ମେଟ୍ରୋ

ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ଆନ୍ଦୋଳନ ମାନ୍ୟତା ନ ମିଳିବା ପ୍ରସଙ୍ଗ: ପୁନର୍ବିଚାର ଦାବି

ଖୋର୍ଦ୍ଧା ଅଫିସ,୫ା୧୨: ପାଇକ ବିଦ୍ରୋହ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ନୁହେଁ ବୋଲି ଗୁରୁବାର କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି.କିଷାନ ରେଡ୍ଡି ରାଜ୍ୟ ସଭାରେ କହିଛନ୍ତି।ଭାରତୀୟ ଐତିହାସିକ ଅନୁସନ୍ଧାନ ପରିଷଦ(ଆଇସିଏଚ୍‌ଆର୍‌)ରୁ ମିଳିଥିବା ରିପୋର୍ଟ ଅନୁଯାୟୀ ପାଇକ ବିଦ୍ରୋହକୁ ସ୍ବାଧୀନତାର ପ୍ରଥମ ଯୁଦ୍ଧ…

ପାଠକଙ୍କ ଘରୁ କାର୍‌, କାଗଜପତ୍ର ଜବତ କଲା ଇଡି

ଭୁବନେଶ୍ୱର,୫।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକଙ୍କ ବିବେକାନନ୍ଦ ମାର୍ଗସ୍ଥିତ ଘରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଥିଲା। ଶନିବାର ମଧ୍ୟ…

ସିସୋର୍‌ର ଆଉ ୫.୬୭ କୋଟିର ସମ୍ପତ୍ତି ବାଜ୍ୟାପ୍ତି

ଭୁବନେଶ୍ୱର,୫।୧୨(ବ୍ୟୁରୋ): ସିସୋର୍‌ ଚିଟ୍‌ଫଣ୍ଡ ସଂସ୍ଥାର ଆଉ ୫.୬୭ କୋଟି ଟଙ୍କାର ସମ୍ପତ୍ତିକୁ ବାଜ୍ୟାପ୍ତି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଏହି ଟଙ୍କା ସିସୋର ଆକାଉଣ୍ଟରୁ ୨ ବ୍ୟବସାୟୀ ମହାରାଷ୍ଟ୍ରର ଦିଲୀପ ଅମୃତଲାଲ ଗୁଡାକା ଓ ଭୁବନେଶ୍ୱରର ହେରାଲ୍ଡ ଓଭରସିସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ଏମ୍‌ଡି…

ଟେଲି ପୁରସ୍କାରରୁ ବାଦ୍‌ ପଡ଼ିଲା ‘ନିମ୍‌କି’

ଭୁବନେଶ୍ୱର,୫।୧୨ (ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ ମସିହା ପାଇଁ ୩୧ତମ ‘ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର’ ଓ ୮ମ ‘ରାଜ୍ୟ ଓଡ଼ିଆ ଟେଲି ଚଳଚ୍ଚିତ୍ର ପୁରସ୍କାର’ ଘୋଷଣା ହେବା ପରେ ଏହାକୁ ନେଇ ବିବାଦ ଲାଗି ରହିଥିଲା। ପୁରସ୍କାର ପ୍ରଦାନ କ୍ଷେତ୍ରରେ…

ଆଜି ରାଜ୍ୟରୁ ୧୮୯ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୨୫ ଶିଶୁ

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ରବିବାର ରାଜ୍ୟରୁ ୧୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୦,୨୪୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୩ ଜଣ ଚିହ୍ନଟ ହୋଇଥିବା…

ଜଳକ୍ରୀଡ଼ାର ବିକାଶ ଲାଗି ଏମ୍‌ଓୟୁ

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ରାଜ୍ୟ ସରକାର ହକିକୁ ପ୍ରୋତ୍ସାହନ ଦେବା ସହ ପ୍ରାୟୋଜକ ହୋଇଛନ୍ତି। ଏପରିକି ଜାତୀୟ ଓ ଅନ୍ତର୍ଜାତୀୟ ହକି ମହାକୁମ୍ଭ ଆୟୋଜନ କରି ବିଶ୍ୱ ଦରବାରରେ ଓଡ଼ିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ଏଭଳିସ୍ଥଳେ ଦେଶରେ ଜଳକ୍ରୀଡ଼ା(ସୁଇମିଂ ସ୍ପୋଟର୍‌ସ)ର ବିକାଶ…

‘ଅଭିଯୋଗ ସମାଧାନ ବ୍ୟବସ୍ଥା ସୁଦୃଢ଼ ହୋଇଛି’

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ପ୍ରଶାସନିକ ବ୍ୟବସ୍ଥାରେ ସୁଧାର ଆଣିବା ଲାଗି ଭାରତ ସରକାରଙ୍କ ସ୍ତରରେ ଅଣାଯାଇଥିବା ପରିବର୍ତ୍ତନ ରାଜ୍ୟ ଓ ଜିଲାସ୍ତରରେ ପ୍ରତିଫଳିତ ହେବା ଦରକାର। ଏକ ଦୁର୍ନୀତିମୁକ୍ତ ତଥା ସ୍ବଚ୍ଛ ପ୍ରଶାସନ ଯୋଗାଇ ଦେବା ହେଉଛି ଏହାର ମୂଳ ଲକ୍ଷ୍ୟ। ପ୍ରଶାସନିକ…

ବାତ୍ୟା ପାଇଁ ସ୍ଥଗିତ ହେଲା ପରୀକ୍ଷା

ଭୁବନେଶ୍ୱର,୪।୧୨(ବ୍ୟୁରୋ): ବାତ୍ୟା ଜୱାଦ ପାଇଁ ୫ ତାରିଖରେ ହେବାକୁ ଥିବା ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫରେନ୍‌ ଟ୍ରେଡ୍‌(ଆଇଆଇଏଫ୍‌ଟି)ର ଏମ୍‌ବିଏ(ଆଇବି) ୨୦୨୨-୨୪ ପ୍ରବେଶିକା ପରୀକ୍ଷାକୁ ଓଡ଼ିଶା ସମେତ ୩ଟି ରାଜ୍ୟରେ ସ୍ଥଗିତ ରଖାଯାଇଛି। କଟକ, ସମ୍ବଲପୁର, ଭୁବନେଶ୍ୱର, ବିଜୟୱାଡ଼ା, ବିଶାଖାପାଟଣା, କୋଲକାତା, ଦୁର୍ଗାପୁରରେ…

ରବିବାର ରାତିରେ ଓଡ଼ିଶାରୁ ହଟିଯିବ ବାତ୍ୟାର ପ୍ରଭାବ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ସମୁଦ୍ର ଭିତରେ ଦୁର୍ବଳ ହୋଇଯାଇଛି ସାମୁଦ୍ରିକ ଝଡ଼ ‘ଜୱାଦ୍‌’। ରାତିରେ ଗଭୀର ଅବପାତ ହେବା ସହ ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଛି। ଏଥି ସହିତ ପୁରୀରେ ପହଞ୍ଚିଲା ବେଳକୁ ପବନର ବେଗ କମିଯିବ। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ…

ପଦ୍ମଭୂଷଣ ପ୍ରଫେସର ତ୍ରିଲୋଚନ ପ୍ରଧାନଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧୨(ବ୍ୟୁରୋ): ବିଶିଷ୍ଟ ବୈଜ୍ଞାନିକ ତଥା ଶିକ୍ଷାବିତ୍‌ ପଦ୍ମଭୂଷଣ ପ୍ରଫେସର ଡଃ. ତ୍ରିଲୋଚନ ପ୍ରଧାନଙ୍କର ଶନିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ନୟାଗଡ଼ର ସୁଯୋଗ୍ୟ ସନ୍ତାନ ସେ। ୧୯୨୯ ମସିହା ଜାନୁୟାରୀ ୩ରେ ନୟାଗଡ଼ ଜିଲା ଘଣାଶାଳିଆ…

ରାଜ୍ୟରେ କରୋନା ନେଲା ୨ ଜୀବନ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୨୦ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ଯାଜପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…

ବିଧାନସଭା ଆରମ୍ଭରୁ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶର ଆଜି ଚତୁର୍ଥ ଦିନ। ଆଜି ବି ବିଧାନସଭା ଆରମ୍ଭରୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?