ମେଟ୍ରୋ

୧୦ରେ ବିଧାନସଭା ଘେରାଉ ଧମକଦେଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର, ୮।୧୨(ବ୍ୟୁରୋ): ମମିତା ମେହେରଙ୍କୁ ନ୍ୟାୟ ଏବଂ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ବହିଷ୍କାର ଓ ଗିରଫ ଦାବିରେ ଛାତ୍ର କଂଗ୍ରେସ କ୍ରମାଗତ ରାଜ୍ୟବ୍ୟାପୀ ଆନ୍ଦୋଳନ କରିଆସୁଛି। ମୁଖ୍ୟମନ୍ତ୍ରୀ ପୋଲିସ ବଳ ପ୍ରୟୋଗକରି ଛାତ୍ର କଂଗ୍ରେସର କଣ୍ଠରୋଧ କରିବାପାଇଁ ଅପଚେଷ୍ଟା କରିଆସୁଛନ୍ତି ବୋଲି ଛାତ୍ର…

ଗୋବିନ୍ଦଙ୍କୁ ବଞ୍ଚାଇବାକୁ ମାମଲା ଲଢୁଛନ୍ତି ଭାଜପା ନେତା

ଭୁବନେଶ୍ୱର,୮।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାକୁ ନେଇ ଭାଜପା ତୁମ୍ବିତୋଫାନ କରିବା ସହିତ ଏଭଳି ଏକ ସମ୍ବେଦନଶୀଳ ମାମଲାରେ ରାଜନୈତିକ ଫାଇଦା ହାସଲ ପାଇଁ ବିଧାନସଭା ଭିତରେ ଓ ବାହାର ନାଟକବାଜି କରୁଛି। ହେଲେ ସେପଟେ ମମିତା ହତ୍ୟା ମାମଲାରେ ମୁଖ୍ୟ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ପିସିସି ସଭାପତି

ଭୁବନେଶ୍ୱର,୮।୧୨: ବାତ୍ୟା ‘ଜୱାଦ’ ଫଳରେ ବହୁ ଜିଲାର ଚାଷୀଭାଇମାନେ ନାହିଁ ନ ଥିବା କ୍ଷତିର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ କ୍ଷତିପୂରଣ ଓ ଅନ୍ୟାନ୍ୟ ସୁବିଧା, ସହାୟତା ଯୋଗାଇ ଦେବାକୁ ମଙ୍ଗଳବାର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ…

ପକ୍କାଘର ଯୋଗାଇବା ନେଇ ମୁହାଁମୁହିଁ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୬.୭ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରିବାକୁ ପୋର୍ଟାଲ ଖୋଲିବା ନିମନ୍ତେ ରାଜ୍ୟ ସଭାରେ ବିଜେଡି ଏମ୍‌ପି ଯେଉଁ ଦାବି କରିଛନ୍ତି ତାହା ଚୋରି ଏବଂ ଚୋରି ଉପରେ ସିନା ଜୋରି ସଦୃଶ ବୋଲି ଭାଜପା ରାଜ୍ୟ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୫୫ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୩…

‘ଯେଁଉଠି ଥିଲେ ବି ବିଦେଶ ଫେରନ୍ତାଙ୍କୁ ଠାବ କରାଯିବ’

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ବିଶ୍ୱକୁ ଏବେ ଓମିକ୍ରନ ଚିନ୍ତା ଘାରିଥିବା ବେଳେ ଓଡ଼ିଶାରେ ମଧ୍ୟ ସମାନ ରୂପ ଦେଖବାକୁ ମିଳୁଛି। ଯଦିଓ ଓଡ଼ିଶାରେ ଏ ପର୍ଯ୍ୟନ୍ତ ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ହେଲେ ସତର୍କ ରହିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି।…

ପଦ୍ମଶ୍ରୀ ନନ୍ଦ ସାର୍‌ଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କର ମଙ୍ଗଳବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ହୋଇଥିଲା। ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟୁଇଟ୍‌ କରି କହିଛନ୍ତି, ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ…

ପରପାରିରେ ପଦ୍ମଶ୍ରୀ ନନ୍ଦ ସାର୍‌

ଭୁବନେଶ୍ୱର,୭।୧୨(ବ୍ୟୁରୋ): ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କର ମଙ୍ଗଳବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ହୋଇଥିଲା। କୋଭିଡ୍‌ରେ ଆକ୍ରାନ୍ତ ହୋଇ ନନ୍ଦ ସାର୍‌ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ୱାସ ତ୍ୟାଗ…

ରାଜ୍ୟରୁ ପୁଣି ଜଣେ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୨୪କୁ ବୃଦ୍ଧି ପାଇଛି। ମୃତକ ଜଣକ ଢେଙ୍କାନାଳ ଜିଲାର। ତେବେ ଆଜି ରାଜ୍ୟରେ । ୧୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୫୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୮୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୨ ଜଣ ଲୋକାଲ…

ଏମ୍‌ଏମ୍‌ଡିଆର୍‌ ଆଇନ ସଂଶୋଧନ ପରେ ନିଲାମ ହୋଇଛି ୩୫ ଖଣି

ଭୁବନେଶ୍ୱର,୭।୧୨(ବ୍ୟୁରୋ): ଦେଶରେ ମାଇନ୍ସ ଆଣ୍ଡ ମିନେରାଲ (ଡେଭେଲପମେଣ୍ଟ ଆଣ୍ଡ ରେଗୁଲେଶନ) ସଂଶୋଧନ ଆଇନ-୨୦୧୫ ପରେ ରାଜ୍ୟରେ ୩୫ଟି ଖଣି ନିଲାମ ହୋଇଛି। ସେହି ଖଣିଗୁଡ଼ିକ ହେଲା ସୁନ୍ଦରଗଡ଼ ଜିଲାର ଗୋରାବୁରାନି-ସାଗାସାହି ଲୁହାପଥର ଖଣି, ମାଲକାନଗିରି ଜିଲାର କୋଟାମେଟା ଲାଇମଷ୍ଟୋନ୍‌, କେନ୍ଦୁଝରର ଲାସର୍ଦାପଚେରୀ…

ସାଙ୍ଗୀତିକ ଧାରାକୁ ଦିଆଯାଇନି ଶାସ୍ତ୍ରୀୟ ମାନ୍ୟତା

ଭୁବନେଶ୍ୱର (ବ୍ୟୁରୋ)/ ନୂଆଦିଲ୍ଲୀ,୭।୧୨(ସ୍ବ.ପ୍ର.): ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦେବା ପାଇଁ ଦୀର୍ଘବର୍ଷ ଧରି ଦାବି ହୋଇ ଆସୁଥିବାବେଳେ କେନ୍ଦ୍ର ସରକାର ନିରାଶ କରିଛନ୍ତି। ସରକାର କୌଣସି ସାଙ୍ଗୀତିକ ଧାରାକୁ ଶାସ୍ତ୍ରୀୟ ମାନ୍ୟତା ଦେଇନାହାନ୍ତି ବୋଲି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?