ମେଟ୍ରୋ

ସୁନୀଲ କୁମାର ବଂଶଲ ହେବେ ନୂଆ ଡିଜିପି

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ସୁନୀଲ କୁମାର ବଂଶଲ ହେବେ ପୋଲିସ ମହାନିର୍ଦ୍ଦେଶକ। ବଂଶଲ ଡିଜିପି ହେବା ନେଇ ରାଜ୍ୟ ସରକାର ବୁଧବାର ଘୋଷଣା କରିଛନ୍ତି। ଡିଜିପି ଅଭୟଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିବେ। ଚଳିତ ମାସରେ ଡିଜିପି ଅଭୟ ଅବସର ନେବେ। ଡିସେମ୍ବର…

ଭାରିଆଣ୍ଟ ଘାତକ ହେଉ କି ନ ହେଉ ସତର୍କ ରହିବାକୁ ପଡ଼ିବ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଓମିକ୍ରନର ଭୟାବହତାକୁ ଦେଖି ସୀମାନ୍ତ ଜିଲା ଉପରେ ନଜର ରଖାଯାଇଛି। ସର୍ଭିଲାନ୍ସ ଓ ଭ୍ୟାକ୍ସିନେସନକୁ ଗୁରୁତ୍ୱ ଦିଆଯାଉଛି। ବାହାରୁ ଆସୁଥିବା ଲୋକମାନଙ୍କର ସର୍ଭିଲାନ୍ସକୁ କଡ଼ାକଡ଼ି କରାଯାଇଛି ବୋଲିି ବୁଧବାର ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି। ସେ ଆହୁରି ମଧ୍ୟ…

ଚିତ୍ତରଞ୍ଜନ ମୃତ୍ୟୁ ମାମଲା: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ପୁରୀ ଜିଲା ବ୍ରହ୍ମଗିରି ଚିତ୍ତରଞ୍ଜନ ପଲେଇଙ୍କ ମୃତ୍ୟୁ ମାମଲାରେ ବୁଧବାର ପୋଲିସ ଡିଜି ଅଭୟ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ ମୁଖ୍ୟାଳୟ ପକ୍ଷରୁ ପ୍ରେସ ରିଲିଜ ଜରିଆରେ ସେ ଏହି ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ଚିତ୍ତରଞ୍ଜନ ରାଜ୍ୟ…

ବଢ଼ୁଛି ଶୀତ: ୧୫ ଡିଗ୍ରୀ ତଳେ ୧୯ ସହରର ତାପମାତ୍ରା

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟର ୧୯ ସହରର ରାତ୍ରି ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ପାହାଡିଆ ଅଞ୍ଚଳ ମଧ୍ୟରେ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରୀ ସେଲସିୟସ ରହିଥିବା ବେଳେ ସମତଳ ଅଞ୍ଚଳ ମଧ୍ୟରେ ଫୁଲବାଣୀରେ ସର୍ବନିମ୍ନ ୧୦ ଡିଗ୍ରୀ ରାତ୍ରି ତାପମାତ୍ରା…

ଓଡିଶାରେ ପହଞ୍ଚିଲେ ନୀତି ଆୟୋଗ ଉପାଧ୍ୟକ୍ଷ; କୃଷି, ପର୍ଯ୍ୟଟନ ଏବଂ ଖଣିଜ ଆୟ ବୃଦ୍ଧି ଉପରେ ହୋଇପାରେ ଆଲୋଚନା

ଭୁବନେଶ୍ବର,୧୫।୧୨(ବ୍ୟୁରୋ): ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ବୁଧବାର ଓଡିଶାରେ ପହଞ୍ଚିଛନ୍ତି। ୩ ଦିନିଆ ଓଡିଶା ଗସ୍ତରେ ସେ ଆସିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରୁ ସିଧା ରାଜ୍ୟ ଅତିଥି ଭବନକୁ ଯାଇଛନ୍ତି । ନୀତି ଆୟୋଗ ଉପାଧ୍ୟକ୍ଷ ଦିନ ୧୧…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ କେନ୍ଦୁଝରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…

ରାଜ୍ୟରେ ଚିହ୍ନଟ ହେଲେ ୨୧୮ କରୋନା ଆକ୍ରାନ୍ତ

  ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ୨୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୧ ଜଣ ଲୋକାଲ…

ବିଚାର ବିଭାଗୀୟ ତଦନ୍ତ ଦାବିକଲା କଂଗ୍ରେସ

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ନିକଟରେ ଛାତ୍ର କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ ଉଦ୍ୟମ କରାଯାଇଥିଲା। ଏହି ସମୟରେ ପୋଲିସ ଏବଂ ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ପୋଲିସ ପକ୍ଷରୁ ଲାଠିଚାର୍ଜ ମଧ୍ୟ କରାଯାଇଥିଲା। ଛାତ୍ର କଂଗ୍ରେସ କର୍ମୀ…

‘ଗ୍ରୀଷ୍ମଋତୁରେ ବିଦ୍ୟୁତ୍‌ କାଟ ସମସ୍ୟା ନ ହେବା ନିଶ୍ଚିତ କର’

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ଆଗାମୀ ଗ୍ରୀଷ୍ମଋତୁରେ ବିଦ୍ୟୁତ୍‌ ଯୋଗାଣ ଅବ୍ୟାହତ ରଖିବା ପାଇଁ ଆଗୁଆ ପ୍ରସ୍ତୁତି ଭାବେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମଙ୍ଗଳବାର ରାଜ୍ୟରେ ବିଦ୍ୟୁତ୍‌ ଉତ୍ପାଦନ ଓ ଯୋଗାଣ ସ୍ଥିତିର ସମୀକ୍ଷା କରିଛନ୍ତି। ଲୋକସେବା ଭବନରୁ ଡିଜିଟାଲ…

ବନ୍ୟପ୍ରାଣୀଙ୍କୁ ବିପଦ କୃତ୍ରିମ ଜଳଧାରଣ ଗାତ

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ପ୍ରାକୃତିକ ଜଙ୍ଗଲରେ ଆର୍ଦ୍ରତା ସଂରକ୍ଷଣରେ ଉନ୍ନତି ଆଣିବା ପାଇଁ ଓଡ଼ିଶା ବନ ବିଭାଗ କୃତ୍ରିମ ଗାତ ଖୋଳୁଛି। ଗତ ୪-୫ ବର୍ଷ ହେଲା ବିଭିନ୍ନ ସଂରକ୍ଷିତ ଜଙ୍ଗଲରେ ଏଭଳି ଗାତ ସବୁ ରହିଛି। ଏହି ଗାତଗୁଡ଼ିକ ସ୍ଥାନୀୟ ଉଦ୍ଭିଦ…

ରାଜ୍ୟରେ ୧୧ ସାଇବର ଅପରାଧ ଥାନା ଖୋଲିବ

ଭୁବନେଶ୍ୱର,୧୫ା୧୨(ବ୍ୟୁରୋ): ସାଇବର ଅପରାଧ ଏବେ ସାରା ବିଶ୍ବରେ ଚିନ୍ତାର କାରଣ ହେଇଛି। ଦେଶ ତଥା ଓଡ଼ିଶାରେ ମଧ୍ୟ ସାଇବର ଅପରାଧର ଅନେକ ଘଟଣା ଦୃଷ୍ଟିକୁ ଆସୁଛି। ବ୍ୟାଙ୍କ ଦେଣନେଣ ତଥା ଜଟିଳ ଡିଜିଟାଲ ଦେଣନେଣରେ ସାଇବର ଅପରାଧ ଅଧିକ ଭାବରେ ସମ୍ପୃକ୍ତ।…

ଡିଜେ, ବାଣ ଫୁଟା ନିୟମ ନ ମାନିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର,୧୪।୧୨(ବ୍ୟୁରୋ): ବିବାହ ପ୍ରେଶେସନରେ ମାନୁନାହାନ୍ତି କରୋନା କଟକଣା। ମନ ଇଚ୍ଛା ଡିଜେ ବଜାଇ ବାଣ ଫୁଟାଇ ଧୂମଧାମ୍‌ରେ ନାଚୁଛନ୍ତି ବରଯାତ୍ରୀ। ଡିଜେ ସାଉଣ୍ଡରେ ବରିଷ୍ଠ ନାଗରିକ, ଦୃଦ୍‌ରୋଗ ଆକ୍ରାନ୍ତ ବ୍ୟକ୍ତି, ଛୋଟ ପିଲାଙ୍କୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି । ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?