ଯୁକ୍ତ ୩ ନାମଲେଖା ୧୮ ଯାଏ ବଢ଼ିଲା: ୨୩ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ
ଭୁବନେଶ୍ୱର,୧୭।୯ (ବ୍ୟୁରୋ): ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ଅବଧି ଦୁଇଦିନ ବୃଦ୍ଧି କରାଯାଇଛି। ଗତ ୧୩ ତାରିଖରୁ ୧୬ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବାନେଇ ପୂର୍ବରୁ ଘୋଷଣା ହୋଇଥିଲା। ମାତ୍ର ଏହି ସମୟ ଭିତରେ ଲଘୁଚାପଜନିତ ଲଗାଣ ବର୍ଷା…
ଆଜି ରାଜ୍ୟରୁ ୬୨୮ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୯୬ ଶିଶୁ
ଭୁବନେଶ୍ୱର,୧୭।୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୬୨୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୮,୯୨୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୬୭ ଜଣ ଚିହ୍ନଟ…
ଯୁକ୍ତ ୩ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ତାରିଖ ଘୁଞ୍ଚିଲା
ଭୁବନେଶ୍ୱର, ୧୬।୯ (ବ୍ୟୁରୋ): ବଢିଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଅବଧି। ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ନାମଲେଖା ସମୟ ଆହୁରି ଦୁଇ ଦିନ ବୃଦ୍ଧି ହୋଇଛି। ପୂର୍ବରୁ ୧୩ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ…
ମିଛ ଷଡ଼ଯନ୍ତ୍ର କରି ଫସିଲେ ପତିତପାବନ: ଫିଟୁଛି ଗୁମର; ସ୍ବିଗିରେ କରୁ ନଥିଲେ ଚାକିରି
ଭୁବନେଶ୍ୱର,୧୬।୯(ବ୍ୟୁରୋ): ମିଛ ଷଡ଼ଯନ୍ତ୍ରରେ ନିଜେ ଫସିଲେ ପତିତବାବନ ପୃଷ୍ଟି। ଅପହରଣର ମିଛ ନାଟକ ରଚି ବନ୍ଧା ହେଲେ ପତିତପାବନ। ଗୁରୁବାର ଧଉଳି ପୋଲିସ ଥାନାରେ ପତିତପାବନ ଓ ତାଙ୍କ ବାନ୍ଧବୀଙ୍କ ବୟାନ ରେକର୍ଡ କରାଯାଇଛି। ତାଙ୍କ ବାନ୍ଧବୀ ନିଜ ଇଚ୍ଛାରେ ଯାଇଥିବା…
ସମ୍ଭାବ୍ୟ ବନ୍ୟା ନେଇ ଏସ୍ଆର୍ସିଙ୍କ ସୂଚନା
ଭୁବନେଶ୍ୱର,୧୬ା୯(ବ୍ୟୁରୋ): ରାଜ୍ୟରେ ଲଗାଣୁ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସମ୍ଭାବ୍ୟ ବନ୍ୟା ନେଇ ଏସ୍ଆର୍ସି ପ୍ରଦୀପ ଜେନା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ହୀରାକୁଦ ଜଳଭଣ୍ଡାରକୁ ୫.୨୦…
ପୁଣି ବର୍ଷା: ୧୮ରେ ହାଲ୍କା ୧୯, ୨୦ରେ ପ୍ରବଳ ବର୍ଷିପାରେ
ଭୁବନେଶ୍ୱର,୧୬।୯(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଉପକୂଳରେ ଗୁରୁବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା କ୍ରମଶଃ ପଶ୍ଚିମ, ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳରେ ଉତ୍ତର ପଶ୍ଚିମ…
ଊର୍ମିଳା ମିଶ୍ର ଓସାକ୍ସର ପ୍ରକଳ୍ପ ନିର୍ଦ୍ଦେଶିକା
ଭୁବନେଶ୍ୱର, ୧୬।୯: ଡକ୍ଟର ଉର୍ମିଳା ମିଶ୍ରଙ୍କୁ ଓଡ଼ିଶା ରାଜ୍ୟ ଏଡ୍ସ ନିୟନ୍ତ୍ରଣ ସମିତି (ଓସାକ୍ସ) ପ୍ରକଳ୍ପ ନିର୍ଦ୍ଦେଶିକା ଭାବେ ନିଯୁକ୍ତି ଦିଆଯାଇଛି। ସେ ବର୍ତ୍ତମାନ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ତଥା ନିର୍ଦ୍ଦେଶକ ଥିବାବେଳେ ଏହି…
ସଙ୍କଟରେ ୟେଲୋ ମନିଟର ଲିଜାର୍ଡ
ଭୁବନେଶ୍ୱର,୧୬।୯(ବ୍ୟୁରୋ): ଗୋଧି ଶିକାର ଚାଲିଛି। ଫଳରେ ଆଜି ଏହି ନିରୀହ ଭାରତୀୟ ବିଷହୀନ ସରୀସୃପ ଲୁପ୍ତ ପ୍ରାୟ ହେବାକୁ ବସିଲାଣି। ନିକଟରେ ପ୍ରକାଶିତ ଇଣ୍ଟରନ୍ୟାଶନାଲ ୟୁନିଅନ ଫର୍ କଞ୍ଜରଭେଶନ ଅଫ୍ ନେଚର(ଆଇୟୁସିଏନ୍) ରେଡ୍ ଲିଷ୍ଟର ସଂକଟଗ୍ରସ୍ତ ପ୍ରଜାତି ତାଲିକାରେ ୟେଲୋ ମନିଟର…
ଆଉ ୪ ମୁଣ୍ଡ ନେଲା କରୋନା; କଟକରୁ ସର୍ବାଧିକ
ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୪ ଜଣ ଆକ୍ରାନ୍ତ। ଏ ସଂପର୍କରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୁରୁବାର ତଥ୍ୟ ପ୍ରଦାନ କରାଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୧୮କୁ ବୃଦ୍ଧି ପାଇଛି। ତେବେ…
ମହିଳା ବିରୋଧୀ ହିଂସା: ଓଡ଼ିଶା ୨ୟ
ଭୁବନେଶ୍ୱର (ବ୍ୟୁରୋ) /ନୂଆଦିଲ୍ଲୀ,୧୬ା୯: ବଳାତ୍କାର, ଏସିଡ୍ ଆକ୍ରମଣ, ହତ୍ୟା, ଯୌତୁକ ନିର୍ଯାତନା, ଚାଲାଣ, ଯୌନ ନିର୍ଯାତନା, ଅସଦାଚରଣ ଆଦି ମହିଳା ବିରୋଧୀ ହିଂସା ଓଡ଼ିଶାରେ ପ୍ରତିବର୍ଷ ବଢ଼ିଚାଲିଛି। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ(ଏନ୍ସିଆର୍ବି) ପକ୍ଷରୁ ମଙ୍ଗଳବାର ପ୍ରକାଶିତ ରିପୋର୍ଟ ଅନୁଯାୟୀ ୨୦୨୦ରେ…
୨୪ ଘଣ୍ଟାରେ ୫୮୦ ଆକ୍ରାନ୍ତ ଚିହ୍ନଟ; ଅଛନ୍ତି ୭୭ ଛୁଆ
ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୭ ୧୮ ବର୍ଷରୁ କମ ବର୍ଗରଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୬ କ୍ୱାରେଣ୍ଟାଇନ୍ର ଥିବା ବେଳେ ୨୪୪ଟି ଲୋକାଲ କେସ୍ ରହଥିବା ଗୁରୁବାର…
ରାଜଧାନୀରେ ଲୁଟ୍ ବେଳେ ଛୁରାମାଡ଼
ଭୁବନେଶ୍ୱର,୧୫।୯(ବ୍ୟୁରୋ): ଲୁଟ୍ କରିବାରେ ବିଫଳ ହେବାରୁ ବୁଧବାର ଜଣେ ବ୍ୟକ୍ତିଙ୍କୁ ଲୁଟେରାମାନେ ଛୁରାମାଡ କରି ଫେରାର ହୋଇଯାଇଛନ୍ତି। ଏପରି ଏକ ଘଟଣା ଘଟିଛି ତମାଣ୍ଡୋ ଥାନା ଅଞ୍ଚଳରେ । ଆକ୍ରମଣର ଶିକାର ହୋଇଛନ୍ତି ସ୍ଥାନୀୟ ଥାନା ବାଲିଆପଡାର ଭରତ ସାହୁ। ଭରତଙ୍କ…
Archives


