ମେଟ୍ରୋ

ରଜରେ କଳାକନା ବୁଲାଇଲେ ଲୁଟେରା, ଝରକା ଭାଙ୍ଗି ଲୁଟି ନେଲେ ସୁନା ଗହଣା…

ଭୁବନେଶ୍ୱର,୧୬।୬: ରଜ ଉତ୍ସବ ଚାଲିଥିବା ବେଳେ ଭୁବନେଶ୍ୱରର ନୀଳାଦ୍ରୀ ବିହାରରେ ଏକ ଚୋରୀ ଘଟଣା ଘଟିଛି। ଅଜଣା ଦୁର୍ବୃତ୍ତମାନେ ଏକ ଘରର ଝରକା ଭାଙ୍ଗି ଭିତରେ ପଶି ପ୍ରାୟ ୫ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଲୁଟି ନେଇଥିବା...

ଅଦିନିଆ ରଥଯାତ୍ରା ନେଇ ଆଇନ ମନ୍ତ୍ରୀଙ୍କ କଡ଼ା ଚେତାବନୀ, ବନ୍ଦ ନ ହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୬।୬: ଅଦିନିଆ ସ୍ନାନଯାତ୍ରା ଓ ରଥଯାତ୍ରା ଆୟୋଜନ ନେଇ ରାଜ୍ୟ ଆଇନ ମନ୍ତ୍ରୀ କଡ଼ା ଚେତାବନୀ ଜାରି କରିଛନ୍ତି। ଗଜପତି ମହାରାଜା ଇସ୍କନ୍‌କୁ ଚିଠି ଲେଖି ଏହା ଆୟୋଜନ ନ କରିବାକୁ ବାରଣ କରିସାରିଥିବା ସେ ସୂଚନା ଦେଇଛନ୍ତି। ମନ୍ତ୍ରୀ...

ପାନୀୟ ଜଳରେ ମିଶିଲା ଡ୍ରେନ୍ ପାଣି: ରାଜଧାନୀକୁ ବ୍ୟାପିଲା ଡାଇରିଆ, ଚଢ଼ାଉ ଜୋରଦାର କଲା BMC

ଭୁବନେଶ୍ୱର,୧୬।୬: ଓଡ଼ିଶାର ବିଭିନ୍ନ ଜିଲାରେ ଡାଇରିଆ ମାମଲା ବୃଦ୍ଧି ପାଇବା ପରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ରାଜଧାନୀରେ ହୋଟେଲରେ ଓ ଫଳ ଷ୍ଟଲଗୁଡ଼ିକରେ ନିରୀକ୍ଷଣ ଆରମ୍ଭ କରିଛି। ସମ୍ ହସ୍ପିଟାଲ ଅଞ୍ଚଳ ନିକଟସ୍ଥ ହୋଟେଲ ଗୁଡ଼ିକୁ ବିଶେଷ ଭାବେ...

ମାଡୁଛି ହଇଜା: ଢାବା, ଫାଷ୍ଟଫୁଡ୍ ଓ ଖାଦ୍ୟ ଦୋକାନ ବନ୍ଦ ନିର୍ଦ୍ଦେଶ, ଏସବୁ ଖାଦ୍ୟ ଉପରେ ଲାଗିଲା ପ୍ରତିବନ୍ଧକ

ଯାଜପୁର,୧୬ା୬: ଯାଜପୁର ବ୍ୟାସନଗର ଏବଂ ବିଞ୍ଝାରପୁର ଅଞ୍ଚଳରେ ସମସ୍ତ ଢାବା, ଫାଷ୍ଟଫୁଡ୍ ଷ୍ଟଲ୍ ଏବଂ ଖାଦ୍ୟ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନଗୁଡ଼ିକୁ ଆଗାମୀ ୨ ସପ୍ତାହ ପାଇଁ ବନ୍ଦ ରଖିବାକୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି...

ସରି ଆସୁଛି ଖରାଛୁଟି: ୨୦ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୬ା୬: ସରି ଆସୁଛି ଖରାଛୁଟି। ୫୮ଦିନ ପରେ ଆସନ୍ତା ୨୦ ତାରିଖରେ ସ୍କୁଲ ଖୋଲିବାକୁ ଯାଉଛି। ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ। ଶିକ୍ଷୟିତ୍ରୀ ଶିକ୍ଷକ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲରେ ପହଞ୍ଚତ୍ବେ ଏବଂ...

ସବୁ ସ୍ବାସ୍ଥ୍ୟକେନ୍ଦ୍ରକୁ ହାଇଆଲର୍ଟ ମୋଡ୍‌ରେ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୫ା୬: ଯାଜପୁର ଓ କେନ୍ଦୁଝର ଜିଲାରେ ଝାଡ଼ାବାନ୍ତି ବ୍ୟାପିବା ପରେ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର। ଜିଲାର ସବୁ ସ୍ବାସ୍ଥ୍ୟକେନ୍ଦ୍ରକୁ ହାଇଆଲର୍ଟ ମୋଡ୍‌ରେ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ସ୍ବାସ୍ଥ୍ୟ ଅଧିକାରୀ ଓ ବରିଷ୍ଠ ଅଧିକାରୀଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ...

ଆସନ୍ତାକାଲି ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୫ା୬: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଫଳରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତାକାଲି...

ରାଜ୍ୟ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କଲେ ନବୀନ, କହିଲେ ଯାହା ୨୪ ବର୍ଷରେ ଦେଖିବାକୁ ମିଳି ନ ଥିଲା ତାହା…

ଭୁବନେଶ୍ୱର,୧୫ା୬: ହଇଜାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଦୀର୍ଘ ବର୍ଷ ଧରି ଯାହା ଦେଖିବାକୁ ମିଳି ନ ଥିଲା ତାହା ଏବେ ଅସ୍ତବ୍ୟସ୍ତ କଲାଣି। ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ,...

ତ୍ରିରଙ୍ଗା ଯାତ୍ରା ପରେ ରୋଡ୍‌ ଶୋ’ କରିବେ ମୋଦି

ଭୁବନେଶ୍ୱର,୧୫।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଅବସରରେ ସେ ଭୁବନେଶ୍ବରରେ ଏକ ରୋଡ୍‌ ଶୋ’ କରିବା କାର୍ଯ୍ୟକ୍ରମ ରହିଥିବା ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଛନ୍ତି।...

‘ଜୁଲାଇ ୬ ସୁଦ୍ଧା ରତ୍ନଭଣ୍ଡାର କାମ ଶେଷ କର’

ପୁରୀ,୧୫।୬(ଅଜିତ୍‌ କୁମାର ମହାନ୍ତି): ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ମହାନିର୍ଦ୍ଦେଶକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢୀ ପତ୍ର ଲେଖିଛନ୍ତି। ଆଗାମୀ ରଥଯାତ୍ରା ସମୟରେ...

୨ ଦିନରେ ସକ୍ରିୟ ହେବ ମୌସୁମୀ, ୭ଦିନ ବର୍ଷିବ; ଜାରି ହେଲା ଓ୍ବାର୍ନିଂ…

ଭୁବନେଶ୍ୱର,୧୪ା୬ (ଅନୁରାଧା ମହାରଣା) – ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେବଳ ଦକ୍ଷିଣ ଓଡ଼ିଶାରେ ସକ୍ରିୟ ରହିଛି। ରାଜ୍ୟର ଅନ୍ୟ ଅଞ୍ଚଳରେ ଗରମ ଓ ଗୁଳୁଗୁଳି ହେଉଛି। ତେବେ ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ମୌସୁମୀ ଆହୁରି ସକ୍ରିୟ ହୋଇ...

ଯାଜପୁରରେ ଭୋଜି ଉପରେ ଲାଗିଲା କଟକଣା: ରଜରେ ଭୋଜି ମନା…

ଯାଜପୁର,୧୪।୬: ଯାଜପୁରରେ କଲେରା ବ୍ୟାପୀଥିବାରୁ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଅଛି। ସାମୂହିକ ସମାବେଶରେ ଭୋଜିର ଆୟୋଜନ କରିବାକୁ ପରାମର୍ଶ ଦିଆଯାଇଛି। ଗରମ ଖାଦ୍ୟ, ଫୁଟା ଏବଂ ଫିଲଟର୍‌ କରାଯାଇଥିବା ପାଣି ପିଇବାକୁ ନିର୍ଦ୍ଦେଶ ଦେବା ସହ ଯାଜପୁରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri