ମେଟ୍ରୋ

୫ ବର୍ଷ ହେଲା ଆଳୁଚାଷ କମୁଛି

ଭୁବନେଶ୍ୱର, ୧୨।୯(ବ୍ୟୁରୋ): ରାଜ୍ୟକୁ ଆଳୁ ଉତ୍ପାଦନରେ ସ୍ବାବଲମ୍ବୀ କରିବାରେ ସରକାର ସମ୍ପୂର୍ଣ୍ଣ ଫେଲ୍‌ ମାରିଛନ୍ତି। ଚାଷୀମାନଙ୍କୁ ଆଳୁ ଚାଷ ପାଇଁ ପ୍ରୋତ୍ସାହିତ କରିବା ଏବଂ ଉଦ୍ୟୋଗୀମାନଙ୍କୁ ଶୀତଳଭଣ୍ଡାର ପ୍ରତିଷ୍ଠା ପାଇଁ ସହାୟତା ଯୋଗାଇବା ଲକ୍ଷ୍ୟରେ ରାଜ୍ୟ ସରକାର ୨୦୧୫ ଏପ୍ରିଲ ୩୦ରେ…

ଆଉ ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୯(ବ୍ୟୁରୋ): ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି କରୋନା। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୬ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଓ ପୁରୀରୁ ୨ ଜଣ ଲେଖାଏ ହୋଇଥିବା ବେଳେ କଟକ ଓ ଖୋର୍ଦ୍ଧାରୁ ଜଣେ…

ବେଳକୁ ବେଳ ବଢୁଛି ଶିଶୁଙ୍କ ଚିନ୍ତା: ଗତ ୨୪ ଘଣ୍ଟାରେ ୧୦୩ ପିଲା କରୋନା ସଂକ୍ରମିତ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୧୦୩ ଜଣ ଅଛନ୍ତି। ନୂଆ ପଜିଟିଭଙ୍କ ମଧ୍ୟରୁ ୩୮୧ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨୬୮…

ଘୋଡ଼ା ସହ ଖେଳୁଛି ହାତୀ: ଶୁଣ୍ଢରେ ଧରି ଖାଲି କଚାଡ଼ୁଛି, ଭିଡିଓ ଦେଖିଲେ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ମା’ ହାତୀ ପାଖରେ ଛୁଆ ହାତୀଟିକୁ ଦେଖିବାକୁ ମିଳୁଛି। ଯିଏ…

ଲାଗିପାରୁନି ବ୍ରେକ୍‌, ୩ ଦିନରେ ୩୫୨ ପିଲା ପଜିଟିଭ

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଛି। ତେବେ ପିଲାଙ୍କ ସଂକ୍ରମଣରେ ବ୍ରେକ୍‌ ଲାଗିପାରୁ ନାହିଁ। ଗତ ୨୪ ଘଣ୍ଟାରେ ୬୩୦ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୧୮ ବର୍ଷରୁ କମ୍‌ ୧୧୬ଜଣ ସଂକ୍ରମିତ…

ଚାଷୀଙ୍କ ଆକାଉଣ୍ଟକୁ ଗଲା ‘କାଳିଆ’ଯୋଜନା ଟଙ୍କା

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ନୂଆଁଖାଇ ଅବସରରେ ଚାଷୀଙ୍କୁ ଭେଟି ଦେଇଛନ୍ତି ରାଜ୍ୟ ସରକାର। ରବି ଫସଲ ପାଇଁ ଚାଷୀଙ୍କୁ କାଳିଆ ସହାୟତା ମିଳିଛି। ଆଜି ୩୭ ଲକ୍ଷ ଚାଷୀ ପରିବାରଙ୍କ ବ୍ୟାଙ୍କ ଖାତାକୁ ୭୪୩ କୋଟି ଟଙ୍କା ଯାଇଛି। ପ୍ରତିଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦…

ରାଜଧାନୀରେ କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୧୬୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦…

ମନ୍ତ୍ରୀ ପ୍ରତାପ ଜେନା ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ହୃଦ୍‌ଘାତର ଶିକାର ହେବା ପରେ ଶୁକ୍ରବାର ରାତିରେ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ, ଶୁକ୍ରବାର ଛାତିରେ ଯନ୍ତ୍ରଣା…

ରାଜ୍ୟବାସୀଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ସମସ୍ତଙ୍କୁ ସମ୍ବଲପୁରୀ ଭାଷାରେ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି, ଗଣପର୍ବ ନୂଆଁଖାଇର୍‌ ଲାଗି ସମ୍‌କୁ ହୁରୁଦରୁ…

ଗାଁ-ଘର୍‌ଫେରା ତିହାର୍‌

ଭାଦ୍ରବ ଶୁକ୍ଳ ପଞ୍ଚମୀ ତିଥିରେ ଓଡିଶାର ପଶ୍ଚିମ ପ୍ରାନ୍ତ ବା କୋଶଳାଞ୍ଚଳରେ ଧୁମ୍‌ଧାମ୍‌ରେ ପାଳନ କରାଯାଏ ଗଣପର୍ବ ନୂଅଁାଖାଇ। ବହୁ ଦିଗରୁ ଏହା ଏକ ଅନନ୍ୟ ପର୍ବ ବା ତିହାର୍‌। ମୁଖ୍ୟତଃ ଏହା ଏକ କୃଷିପର୍ବ ହୋଇଥିଲେ ମଧ୍ୟ ପରମ୍ପରା କ୍ରମେ…

ଟିକା ନେଇ ୨୦% ଲୋକଙ୍କ କ୍ଷେତ୍ରରେ ଆଣ୍ଟିବଡି ହେଉନି କହିଲେ ବିଶେଷଜ୍ଞ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): କରୋନା କବଳରୁ ମୁକ୍ତି ପାଇବା ପାଇଁ ଟିକା ହେଉଛି ଏକମାତ୍ର ଭରସା। ମାତ୍ର ଟିକା ଯଦି କାମ କରିବନି ତେବେ ମଣିଷ ଜୀବନଧାରଣ କେମିତି କରିବ ବୋଲି ଅନେକ ପ୍ରଶ୍ନ ମନରେ ଉଙ୍କି ମାରୁଛି। ଏକ ଗବେଷଣାରୁ ଜଣାପଡ଼ିଛି, ୨୦%…

ପାର୍ବଣ ଆରମ୍ଭରୁ ଭିଡ଼ ବଢ଼ିଲାଣି

ଭୁବନେଶ୍ୱର, ୧୧।୯ (ବ୍ୟୁରୋ): ଆରମ୍ଭ ହେଲାଣି ପାର୍ବଣ ଋତୁ। ଗଣେଶ ପୂଜା ପରେ ପରେ ନୂଆଖାଇ, ବିଶ୍ୱକର୍ମା ପୂଜା, ଦଶହରା ଆଦି ପୂଜା ପାର୍ବଣ ଆସୁଥିବାରୁ ଚଳଚଞ୍ଚଳ ହୋଇ ଉଠିଲାଣି ରାଜଧାନୀ। ସହରର ପ୍ରମୁଖ ଛକ ସ୍ଥାନଗୁଡ଼ିକରେ ଥିବା ଶପିଂମଲ୍‌, କମ୍ପ୍ଲେକ୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri