ସ୍ନାନ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କ ପାଦପଦ୍ମରେ ପ୍ରଣିପାତ କରି ଗଜପତି ମହାରାଜା ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି। ଏଥିସହ ମାନବ ସମାଜର...
ଆସନ୍ତାକାଲି ମାଟ୍ରିକ ରେଜଲ୍ଟ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସିଖବର। ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳାଫଳ। ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷାଫଳ ବି ପ୍ରକାଶ ପାଇବ। କଟକ ବିଏସ୍ଇ ମୁଖ୍ୟାଳୟରେ ଅପରାହ୍ନ ୪ଟାରେ...
ସ୍ନାନବେଦୀରେ ମହାବାହୁଙ୍କ ମହାସ୍ନାନ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀରେ ମହାସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ୧୦୭ ସୁବାସିତ ଗରା ଜଳରେ ମହାବାହୁଙ୍କୁ ସ୍ନାନ କରାଇଛନ୍ତି ସେବାୟତ। ବଡ଼ ଠାକୁର ବଳଭଦ୍ରଙ୍କୁ ୩୩ ଗରା,...
ନେପାଳୀ ନାଗରିକଙ୍କୁ ଟିକାକରଣ ନିର୍ଦ୍ଦେଶ
ଭୁବନେଶ୍ୱର, ୨୪।୬ (ବ୍ୟୁରୋ): ଓଡ଼ିଶାରେ ରହି କାର୍ଯ୍ୟ କରୁଥିବା ନେପାଳୀ ନାଗରିକଙ୍କୁ ଟିକାକରଣ କରାଯିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ବୁଧବାର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା...
ଅତଡ଼ା ଖସୁଛି, ଲୋକେ ଛାନିଆ
ପୁରୁଣା ଭୁବନେଶ୍ୱର,୨୪।୬(ଡି.ଏନ୍.ଏ.): ଏକାମ୍ର ଯୋଜନା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ଏହି ମେଗା ପ୍ରକଳ୍ପ କାର୍ଯ୍ୟ ବିଳମ୍ବ ହେଉଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଉଛି। ଲିଙ୍ଗରାଜ ନ୍ୟୁ ମାର୍କେଟ କମ୍ପ୍ଲେକ୍ସଠାରୁ ବିନ୍ଦୁସାଗର ଉତ୍ତର...
‘ସମ୍ଭାବ୍ୟ ବନ୍ୟା ପାଇଁ ପ୍ରସ୍ତୁତ ରୁହ’
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି । ଜୁନ୍ରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ଦେଖାଦେଇପାରେ। ସମ୍ଭାବ୍ୟ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ଯେକୌଣସି ପରିସ୍ଥିତିର ସାମ୍ନା...
‘ସଫଳତାରେ ଶ୍ରେୟ ନେଉଛ, ବିଫଳତାର ବି ନିଅ’
ଭୁବନେଶ୍ୱର, ୨୪।୬(ବ୍ୟୁରୋ): କରୋନା ମହାମାରୀ ବିରୋଧରେ ଏକାଠି ହୋଇ ଲଢ଼ିବା ବଦଳରେ ଫଟୋକୁ ନେଇ ବିଜେଡି-ଭାଜପା ମଧ୍ୟରେ ଲଢ଼େଇ ଚାଲିଛି। ଉଭୟ ସରକାର ସଫଳତାର ଶ୍ରେୟ ନେବାକୁ ଯେମିତି ଆଗଭର ହେଉଛନ୍ତି, ବିଫଳତା ମୁଣ୍ଡାଇବାକୁ ବି ପ୍ରସ୍ତୁତ ରହିବା ଉଚିତ...
ଭାଜପା-ବିଜେଡିର ଟୁଇଟ୍ ଯୁଦ୍ଧ
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟର ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ରହିବା ଏବଂ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟରକୁ ବାଦ୍ ଦିଆଯିବାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହାକୁ ନେଇ ବିଭିନ୍ନ ଜିଲାରେ ଭାଜପା କର୍ମୀମାନେ ତୀବ୍ର ପ୍ରତିବାଦ କରିଥିବାବେଳେ ଉଭୟ ଦଳର ତୁଙ୍ଗ...
୭ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍ ଗତ ୧ରୁ ୨୩ତାରିଖ ମଧ୍ୟରେ ଓଡ଼ିଶାରେ ୧୫୬.୬ମିମି ବୃଷ୍ଟିପାତ ରେକର୍ଡ କରାଯାଇଛି, ଯାହା ସ୍ବାଭାବିକ ବର୍ଷା ୧୪୬.୮...
ଗ୍ଲୋବାଲ ଇ-ଟେଣ୍ଡର ବାତିଲ
ଭୁବନେଶ୍ୱର,୨୪।୬(ବ୍ୟୁରୋ): କୋଭିଡ ଟିକା ପାଇଁ ରାଜ୍ୟ ସରକାର ଡାକିଥିବା ଗ୍ଲୋବାଲ ଇ-ଟେଣ୍ଡରକୁ ବାତିଲ କରାଯାଇଛି। ବୁଧବାର ଏ ନେଇ ଓଡ଼ିଶା ରାଜ୍ୟ ଔଷଧ ନିଗମ ଲିମିଟେଡ (ଓଏସ୍ଏମ୍ସିଏଲ୍) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ କେଉଁ କାରଣରୁ ଟେଣ୍ଡର ବାତିଲ...
ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ବିଦ୍ୟାଳୟ ପାଠ୍ୟକ୍ରମରେ ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇଛି। ପ୍ରଥମ ଭାଷା ଓଡ଼ିଆ ବିଷୟରେ ‘ବନ୍ଦେ ଉତ୍କଳ ଜନନୀ’କୁ ସ୍ଥାନ ମିଳିଛି। ନବମ ଓ ଦଶମ ଶ୍ରେଣୀରେ ଏହି ରାଜ୍ୟ ସଙ୍ଗୀତ ପଢ଼ାଯିବ। ଏ...
କମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୪ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୭୬୧କୁ ବୃଦ୍ଧି...
Archives


