୧୭ରୁ ପୁଣି ବର୍ଷା!
ଭୁବନେଶ୍ୱର,୧୩।୯(ବ୍ୟୁରୋ): ରାଜ୍ୟରେ ରବିବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ତେବେ ୧୭ରୁ ପୁଣି ବର୍ଷା ହୋଇପାରେ ବୋଲି ସୋମବାର ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୭ ତାରିଖ ପାଖାପାଖି ଉତ୍ତର ବଙ୍ଗୋପ ସାଗରରେ ଆଉ…
ପ୍ରକାଶ ପାଇଲା +୨ କଟ୍ ଅଫ୍ ମାର୍କ
ଭୁବନେଶ୍ୱର,୧୩।୯(ବ୍ୟୁରୋ):ଯୁକ୍ତ ଦୁଇ କଲେଜରେ ନାମଲେଖା ପାଇଁ ସୋମବାର ପ୍ରକାଶ ପାଇଛି ପ୍ରଥମ ମେରିଟ ଲିଷ୍ଟ। ଦିନ ସାଢେ ୧୧ଟାରେ ସାମସ ୱେବସାଇଟ (www.samsodisha.gov.in)ରେ ତାଲିକା ପ୍ରକାଶ ପାଇଛି। ସେଠାରୁ ଛାତ୍ରୀଛାତ୍ର ମେଧା ତାଲିକା ଦେଖିପାରିବେ। ମେରିଟ ଲିଷ୍ଟରେ ଥିବା ଛାତ୍ରୀଛାତ୍ର ଆସନ୍ତାକାଲିଠୁ…
ଆହୁରି ଛେଚିବ: ୫ ଜିଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି
ଭୁବନେଶ୍ୱର,୧୩।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଚାନ୍ଦବାଲି ଦେଇ ଆଜି ସକାଳେ ସ୍ଥଳପଥ ଅତିକ୍ରମ କରିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତମପଶ୍ଚିମ ଦିଗରେ ଉତ୍ତର ଓ ଉତ୍ତର ଛତିଶଗ ଓ…
ଆଜି କରୋନା ନେଲା ୬ ଜୀବନ
ଭୁବନେଶ୍ୱର,୧୩।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୦୪ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ରେକର୍ଡ ଭାଙ୍ଗିଲା ପୁରୀ, ଭୁବନେଶ୍ୱର
ଭୁବନେଶ୍ୱର,୧୩।୯(ବ୍ୟୁରୋ):ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି। ବର୍ଷା ପୁରୀରେ ୮୭ ବର୍ଷର ରେକର୍ଡ ଭାଙ୍ଗି ଥିବା ବେଳେ ଭୁବନେଶ୍ୱରରେ ୬୩ ବର୍ଷର ରେକର୍ଡ ଭାଙ୍ଗିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି କୁହାଯାଇଛି…
ଲଗାଣ ବର୍ଷା: ୨ ଦିନ ସ୍କୁଲ ଛୁଟି ଘୋଷଣା
ଭୁବନେଶ୍ୱର,୧୩।୯(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ରାଜ୍ୟରେ ବନ୍ୟା ପରିସ୍ଥିତି ଉପୁଜିଛି। ପ୍ରବଳ ବର୍ଷା ଯୋଗୁ ୧୨ଟି ଜିଲାରେ ୨ ଦିନ (ଆଜି ଓ ଆସନ୍ତାକାଲି) ପାଇଁ ସ୍କୁଲ ଗୁଡିକ ଛୁଟି ଘୋଷଣା କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…
ଡେଲିଭରି ବୟଙ୍କୁ ଅପହରଣ
ଭୁବନେଶ୍ୱର,୧୩ା୯(ବ୍ୟୁରୋ):ଅସୁରକ୍ଷିତ ହୋଇପଡୁଛି ରାଜଧାନୀର ରାତି। ରାସ୍ତାରେ ଚାଲିଛି ମଦୁଆ, ଲୁଟେରା, ଅସାମାଜିକଙ୍କ ରାଜ୍। କମିଶନରେଟ୍ ପୋଲିସ ଶୋଇଯାଉଥିବାରୁ ଅପରାଧୀମାନେ ଗୋଟିଏ ପରେ ଗୋଟିଏ ଅପରାଧ ଘଟାଇ ଚାଲିଛନ୍ତି। ଶନିବାର ରାତିରେ ସୁନ୍ଦରପଦାରୁ ଖାଦ୍ୟ ଅର୍ଡର ଦେଇ ବାଇକ୍ରେ ଫେରୁଥିବା ଜଣେ ଡେଲିଭରି…
ଦବିଲା କୋଠା, ଘରେ ପଶିଲା ପାଣି
ଭୁବନେଶ୍ୱର,୧୩।୯(ବ୍ୟୁରୋ):ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୱେଲ୍ ମାର୍କଡ୍ ଲୋ’ ପ୍ରେସରରେ ପରିଣତ ହୋଇଛି। ଏହା ପ୍ରଭାବରେ ଶନିବାରଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ରବିବାର ଦିନ…
ମାଣିକପାଟଣା ଗଲେନି ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର(ବ୍ୟୁରୋ)/ ପାରଳାଖେମୁଣ୍ଡି, (ଡି.ଏନ୍.ଏ.) ୧୩ା୯:ଥମୁନାହିଁ ଓଡ଼ିଶା-ଆନ୍ଧ୍ର ସୀମା ବିବାଦ। ଏହାକୁ ନେଇ ସର୍ବୋଚ୍ଚ ଅଦାଲତଙ୍କ ନିକଟରେ ମାମଲା ବିଚାରାଧୀନ ଥିବା ସତ୍ତ୍ୱେ ଆନ୍ଧ୍ର ତା’ର ମନମାନି ଚଳାଇଛି। କୋରାପୁଟ ପଟ୍ଟାଙ୍ଗୀ ବ୍ଲକ ଅଧୀନ ୩ ଗ୍ରାମପୁଞ୍ଜ (ଫାଟୁ ସେନେରି, ଫଗୁଣ ସେନେରି,…
ପ୍ରବଳ ଗାଳିବ ବର୍ଷା: ୭ ଜିଲାକୁ ରେଡ୍ ଓ୍ବର୍ନିଂ
ଭୁବନେଶ୍ବର,୧୨।୯: ପୂର୍ବକେନ୍ଦ୍ରୀୟ ଓ ଉତ୍ତରପୂର୍ବ ବଙ୍ଗୋବସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ ଛତିଶଗଡ଼ ଦେଇ ଅତିକ୍ରମ କରିବ। ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ୪୫ରୁ ୫୫ କି.ମି ବେଗରେ…
ରାଜଧାନୀରେ ଡେଲିଭରି ବୟଙ୍କୁ ଅପହରଣ: ସ୍ତ୍ରୀଙ୍କୁ ଶେଷ ଥର କହିଥିଲେ‘ମୋତେ ବହୁତ ଡର ଲାଗୁଛି’
ଭୁବନେଶ୍ୱର, ୨।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଧଉଳି ଥାନା ଅଞ୍ଚଳରୁ ଶନିବାର ରାତିରେ ଜଣେ ଡେଲିଭରି ବୟଙ୍କୁ ଅପହରଣ କରି ନିଆଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ପତିତପାବନ ପୃଷ୍ଟି। ସେ ନୂଆଗାଁ ସ୍ଥିତ ବିଜୟ ବିହାରରେ ଭଡ଼ାରେ ରୁହନ୍ତି। ଅନ୍ୟପଟେ ଲିଙ୍ଗିପୁର…
ଚନ୍ଦକା ହାତୀ ବେକରେ ଲାଗିବ ରେଡିଓ କଲାର; ସାଟେଲାଇଟ୍ ଜରିଆରେ ନଜର ରଖିବ ବନ ବିଭାଗ
ଭୁବନେଶ୍ୱର, ୧୨ା୯ (ବ୍ୟୁରୋ): ଚନ୍ଦକା ବନଖଣ୍ଡରେ ଥିବା ହାତୀଙ୍କ ବେକରେ ରେଡିଓ କଲାର ଲାଗିବ। ଏହାଦ୍ୱାରା ସାଟେଲାଇଟ ଜରିଆରେ ସେମାନଙ୍କ ଗତିବିଧି ଉପରେ ନଜର ରଖିବ ବନ ବିଭାଗ। ଚନ୍ଦକା ବନଖଣ୍ଡ ଅଞ୍ଚଳରେ କିଛି ହାତୀ ବାରମ୍ବାର ଭୁବନେଶ୍ୱର ଓ ଆଖପାଖ…
Archives


