ମେଟ୍ରୋ

ମନ୍ତ୍ରୀଙ୍କ ସମ୍ପୃକ୍ତି ଜାଣି ମୁଖ୍ୟମନ୍ତ୍ରୀ ଚୁପ୍‌: ଭାଜପା

ଭୁବନେଶ୍ୱର,୭।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କେଳେଙ୍କାରୀରେ ସମ୍ପୃକ୍ତ ଥିବା ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି। ଭାଜପାର ୨ ଜଣ କାର୍ଯ୍ୟକର୍ତ୍ତାଙ୍କୁ ନିର୍ମମ ଭାବେ ହତ୍ୟା ଘଟଣାରେ ସିଧା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି…

ବିଧାନସଭାରେ ଆଲୋଚନା ପାଇଁ ପ୍ରସ୍ତୁତ ନାହାନ୍ତି ସରକାର: ନରସିଂହ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାର ତଦନ୍ତ ଠିକ୍‌ ବାଟରେ ଯାଉ ନ ଥିବା ଓ ରାଜ୍ୟ ସରକାର ଏନେଇ ବିଧାନସଭାରେ ଆଲୋଚନା କରିବାକୁ ଚାହୁଁ ନ ଥିବା କଂଗ୍ରେସ ଅଭିଯୋଗ ପୁଣି ଆଣିଛି। ଏଥିସହ ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ଏସ୍‌ଆଇଟି ତଦନ୍ତ…

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ଷଷ୍ଠ ଦିନରେ ବି ଚାଲି ପାରିଲାନି ବିଧାନସଭା। ମଙ୍ଗଳବାର ଅଧିବେଶନ ଆରମ୍ଭରୁ ଗୃହ ମଧ୍ୟ ଭାଗରେ ପ୍ଲାକାର୍ଡ ଧରି ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଅପରାହ୍ନ ୪ଟା ଯାଏ ଗୃହକୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମୁଲତବୀ ଘୋଷଣା କରିଛନ୍ତି।…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଦେଲେ ଭାଜପା ବିଧାୟକ

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ମହିଳା ସୁରକ୍ଷା ନେଇ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାଜପା ବିଧାୟକ ଦ ଚିଠି ଲେଖିଛି। ଭାଜପା ବିଧାୟକମାନେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, ମହିଳାଙ୍କ ସୁରକ୍ଷା ନେଇ ଆପଣଙ୍କ ଦୋମୁହଁା ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇବା ନେଇ…

୧ ହଜାର ଦ୍ୱାଦଶ ଛାତ୍ରୀଛାତ୍ରଙ୍କୁ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପ୍ରଦାନ

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଦ୍ୱାଦଶ ଶ୍ରେଣୀର ୧୦୦୦ ମେଧାବୀ ଛାତ୍ରୀଛାତ୍ରଙ୍କୁ ୨୦୨୦-୨୧ ଓ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ‘ପଠାଣି ସାମନ୍ତ ଗଣିତ ମେଧାବୃତ୍ତି’ ପ୍ରଦାନ କରାଯାଇଛି। ପ୍ରତ୍ୟେକଙ୍କୁ ୧୦ ହଜାର ଟଙ୍କା ଲେଖାଏ ମୋଟ୍‌ ୧…

ଫସଲ କ୍ଷୟକ୍ଷତି ରିପୋର୍ଟ ମାଗିଲେ ସରକାର

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁ ଚାଷ କ୍ଷତିଗ୍ରସ୍ତ ହୋଇଛି। ଧାନ ସହିତ ପନିପରିବା ଫସଲ ମଧ୍ୟ ନଷ୍ଟ ହୋଇଛି। ତେଣୁ ଫସଲ କ୍ଷୟକ୍ଷତି ରିପୋର୍ଟ ଜିଳାପାଳଙ୍କୁ ମଗାଯାଇଛି। ୭ ଦିନ ଭିତରେ ରିପୋର୍ଟ ଦେବାକୁ…

ବିରୋଧୀ ଅଟଳ, ଗୃହ ଅଚଳ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାକୁ ନେଇ ଗତ ୫ ଦିନ ହେବ ବିଧାନସଭା ଅଚଳ ହୋଇଛି। ବିରୋଧୀ ଭାଜପା ଏବଂ କଂଗ୍ରେସର ଗୋଟିଏ ଜିଦ୍‌ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର କରାଯାଇ ମାମଲାର ସିିବିଆଇ ତଦନ୍ତ କରାଯାଉ। ଏହି ଦାବିକୁ…

ଓଡ଼ିଶାରେ ୪୦% ବିଦେଶ ଫେରନ୍ତାଙ୍କ ପତ୍ତା ମିଳୁନାହିଁ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ଓମିକ୍ରନ୍‌ ସଂକ୍ରମଣ ବ୍ୟାପିଥିବା ଦେଶରୁ ଓଡ଼ିଶା ଆସିଥିବା ୨୪୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନଭେମ୍ବର ୨୪ ପରେ ଓଡ଼ିଶା ଆସିଥିବା ଲୋକଙ୍କ ମଧ୍ୟରୁ ୨୪୬ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ପଜିଟିଭ୍‌ ଚିହ୍ନଟ ପରେ ସେମାନେ କରୋନାର…

ଏଥର ଛାଡ଼ିବୁନି : ଅଙ୍ଗନଓ୍ବାଡି କର୍ମୀ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ବର୍ଷ ତଳେ ରାଜରାସ୍ତାକୁ ଓହ୍ଲାଇଥିଲୁ । ଆନ୍ଦୋଳନ କରିଥିଲୁ। ଦାବି ପୂରଣ କରିବାକୁ ନେହୁରା ହୋଇଥିଲୁ। ଆମକୁ ଆଶ୍ୱାସନା ଦେଇ ଉଠାଇଦେଲେ। କିଛି ପୂରଣ କଲେ, କିଛି ଭୁଲିଗଲେ। ହେଲେ ଏଥର ଛାଡ଼ିବୁନି ଭଲରେ ଭଲରେ ଆମ ଦାବି ନ…

ଓଡିଶା ଫେରନ୍ତା ୨୪୬ ପଜିଟିଭ, ସାମ୍ପଲ ଟେଷ୍ଟ ପାଇଁ ପଠାଗଲା ନମୁନା

ଭୁବନେଶ୍ୱର,୬।୧୨(ବ୍ୟୁରୋ) : ନଭେମ୍ବର ୨୪ ପରେ ବିଦେଶରୁ ଓଡିଶା ଫେରିଥିବା ବେଳେ ଲୋକଙ୍କ ମଧ୍ୟରୁ ୨୪୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କିଏ ଓମିକ୍ରନ ଆକ୍ରାନ୍ତ ଅଛନ୍ତି କି ନାହିଁ ତାହା ସ୍ପଷ୍ଟ ହୋଇପାରି ନାହିଁ। ୨୪୬ ପଜିଟିଭଙ୍କ ସାମ୍ପଲ…

୪୦% ବିଦେଶ ଫେରନ୍ତା ଦେଇଛନ୍ତି ଭୁଲ ଠିକଣା

ଭୁବନେଶ୍ୱର,୬।୧୨(ବ୍ୟୁରୋ): ଓମିକ୍ରନକୁ ନେଇ ସମଗ୍ର ଦେଶକୁ ଚିନ୍ତା ଘାରିଛି । ବିଭିନ୍ନ ରାଜ୍ୟରୁ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଓଡ଼ିଶାରେ ଏ ଯାଏ କେହି ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି । ହେଲେ ରାଜ୍ୟକୁ ଆସିଥିବା ବିଦେଶ…

ଭିଜା ରାଜଧାନୀରେ ଚଳଚଞ୍ଚଳ ମଣିଷ

ମନରେ ଥିଲା ବାତ୍ୟାର ଭୟ। କୋହଲା ପାଗକୁ ବର୍ଷା ବି ଲାଗି ରହିଥିଲା। ରାତି ପାହିଥିଲେ ମଧ୍ୟ ଅନ୍ଧାର ଡରାଉଥିଲା। ରବିବାର ହୋଇଥିବାରୁ ଚାକିରିଆଙ୍କ ଅଫିସ୍‌ ଚିନ୍ତା ନ ଥିଲା। କିନ୍ତୁ ରାଜଧାନୀର ସେମାନଙ୍କ ଆଖରୁ ରାତିରୁ ନିଦ ଉଭେଇ ଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?