ମେଟ୍ରୋ

ଆଇନର ଆଶ୍ରୟ ନେଲେ ଦୂତୀ

ଭୁବନେଶ୍ୱର,୩।୯(କ୍ରୀଡ଼ା ପ୍ରତିନିଧି): ୨୦୧୬ ରିଓ ଏବଂ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବା ସହ ଏସିଆନ ଗେମ୍ସରେ ୨ଟି ରୌପ୍ୟ ପଦକ ଜିତି ରାଜ୍ୟକୁ ଗର୍ବିତ କରିଥିବା ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ଏବେ ନିଜକୁ ଅସହଜ ମନେକରୁଛନ୍ତି। ତାଙ୍କ ପାରିବାରିକ…

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅରୁଣ

ଭୁବନେଶ୍ୱର,୩।୯(ବ୍ୟୁରୋ): ସ୍ନାତକ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ରେଜଲ୍ଟ ଶୀଘ୍ର ବାହାର କରିବା ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିବା ପରେ ଏହାର ଉତ୍ତର ରଖିଛନ୍ତି ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ। ଗୁରୁବାର ମନ୍ତ୍ରୀ…

୬ରେ ଆଉ ଏକ ଲଘୁଚାପ: ବଢ଼ିପାରେ ବର୍ଷା

ଭୁବନେଶ୍ୱର,୩।୯(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୬ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ବଢ଼ିପାରେ। ଏ ନେଇ ଗୁରୁବାର ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି, ଏହି…

ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି

ଭୁବନେଶ୍ୱର,୩ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି ଗଞ୍ଜାମରୁ…

ଆଜି ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା

ଭୁବନେଶ୍ୱର,୩ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୮୪୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୦,୦୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୯୫ ଜଣ ଚିହ୍ନଟ…

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨ା୯(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ରାଜ୍ୟପାଳଙ୍କ ସଚିବ ତଥା କମିଶନର ଥିବା ଡ. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କୁ କେନ୍ଦ୍ରୀୟ ଡେପୁଟେଶନରେ ଯିବା ପାଇଁ ରିଲିଭ କରାଯାଇଛି। ଡ.ମେହେର୍ଦ୍ଦା କେନ୍ଦ୍ରରେ ଜାତୀୟ ଖାଦ୍ୟ ସୁରକ୍ଷା ମିଶନ…

ସଫାରୀରୁ ଜାଲ ଛିଣ୍ଡାଇ ଖସି ପଳାଇଥିଲା ବାଘ, ଏବେ ଖୁଆଡ଼କୁ ଫେରିଲା

ବାରଙ୍ଗ,୨ା୯(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗୁରୁବାର ସକାଳେ ୩୩ ନମ୍ବର ଖୁଆଡ଼ରୁ ଏକ ବାଘ ପଛପଟ ଜାଲି ଛିଣ୍ଡାଇ ଖସି ଯାଇଥିଲା। ତୁରନ୍ତ କର୍ମଚାରୀମାନେ ବାଘଟିକୁ ଧରି ଖୁଆଡ଼ ଭିତରେ ପୂରାଇବାରେ ସକ୍ଷମ ହୋଇଛନ୍ତି। ଆଜି ସକାଳେ ସଫାରୀରେ ବାଘ ସୂରଜକୁ…

ଗଣେଶ ପୂଜା ପାଇଁ ଜାରି ହେଲା ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨ା୯(ବ୍ୟୁରୋ): ଗଣେଶ ପୂଜା ପାଇଁ ବିଏମ୍‌ସି ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ନିୟମ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ହୋଇଛି। ପୂଜା ଅବସରରେ ମଣ୍ଡପରେ ସର୍ବସାଧାରଣଙ୍କୁ ଅନୁମତି ଦିଆଯିବ ନାହିଁ। କମିଶନରେଟ ପୋଲିସର ଅନୁମତି ନେଇ ପୂଜା କମିଟିର ସଦସ୍ୟମାନେ କରୋନା…

ଆଜି କରୋନା ନେଲା ୬ ଜୀବନ

ଭୁବନେଶ୍ୱର,୧।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ଏବେ ୮,୦୨୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଆରମ୍ଭରୁ ହଟ୍ଟଗୋଳ: ୧୧ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁୁବନେଶ୍ୱର,୨ା୯(ବ୍ୟୁରୋ): ଷୋଡ଼ଶ ବିଧାନସଭାର ସପ୍ତମ(ମୌସୁମୀ) ଅଧିବେଶନ ଦ୍ୱିତୀୟ ଦିନ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା କ୍ଷଣି ବିରୋଧୀ ବିଭିନ୍ନ ପ୍ଲା କାର୍ଡ ଧରି ଗୃହରେ ନାରାବାଜି କରିଥିଲେ। ଏପରିକି ବାଚସ୍ପତିି ସୂର୍ଯ୍ୟନାରାୟଣଙ୍କ…

ପିଲାଙ୍କ ପାଇଁ ବିପଦ ବଢାଉଛି କରୋନା : ଆଜି ୧୦୮ ପିଲା ଆକ୍ରାନ୍ତ

ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୦୮ ଜଣ ଅଛନ୍ତି। ଏହି ୭୧୯ ଜଣଙ୍କ ମଧ୍ୟରୁ ୪୩୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୧୬ଟି…

ଉତ୍କଳ ବିଶ୍ୱ ବିଦ୍ୟାଳୟରେ ଆଇନ୍‌ ଛାତ୍ରଙ୍କୁ ଅତର୍କିତ ଆକ୍ରମଣ

ଭୁବନେଶ୍ୱର,୧।୯(ବ୍ୟୁରୋ): ପୁଣି ଅଶାନ୍ତ ହୋଇ ଉଠିଛି ଉତ୍କଳ ବିଶ୍ୱ ବିଦ୍ୟାଳୟ। ବୁଧବାର ବିଶ୍ୱ ବିଦ୍ୟାଳୟ କ୍ୟାମ୍ପସ ଭିତରେ ଗାନ୍ଧୀ ପାର୍କ ନିକଟରେ ଜଣେ ଆଇନ ଛାତ୍ରଙ୍କୁ ଜଣେ ପୂର୍ବତନ ଛାତ୍ର ଆକ୍ରମଣ କରିଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri