ମେଟ୍ରୋ

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ବରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୭୩ ଜଣ…

ଆଗେଇପାରୁନି ପ୍ରସ୍ତାବିତ ୩ ବନ୍ଦର କାମ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ରାଜ୍ୟର ୩ ସ୍ଥାନ ବାଲେଶ୍ୱର ଜିଲାର ସୁବର୍ଣ୍ଣରେଖା ମୁହାଣ, ପୁରୀ ଜିଲାର ଅସ୍ତରଙ୍ଗ ଏବଂ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀର ବାମ ପାର୍ଶ୍ୱରେ ଏକ ନଦୀଭିତ୍ତିକ ବନ୍ଦର ସ୍ଥାପନ ଲାଗି ପ୍ରସ୍ତାବ ରହିଛି। ହେଲେ ଏଯାଏ ପ୍ରସ୍ତାବିତ…

ରାଜ୍ୟରେ ବଢୁଛି ବେରୋଜଗାରୀ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ଓଡ଼ିଶାର ଯୁବପିଢ଼ି ମଧ୍ୟରେ ବେରୋଜଗାରୀ ସମସ୍ୟା ଗୁରୁତର ଭାବେ ବୃଦ୍ଧି ପାଇଥିବା ଦେଖାଯାଇଛି। ନିକଟରେ ପ୍ରକାଶିତ ସେଣ୍ଟର ଫର୍‌ ମନିଟରିଂ ଇଣ୍ଡିଆନ ଇକୋନୋମି (ସିଏମ୍‌ଆଇଇ)ର ତ୍ରୈମାସିକ ରିପୋର୍ଟ (ମେ’-ଅଗଷ୍ଟ ୨୦୨୧)ରୁ ଏହା ଜଣାପଡ଼ିଛି। ଉକ୍ତ ରିପୋର୍ଟରେ ମଧ୍ୟ ପୂର୍ବ…

‘ଢେଲା ମାଡ଼ ପ୍ରମାଣିତ ହେଲେ ରାଜନୀତି ଛାଡିଦେବି, କମିଶନର ଚାକିରି ଛାଡିବେ କି’

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାର ପ୍ରତିବାଦ ତଥା ନ୍ୟାୟ ପ୍ରଦାନ ଦାବିରେ ଶୁକ୍ରବାର ଛାତ୍ର କଂଗ୍ରେସର ବିଧାନସଭା ଘେରାଉ ଉଦ୍ୟମକୁ ପୋଲିସ ଦମନ କରିଥିଲା। ଏହି ଘଟଣାକୁ ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଧାରଣସ୍ଥଳରେ ଢେଲା ମାଡ କରାଯାଇଥିବା…

ଓଡ଼ିଶାର ନିଜସ୍ବ ବୈଶିଷ୍ଟ୍ୟ ରହିଛି: ତଥାଗତ

ଭୁବନେଶ୍ୱର, ୧୨।୧୨ (ବ୍ୟୁରୋ): ଓଡ଼ିଶା ତଥା ଓଡ଼ିଆ ଭାଷା ଉପରେ ଅନେକବାର ଆକ୍ରମଣ ହେବା ସତ୍ତ୍ୱେ ଏହା ଆଜି ମଧ୍ୟ ମୁଣ୍ଡ ଟେକି ବଞ୍ଚତ୍ ରହିଛି। ଓଡ଼ିଶାର ନିଜସ୍ବ ବୈଶିଷ୍ଟ୍ୟ ରହିଛି। ଜାତୀୟ ଗଣମାଧ୍ୟମ ଓଡ଼ିଶାର ସଂସ୍କୃତି, ପରମ୍ପରା, ଏହାର ସ୍ବତନ୍ତ୍ରତାକୁ…

ଫନୀ ପ୍ରଭାବିତଙ୍କୁ ୧.୮୪ ଲକ୍ଷ ପକ୍କାଘର ଦିଅ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ୨୦୧୯ ମେ’ ମାସରେ ହୋଇଥିବା ଫନୀ ବାତ୍ୟାରେ ଓଡ଼ିଶାର ଅନେକ ଜିଲ୍ଲାରେ ଲୋକେ ବାସହରା ହୋଇ ଆଜି ପର୍ଯ୍ୟନ୍ତ ଘର ଖଣ୍ଡେ ପାଇନାହାନ୍ତି। ଫନୀ କ୍ଷତିଗ୍ରସ୍ତଙ୍କ ପାଇଁ ୧.୮୪ ଲକ୍ଷ ପକ୍କାଘର ପ୍ରଧାନମନ୍ତ୍ରୀ ଆବାସ (ଗ୍ରାମୀଣ) ଯୋଜନା(ପିଏମଏଓ୍ବାଇ-ଜି) ଅଧିନରେ ଘର…

ଚନ୍ଦକାରେ ପ୍ରାଗୈତିହାସିକ ଗୁମ୍ଫା

ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଚନ୍ଦକା-ଡମପଡ଼ା ଅଭୟାରଣ୍ୟ ଭିତରେ ରହିଛି ଏକାଧିକ ଗୁମ୍ଫା। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପ୍ରତ୍ନତତ୍ୱ ବିଭାଗର ନଜର ଆଢୁଆଳରେ ରହିଥିବା ଏହି ଗୁମ୍ଫାଗୁଡ଼ିକର ଐତିହାସିକ ଗୁରୁତ୍ୱ ଓ ବିଶେଷତ୍ତ୍ୱ ରହିଥିଲେ ମଧ୍ୟ ତାହା ଲୋକଲୋଚନକୁ ଆସିପାରି…

ବିନା ଧାଡ଼ିରେ ଶ୍ରଦ୍ଧାଳୁଙ୍କ ଶ୍ରୀମନ୍ଦିର ପ୍ରବେଶ

ପୁରୀ ଅଫିସ,୧୨।୧୨: ଶ୍ରୀମନ୍ଦିର ଧାଡ଼ି ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କୁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଥିବା ବେଳେ କେତେଜଣ ସେବାୟତ ଶ୍ରଦ୍ଧାଳୁଙ୍କୁ ବିନା ଧାଡ଼ିରେ ଶ୍ରୀମନ୍ଦିରରେ ପ୍ରବେଶ କରାଉଛନ୍ତି। ଏଭଳି ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ବିନାନୁମତିରେ ଚାଲିଛି ୭୬୫ ଘରୋଇ ସ୍କୁଲ

ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ୧,୯୬୯ଟି ଘରୋଇ ଇଂଲିଶ ମିଡିୟମ ସ୍କୁଲ ରହିଛି। ଏଥିରୁ ୭୬୫ଟି ସ୍କୁଲ ରାଜ୍ୟ ସରକାରଙ୍କ ବିନା ଅନୁମତି ବା ସ୍ବୀକୃତିପତ୍ର(Certificate of Recognition)ରେ ଚାଲୁଛି। ଆଉ ୧,୨୦୪ଟି ବିଦ୍ୟାଳୟ…

ଜୀବିତଙ୍କ ନାଁରେ କୋଭିଡ୍‌ ସହାୟତା

ନୟାଗଡ଼ ଅଫିସ,୧୨।୧୨: ଜୀବିତ ଲୋକଙ୍କ ନାମରେ କୋଭିଡ୍‌ ମୃତକଙ୍କ ପାଇଁ ଉଦ୍ଦିଷ୍ଟ ସହାୟତା ରାଶି ନୟାଗଡ଼ ଜିଲାର କେତେଜଣ ଲୋକଙ୍କୁ ମିଳିଛି। ଏହା ପରେ କୋଭିଡ୍‌ ମୃତକଙ୍କ ରିପୋର୍ଟ ଉପରେ ପ୍ରଶ୍ନ ଉଠିଛି। ଏନେଇ ଭାପୁର ବ୍ଲକ ଭାପୁର ପଞ୍ଚାୟତର କୁବେର…

ଧାରା ୩୦୭ରେ ମାମଲା ଦାବିକଲା କଂଗ୍ରେସ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ସନ୍‌ସାଇନ ପବ୍ଲିକ୍‌ ସ୍କୁଲ୍‌ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡରେ ସଂପୃକ୍ତି ଦର୍ଶାଇ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଓ ଗିରଫ ସହ ହାଇକୋର୍ଟ ଜଜ୍‌ଙ୍କ ତତ୍ତ୍ୱାବଧାନରେ ଏସ୍‌ଆଇଟି ତଦନ୍ତ ଦାବିରେ ଶୁକ୍ରବାର ଛାତ୍ର କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?