ମେଟ୍ରୋ

ଦିନ ୧୧.୩୦ ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ଆଜି ବି ଚାଲି ପାରିଲାନି ବିଧାନସଭା। ଅଧିବେଶନ ଆରମ୍ଭରୁ ଗୃହ ମଧ୍ୟ ଭାଗରେ ପ୍ଲାକାର୍ଡ ପ୍ରଦର୍ଶନ ସହ ଘଣ୍ଟ ବଜାଇ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଦିନ ୧୧.୩୦ ଟା ଯାଏ ଗୃହକୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମୁଲତବୀ…

ହଟ୍ଟଗୋଳରେ ଖର୍ଚ୍ଚ ଦାବି ପାରିତ

ଭୁବନେଶ୍ୱର, ୧୦ା୧୨(ବ୍ୟୁରୋ): ଥମୁନି ମମିତା ମେହର ହତ୍ୟାକାଣ୍ଡ ତାତି କି ସ୍ବାଭାବିକ ହୋଇପାରୁନି ବିଧାନସଭା। ଦୀର୍ଘ ୭ଦିନ ଧରି ଗୃହରେ ଅଚଳାବସ୍ଥା ଲାଗି ରହିଥିବାବେଳେ ଗୁରୁବାର ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଗିଲୋଟିନ ମାଧ୍ୟମରେ ପାରିତ ହୋଇଛି ୩୯ ବିଭାଗର ଖର୍ଚ୍ଚ…

ଆଶା ବାନ୍ଧି ବସିଛନ୍ତି ଆଶାୟୀ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ): ଚୁକ୍ତିଭିତ୍ତିକ ନିଯୁକ୍ତି ନିମନ୍ତେ ତୁରନ୍ତ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତି ବୟସ ସୀମା ୪୨ବର୍ଷକୁ ବୃଦ୍ଧି, ସ୍କୁଲ ବନ୍ଦ ନିଷ୍ପତ୍ତି ପ୍ରତ୍ୟାହାର ଓ ବେଆଇନ ଭାବେ ଚାଲୁଥିବା ସ୍କୁଲ୍‌କୁ ବନ୍ଦ ଦାବି କରି ପୁଣି ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା କନିଷ୍ଠ ଶିକ୍ଷକ…

୫ ଡିଗ୍ରୀ ଖସିବ ପାରଦ, ଆଜିଠୁ ବଢ଼ିବ ଶୀତ

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ): ଓଡ଼ିଶା ଉପରେ ଏକ ଟ୍ରପ୍‌ ଲାଇନ ରହିଛି। ଏଥିସହିତ ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗୁରୁଚାପ ଯୋଗୁ ସମୁଦ୍ରରୁ ଜଳୀୟ ବାଷ୍ପ ସ୍ଥଳଭାଗକୁ ଆସିବା ଯୋଗୁ ଗୁରୁବାର ଗଞ୍ଜାମ, ଗଜପତି, ନୟାଗଡ଼, କନ୍ଧମାଳ, ପୁରୀ, ଖୋର୍ଦ୍ଧା, କଟକ,…

ରାଜ୍ୟରେ ୨୮୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୦ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୮…

ରାଜ୍ୟରେ ୩ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୧ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୨ ଜଣ ଏବଂ ବରଗଡରୁ ଜଣେ ଆକ୍ରାନ୍ତଙ୍କର…

ବିଧାନସଭା ପରେ ସମସ୍ତଙ୍କ ହେବ ଆର୍‌ଟିପିସିଆର ଟେଷ୍ଟ

ଭୁବନେଶ୍ୱର,୯।୧୨(ବୂ୍ୟରୋ): ବିଧାନସଭାରେ କୋଭିଡ ସଂକ୍ରମଣ ନେଇ ପ୍ରତିକ୍ରିୟା ରଖିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ସେ କହିଛନ୍ତି, ବିଧାନସଭା ସଚିବଙ୍କ ସହ ଅନ୍ୟ ଦୁଇ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସଚିବଙ୍କ ସଂସ୍ପର୍ଶରେ ଆମେମାନେ ଆସିଥିବାରୁ ଆମର ଆଣ୍ଟିଜେନ ଟେଷ୍ଟ…

ଭାଙ୍ଗିଲେ ପୋଲିସ ଗାଡ଼ି

ଭୁବନେଶ୍ୱର,୯।୧୨(ବ୍ୟୁରୋ) ମମିତା ମେହେର ମର୍ଡର ମିଷ୍ଟ୍ରିକୁ ନେଇ ସାତ ଦିନ ହେବ ବିଧାନସଭା ଚାଲିପାରୁନି । ନିଜ ନିଜ ଜିଦ୍‌ରେ ଅଟଳ ରହିଛନ୍ତି ଶାସକ ଓ ବିରୋଧୀ। ଗୋବିନ୍ଦ ସାହୁଙ୍କ ସହିତ ସୁସଂପର୍କ ରଖିଥିବା ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା…

ତୈଳ, ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ଭୁବନେଶ୍ୱର,୯।୧୨(ବ୍ୟୁରୋ): ତୈଳ ଓ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ରଣହୁଙ୍କାର ଦେଇଛି ବିଜେଡି। ଦରବୃଦ୍ଧି ପ୍ରତିବାଦରେ ଗୁରୁବାର ବିଜେଡି ପକ୍ଷରୁ ବିଶାଳ ବାଇକ୍‌ ଶୋଭାଯାତ୍ରା କରାଯାଇଛି । ଦଳର ମୁଖ୍ୟ କାର୍ଯ୍ୟାଳୟଠାରୁ କେଶରୀ ହଲ ପର୍ଯ୍ୟନ୍ତ ବିଜେଡି ପକ୍ଷରୁ ଏହି ବାଇକ…

କ୍ୟାପିଟାଲ ହାଇସ୍କୁଲର ୨ ଛାତ୍ରଙ୍କୁ କରୋନା

ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜଧାନୀର କ୍ୟାପିଟାଲ ହାଇସ୍କୁଲର ଦୁଇ ଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଉଭୟ ଛାତ୍ର ନବମ ଶ୍ରେଣୀରେ ପାଠ ପଢୁଥିବା ନେଇ ସୂଚନା ମିଳିଛି। ବର୍ତ୍ତମାନ ସମୟରେ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା ମଧ୍ୟରେ ବୁଧବାର କ୍ୟାପିଟାଲ ହାଇସ୍କୁଲର ୩୭୨…

ଆଜି ବି ଚାଲିପାରିଲାନି ବିଧାନସଭା, ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ଆଜି ହେଉଛି ବିଧାନସଭା ଶୀତକାଳୀନ ଅଧିବେଶନର ୮ମ ଦିନ। ଆଜି ବି ଗୃହକାର୍ଯ୍ୟ ଚାଲିପାରିଲାନି। ତେଣୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି। କୁନ୍ନୁର ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ…

ସିଡିଏସ୍‌ ବିପିନ ରାଓ୍ବତଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ସିଡିଏସ୍‌ ବିପିନ ରାଓ୍ବତ ଏବଂ ତାଙ୍କ ସ୍ତ୍ରୀ ମଧୁଲିକାଙ୍କ ସମେତ ଅନ୍ୟ ୧୧ ଜଣ ସେନା ଅଧିକାରୀଙ୍କ ବିୟୋଗରେ ଆଜି ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛ। ଶୀତ ଅଧିବେଶନର ଅଷ୍ଟମ ଦିନରେ ଗୃହ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?