ଚନ୍ଦ୍ରଗ୍ରହଣ: ଏହି ସମୟରୁ ପାକ ତ୍ୟାଗ, ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି
ପୁରୀ,୨।୯: ଆସନ୍ତା ୭ ସେପ୍ଟେମ୍ବର ରବିବାର ଚନ୍ଦ୍ରଗ୍ରହଣ ଉପଲକ୍ଷେ ଶ୍ରୀମନ୍ଦିରରେ ନୀତିକାନ୍ତି ନିର୍ଘଣ୍ଟ ସ୍ଥିର ହୋଇଛି। ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଗ୍ରହଣ ନୀତି ଅନୁଯାୟୀ, ରବିବାର ମଧ୍ୟାହ୍ନ ୧୨ଟା ୫୭ ମିନିଟ୍ରୁ ପାକ ତ୍ୟାଗ କରାଯିବ ଏବଂ…
ସେପ୍ଟେମ୍ବରରେ ଓଡ଼ିଶାର ଏସବୁ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨।୯: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଚଳିତ ସେପ୍ଟେମ୍ବର ମାସରେ ଓଡ଼ିଶାରେ ସାଧାରଣ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଏନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଭାରତରେ ସେପ୍ଟେମ୍ବରରେ ସାଧାରଣଠାରୁ ଅଧିକ…
ଲଘୁଚାପ ପ୍ରଭାବରେ ଏହି ୪ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା! ରେଡ୍ ୱାର୍ନିଂ ଜାରି କଲା…
ଭୁବନେଶ୍ୱର,୨।୯: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। କାଲି ପର୍ଯ୍ୟନ୍ତ ୪ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲାଗୁଡିକ ହେଲା ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା।…
ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ
ଭୁବନେଶ୍ୱର,୨।୯: ଶିକ୍ଷକ ନିଯୁକ୍ତି ପାଇବାକୁ ଚାହୁଁଥିବା ଏବଂ ଚାକିରିରେ ଥିବା ଶିକ୍ଷକ ପଦୋନ୍ନତି ପାଇଁ ଆଶାୟୀ ଥିଲେ ଶିକ୍ଷକ ଯୋଗ୍ୟତା ପରୀକ୍ଷା (TET)ରେ କୃତକାର୍ଯ୍ୟ ହେବା ବାଧ୍ୟତାମୂଳକ ବୋଲି ସୁପ୍ରିମକୋର୍ଟ ସୋମବାର ରାୟ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ମଙ୍ଗଳବାର…
ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨।୯: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ହେଉଥିବା ଜଣାପଡ଼ିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା…
ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ପାଇଁ ଆବେଦନ ୮କୁ ବୃଦ୍ଧି: ଜାଣନ୍ତୁ କେମିତି କରିବେ ଆବେଦନ
ଭୁବନେଶ୍ୱର,୨ା୯(ସୁଚିସ୍ମିତା ସାହୁ): ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ରହିଥିଲା। ସାମ୍ବାଦିକଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ପର୍ଯ୍ୟନ୍ତ…
ବଢ଼ିଛି ବଜେଟ ଖର୍ଚ୍ଚ, କମିଛି ଆୟ: ୫ବର୍ଷରେ ଦୁଇଗୁଣ ବଢ଼ିଛି ଏସ୍ଜିଏସ୍ଟି
ଭୁବନେଶ୍ୱର,୨ା୯(ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାର ୨୦୨୪ ଜୁନ୍ରେ କ୍ଷମତାକୁ ଆସିବା ପରେ ବିଭିନ୍ନ ସରକାରୀ ଯୋଜନା କାର୍ଯ୍ୟକାରୀ କରିବା ଓ ଭିତ୍ତିଭୂମି ସୁଦୃଢ଼ କ୍ଷେତ୍ରରେ ଟଙ୍କା ଖର୍ଚ୍ଚ ହୋଇପାରୁ ନାହିଁ ବୋଲି ଯେଉଁ କୁହାଯାଉଥିଲା ତାହା ବାସ୍ତବରେ ସତ୍ୟ ନୁହେଁ। ପୂର୍ବର…
ଓଡ଼ିଶାରେ କାର୍ଯ୍ୟକାରୀ ହେବ ‘କ୍ୱାଡ୍ ସିଟି’ ଯୋଜନା
ଭୁବନେଶ୍ୱର,୨ା୯(ସୁନିତ୍ ମିଶ୍ର/ବନ୍ଦନା ସେଠୀ):ରାଜ୍ୟର ପ୍ରମୁଖ ସହରଗୁଡ଼ିକୁ ଅର୍ଥନୀତିକ ଅଭିବୃଦ୍ଧି ସହ ବିଶ୍ୱ ପ୍ରତିଯୋଗିତାର ଏକ ଶକ୍ତିଶାଳୀ ଇଞ୍ଜିନରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ‘କ୍ୱାଡ୍ ସିଟି’ ଯୋଜନା ଆରମ୍ଭ ହୋଇଛି। ଏହି ପଦକ୍ଷେପର ଏକ ଅଂଶ ଭାବରେ ରାଜ୍ୟର…
ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରୁ ‘ଅଣଛାତ୍ରଙ୍କୁ ଏହିଦିନ ସୁଦ୍ଧା ଖାଲି କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧ା୯: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଅନଧିକୃତ ଭାବେ ହଷ୍ଟେଲ ରୁମରେ ରହୁଥିବା ଅଣଛାତ୍ରଙ୍କୁ ସେପ୍ଟେମ୍ବର ୪ ସୁଦ୍ଧା ଖାଲି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଶ୍ୱବିଦ୍ୟାଳୟର ଓ୍ୱାର୍ଡେନ ଏ ସମ୍ପର୍କରେ ସୋମବାର ଏକ ବିଜ୍ଞପ୍ତି ଜାରି କରି ଚେତାବନୀ ଦେଇଛନ୍ତି ଯେ, ନିର୍ଦ୍ଦେଶ…
ଅକ୍ଟୋବର ୮ରୁ RI, ICDS ସୁପରଭାଇଜର, ARI, ଅମିନ ପରୀକ୍ଷା
ଭୁବନେଶ୍ୱର, ୧।୯: ଓଡ଼ିଶା ସବ-ଅଧୀନସ୍ଥ ସ୍ଟାଫ୍ ଚୟନ କମିଶନ (OSSSC) ଅକ୍ଟୋବର ୮ରୁ ରିଭେନ୍ୟୁ ଇନ୍ସ୍ପେକ୍ଟର (RI), ICDS ସୁପରଭାଇଜର, ଆସିଷ୍ଟାଣ୍ଟ ରିଭେନ୍ୟୁ ଇନ୍ସ୍ପେକ୍ଟର (ARI), ଅମିନ ପାଇଁ ପ୍ରିଲିମ ପରୀକ୍ଷା ଆୟୋଜନ କରିବ। ଏହି ପରୀକ୍ଷା ନଭେମ୍ବରର ୩ୟ ସପ୍ତାହ…
ଏଣିକି ଓଡ଼ିଶାର ଏସବୁ ମେଡିକାଲରେ ମାଗଣା ଡାଇଗନୋଷ୍ଟିକ ସେବା
ଭୁବନେଶ୍ୱର,୧।୯: ଓଡ଼ିଶା ସରକାର ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ସଂସ୍କାର ଘୋଷଣା କରିଛନ୍ତି। ରାଜ୍ୟର ଆୟୁଷ ହସ୍ପିଟାଲ ଓ ଡିସପେନସାରୀଗୁଡ଼ିକରେ ନିଦାନ ଯୋଜନା ଅଧୀନରେ ମାଗଣା ଡାଇଗନୋଷ୍ଟିକ ସେବା ଉପଲବ୍ଧ ହେବ। ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଘୋଷଣା କରିଛନ୍ତି ଯେ,…
ଲଟେରି ଜରିଆରେ ହେବ ବରମୁଣ୍ଡା ଦୋକାନ ବଣ୍ଟନ
ଭୁବନେଶ୍ୱର,୧।୯: ବିଡିଏ ଭାଇସ୍ ଚେୟାରମ୍ୟାନ ଡ.ଏନ୍ ତିରୁମାଲା ନାଏକ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲରେ ଦୋକାନ ବଣ୍ଟନ ହେବ ବୋଲି ସେ ସୂଚନା ଦେଇଛନ୍ତି। ୧୦ ଦିନ ଭିତରେ ୧୨୦ ଦୋକାନୀଙ୍କୁ ଲଟେରୀ…
Archives


