ମେଟ୍ରୋ

ଆଉ ୪ ମାସ ମିଳିବ ମାଗଣା ଚାଉଳ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏସ୍‌)ଅନ୍ତର୍ଗତ ହିତାଧିକାରୀମାନଙ୍କୁ ଆଉ ୪ ମାସ ଲାଗି ମାଗଣାରେ ଅଧିକ ୫ କିଲୋ ଚାଉଳ ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏହି ଘୋଷଣା କରିଛନ୍ତି। ରାଶନ କାର୍ଡ ହିତାଧିକାରୀମାନଙ୍କୁ ୨୦୨୧ ଡିସେମ୍ବରରୁ ୨୦୨୨…

ପାଣିରେ ପଡ଼ିଲା ଚେକ୍‌ଡ୍ୟାମ ଟଙ୍କା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଚାଷ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ପୁଳାପୁଳା ଚେକ୍‌ଡ୍ୟାମ ନିର୍ମାଣ କରୁଛନ୍ତି। ମାତ୍ର ସେଗୁଡ଼ିକ ଚାଷୀଙ୍କ କାମରେ ଆସୁନାହିଁ। ବର୍ଷାଦିନେ ବି ପାଣି ଟୋପାଏ ରହୁନାହିଁ। ଚେକ୍‌ଡ୍ୟାମ ନିର୍ମାଣ କରି ବିଭାଗୀୟ ଅଧିକାରୀ, ଠିକାଦାର ମାଲାମାଲ…

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୩୪କୁ ବୃଦ୍ଧି ପାଇଛି। ମୃତକ ଜଣକ ଭଦ୍ରକ ଜିଲାର। ତେବେ ଆଜି ରାଜ୍ୟରେ ୧୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୬୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ରବିବାର ୧୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୯୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୬ ଜଣ ଲୋକାଲ…

ଏୟାରଲିଫ୍ଟ ହେଲେ ବିଧାୟକ ବଦ୍ରି ନାରାୟଣ ପାତ୍ର

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଘସିପୁରା ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ଫଳରେ ତାଙ୍କୁ ଆଜି ଭୁବନେଶ୍ୱରରୁ ହାଇଦ୍ରାବାଦ ଏୟାରଲିଫ୍ଟ କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ…

ବିଧାୟକ ବଦ୍ରି ନାରାୟଣ ପାତ୍ର ଅସୁସ୍ଥ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଘସିପୁରା ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଛାତିରେ ବ୍ଲକେଜ ହୋଇଥିବା ଜଣାପଡ଼ିଛି।

ରାଣାପ୍ରତାପଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ପୁଅ ତଥା ବାୟୁସେନା ଅଧିକାରୀ ରାଣାପ୍ରତାପ ଦାସଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲା। ଏଠାରୁ ତାଙ୍କ ପାର୍ଥିବ ଶରୀରକୁ ସଡ଼କ ପଥରେ ତାଙ୍କ ଜନ୍ମମାଟି ଅନୁଗୋଳ…

ଆଜି ଓଡ଼ିଶାରେ ପହଞ୍ଚିବ ଓଡିଆ ଯବାନ ରାଣାପ୍ରତାପ ଦାସଙ୍କ ପାର୍ଥୀବ ଶରୀର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଡିସେମ୍ବର ୮ରେ କୁନୁରରେ ଘଟିଥିବା ହେଲିକପ୍ଟର ଦୁର୍ଘଟଣାରେ ‘ସିଡିଏସ’ ବିପିନ ରାୱତଙ୍କ ସମେତ ୧୩ ଜଣ ପ୍ରାଣ ହରାଇଥିଲେ। ମୃତକଙ୍କ ମଧ୍ୟରେ ଥିବା ଓଡିଆ ଯବାନ ରାଣାପ୍ରତାପ ଦାସଙ୍କ ମୃତ ଦେହ ମଧ୍ୟ ମିଳିଥିଲା। ତେବେ ଶନିବାର ତାଙ୍କ ପାର୍ଥୀବ…

ରାଜ୍ୟରେ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱର ଏବଂ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ହିତାଧିକାରୀଙ୍କୁ ଆଉ ୪ ମାସ ମିଳିବ ମାଗଣା ଚାଉଳ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟ ଖାଦ୍ୟ ନିରାପତ୍ତା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି। ହିତାଧିକାରୀଙ୍କୁ ଡିସେମ୍ବରରୁ ମାର୍ଚ୍ଚ ମାସ ଯାଏ ମାଗଣା ଚାଉଳ ମିଳିବ। ମୁଣ୍ଡ ପିଛା ମାସକୁ ୫ କେଜି ମାଗଣା ଚାଉଳ ଦିଆଯିବ। ଏଥିରେ ୯ ଲକ୍ଷ ୧୫…

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ୧୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୧…

କଂଗ୍ରେସ ଭବନରେ ପଶି ପିଟିଲା ପୋଲିସ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ସନ୍‌ସାଇନ୍‌ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡକୁ ନେଇ ରାଜ୍ୟବ୍ୟାପୀ ଚାଲିଥିବା ଆନ୍ଦୋଳନ ଭୟଙ୍କର ରୂପ ନେଇଛି। ଗତ ଦୁଇଦିନ ଧରି ରାଜଧାନୀରେ ରକ୍ତ ବୋହିଛି। ଗୁରୁବାର ପୋଲିସର ଲାଠି ମାଡ଼ରେ ବହୁ ଯୁବ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?