ ମହାନ୍ତି ଗୁରୁବାର ଏହି ସୂଚନା ଦେଇଛନ୍ତି।...

ଭୁବନେଶ୍ୱରରେ ପହଞ୍ଚିଲା ଆଉ ୧ ଲକ୍ଷ କୋଭିଶିଲ୍ଡ ଟିକା

ଭୁବନେଶ୍ୱର,୧ା୭(ବ୍ୟୁରୋ): ଭୁବନେଶ୍ୱରରେ ଗୁରୁବାର ଆଉ ୧ ଲକ୍ଷ କୋଭିଶିଲ୍ଡ ଟିକା ପହଞ୍ଚିଛି । ଆସନ୍ତାକାଲି ଆଉ ୧୦ ଲକ୍ଷ ଟିକା ଓଡ଼ିଶାରେ ପହଞ୍ଚିପାରେ। ସେରମ ଇନଷ୍ଟିଚ୍ୟୁଟ୍‌ରୁ ୮ ଲକ୍ଷ କୋଭିଶିଲ୍ଡ ଟିକା ଆସିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ବସ୍‌ ଚଳାଚଳ ପାଇଁ ଜାରି ହେବ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୧ା୭(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ଦେଖି କଟକଣାକୁ ଜୁଲାଇ ୧୬  ସକାଳ ୫ଟା ପର୍ଯ୍ୟନ୍ତ ଆଂଶିକ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ୨୦ଟି ଜିଲାରେ ବସ୍‌ ଚଳାଚଳକୁ ବି ଅନୁମତି ଦିଆଯାଇଛି। ତେବେ ବସ୍‌ ଚଳାଚଳ ପାଇଁ ଗାଇଡ୍‌ଲାଇନ୍‌ ଜାରି...

କରୋନା ପରିଚାଳନା ତ୍ରୁଟି ଲୋକଙ୍କ ଆଗରେ ରଖିବ ଯୁବ କଂଗ୍ରେସ

ଭୁବନେଶ୍ୱର, ୧।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ତ୍ରୁଟିଗତ ପରିଚାଳନା, ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ, ଖାଇବା ତେଲ ଇତ୍ୟାଦିର ଅହେତକୁ ଦରଦାମ ବୃଦ୍ଧି ପ୍ରସଙ୍ଗ ଲୋକଲୋଚନକୁ ଆଣିବାକୁ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପ୍ରୟାସ କରୁଛି। ଯୁବ କଂଗ୍ରେସ ପକ୍ଷରୁ ବୁଧବାର...

ଭୂମିହୀନ ୧୮ ଲକ୍ଷ କୃଷକ ପରିବାରକୁ ୩୮୬ କୋଟି ସହାୟତା

ଭୁବନେଶ୍ୱର,୧।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘କାଳିଆ’ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାରଙ୍କୁ ବୁଧବାର ୩୮୬ କୋଟି ଟଙ୍କାର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି । ଏହି ସହାୟତା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯାଇଛି। ଏହାଦ୍ବାରା ୧୮...

ଆନ୍ତଃ ଜିଲା କଟକଣା ବସ୍‌ ପାଇଁ ଅଡୁଆ

ଭୁବନେଶ୍ୱର,୧।୭(ବ୍ୟୁରୋ): ଦୀର୍ଘଦିନ ଧରି ବସ୍‌ ସେବା ବନ୍ଦ ହେବା ପରେ ରାଜ୍ୟ ସରକାର ଜୁଲାଇ ପହିଲାରୁ ୨୦ଟି ଜିଲାରେ ଚଳାଚଳ କରିବାକୁ ଅନୁମତି ଦେଇଛନ୍ତି। ତେବେ ଅନ୍ୟ ୧୦ଟି ଜିଲାରେ ସଂକ୍ରମଣ ହାର ଅଧିକ ରହୁଥିବାରୁ ବସ ଚଳାଚଳକୁ ନିଷେଧ...

ବିଶ୍ୱରୂପା ମହାନ୍ତିଙ୍କୁ ୟୁଏଇର ଗୋଲ୍‌ଡେନ୍‌ ଭିଜା

ଭୁବନେଶ୍ୱର, ୧।୭(ବ୍ୟୁରୋ): ମୟୂରଭଞ୍ଜ ଜିଲା ବାରିପଦାର କଳାକାର ବିଶ୍ୱରୂପା ମହାନ୍ତିଙ୍କୁ ୟୁଏଇର ସମ୍ମାନଜନକ ଗୋଲଡେନ୍‌ ଭିଜା ମିଳିଛି। ୟୁଏଇ ସରକାରଙ୍କ ପକ୍ଷରୁ ତାଙ୍କୁ ୧୦ ବର୍ଷ ଲାଗି ଏହି ଭିଜା ପ୍ରଦାନ କରାଯାଇଛି। ଗୋଲଡେନ୍‌ ଭିଜା ପାଇଥିବା ବ୍ୟକ୍ତି କୌଣସି...

ରାଜ୍ୟରେ ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ଦୈନିକ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର ରାଜ୍ୟରେ ୩,୩୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ...

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୫ ଜୀବନ

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୫ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୦୬୩କୁ ବୃଦ୍ଧି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri