ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩,୬୫୦ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର ରାଜ୍ୟରେ ୩,୪୫୬ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟା ବୃଦ୍ଧି...
ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି
ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। କରୋନା କଟକଣାରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି। ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି,...
‘ଆମ ପାଇଁ ୪ରୁ ୬ ସପ୍ତାହ ଗୁରୁତ୍ୱପୂର୍ଣ୍ଣ’
ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଏବେ ‘ଡେଲ୍ଟା ପ୍ଲସ୍’ ଭାରିଆଣ୍ଟକୁ ନେଇ ଚିନ୍ତା ବଢ଼ିଲାଣି। ଓଡ଼ିଶାରେ ଏ ପର୍ଯ୍ୟନ୍ତ କୌଣସି ଡେଲ୍ଟା ପ୍ଳସ୍ ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିଲେ ମଧ୍ୟ ଉଭୟ କେନ୍ଦ୍ର ଓ ରାଜ୍ୟ...
୨୩ ଦିନରେ ୧୫୬.୬ମି.ମି ବର୍ଷା
ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍ ଗତ ୧ରୁ ୨୩ତାରିଖ ମଧ୍ୟରେ ଓଡ଼ିଶାରେ ୧୫୬.୬ମି.ମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ବାଭାବିକ ବର୍ଷା ୧୪୬.୮ମିମି...
୧୯ ଜିଲାରେ ସଂକ୍ରମଣ ହାର ୫ ପ୍ରତିଶତରୁ କମ୍
ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୬୫,୮୪୫ ନମୂନା ପରୀକ୍ଷା ହୋଇଥିବା ବେଳେ ୩,୪୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏବେ କରୋନା ତଳମୁହାଁ ହୋଇଥିବା ବେଳେ ୧୯ଟି ଜିଲାରେ ସଂକ୍ରମଣ ହାର ୫% ତଳେ ରହିଛି। ସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁସାରେ,...
ନବମ, ଦଶମ ଶ୍ରେଣୀ ସିଲାବସ୍ କମିବ
ଭୁବନେଶ୍ୱର,୨୩ା୬(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଚଳିତବର୍ଷ ବି ନବମ,ଦଶମ ଶ୍ରେଣୀର ସିଲାବସ୍ କମିବ। ନବମ ଓ ଦଶମ ଶ୍ରେଣୀର ୩୦% ସିଲାବସ ହ୍ରାସ କରାଯିବ। ସିଲାବସ୍ ହ୍ରାସ ହେବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।...
ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୬ ଜୀବନ
ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ମୃତ ୪୬ କରୋନା...
ରାଜ୍ୟରେ ପୁଣି ବଢିଲା ସଂକ୍ରମଣ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୪୫୬କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କାଲି କମ୍ ଥବବାବେଳେ ଆଜି ପୁଣି ହଠାତ୍ ବଢିଯାଇଛି। ନୂଆ ଆକ୍ରାନ୍ତଙ୍କ...
ମହିଳା ଉଦ୍ୟୋଗୀଙ୍କ ପାଇଁ ଋଣ ଉପରେ ୫% ସୁଧ ଛାଡ଼ ହେବ
ଭୁବନେଶ୍ୱର,୨୩ା୬(ବ୍ୟୁରୋ): କୋଭିଡ୍-୧୯ ମହାମାରୀରେ ଗୁରୁତର ଭାବେ ପ୍ରଭାବିତ ହୋଇଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ଉପରୁ ରାଜ୍ୟ ସରକାର ଋଣ ଭାର କମ୍ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ଏମ୍ଏସ୍ଏମ୍ଇ ବିଭାଗ ପକ୍ଷରୁ ଗାଇଡ୍ଲାଇନ ଜାରି କରାଯାଇଛି।...
୨୬ ଯାଏ ପ୍ରବଳ ବର୍ଷା
ଭୁବନେଶ୍ୱର, ୨୩।୬(ବ୍ୟୁରୋ):ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍ଆର୍ସି) ସମସ୍ତ ଜିଲାପାଳଙ୍କୁ ଚିଠି...
ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ
ଭୁବନେଶ୍ୱର,୨୩ା୬(ବ୍ୟୁରୋ): ୨୦୨୨ ମାର୍ଚ୍ଚ ୧୦ରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟ ସରକାର ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ ସଂରକ୍ଷଣ କାର୍ଯ୍ୟ ଆରମ୍ଭ କରିନାହାନ୍ତି। ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନ ମଧ୍ୟ...
ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର
ଭୁବନେଶ୍ୱର,୨୩।୬(ବ୍ୟୁରୋ)କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଏବଂ କାଉନ୍ସିଲ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ (ସିଆଇଏସ୍ସିଇ) ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ ମଙ୍ଗଳବାର ମନା...
Archives


