ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି
ଭୁବନେଶ୍ୱର,୩ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି ଗଞ୍ଜାମରୁ…
ଆଜି ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା
ଭୁବନେଶ୍ୱର,୩ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୮୪୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୦,୦୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୯୫ ଜଣ ଚିହ୍ନଟ…
ଆଇଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨ା୯(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ରାଜ୍ୟପାଳଙ୍କ ସଚିବ ତଥା କମିଶନର ଥିବା ଡ. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କୁ କେନ୍ଦ୍ରୀୟ ଡେପୁଟେଶନରେ ଯିବା ପାଇଁ ରିଲିଭ କରାଯାଇଛି। ଡ.ମେହେର୍ଦ୍ଦା କେନ୍ଦ୍ରରେ ଜାତୀୟ ଖାଦ୍ୟ ସୁରକ୍ଷା ମିଶନ…
ସଫାରୀରୁ ଜାଲ ଛିଣ୍ଡାଇ ଖସି ପଳାଇଥିଲା ବାଘ, ଏବେ ଖୁଆଡ଼କୁ ଫେରିଲା
ବାରଙ୍ଗ,୨ା୯(ଡି.ଏନ୍.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗୁରୁବାର ସକାଳେ ୩୩ ନମ୍ବର ଖୁଆଡ଼ରୁ ଏକ ବାଘ ପଛପଟ ଜାଲି ଛିଣ୍ଡାଇ ଖସି ଯାଇଥିଲା। ତୁରନ୍ତ କର୍ମଚାରୀମାନେ ବାଘଟିକୁ ଧରି ଖୁଆଡ଼ ଭିତରେ ପୂରାଇବାରେ ସକ୍ଷମ ହୋଇଛନ୍ତି। ଆଜି ସକାଳେ ସଫାରୀରେ ବାଘ ସୂରଜକୁ…
ଗଣେଶ ପୂଜା ପାଇଁ ଜାରି ହେଲା ଗାଇଡ୍ଲାଇନ୍
ଭୁବନେଶ୍ୱର,୨ା୯(ବ୍ୟୁରୋ): ଗଣେଶ ପୂଜା ପାଇଁ ବିଏମ୍ସି ପକ୍ଷରୁ ଗାଇଡ୍ଲାଇନ୍ ଜାରି କରାଯାଇଛି। ନିୟମ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ହୋଇଛି। ପୂଜା ଅବସରରେ ମଣ୍ଡପରେ ସର୍ବସାଧାରଣଙ୍କୁ ଅନୁମତି ଦିଆଯିବ ନାହିଁ। କମିଶନରେଟ ପୋଲିସର ଅନୁମତି ନେଇ ପୂଜା କମିଟିର ସଦସ୍ୟମାନେ କରୋନା…
ଆଜି କରୋନା ନେଲା ୬ ଜୀବନ
ଭୁବନେଶ୍ୱର,୧।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ଏବେ ୮,୦୨୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଆରମ୍ଭରୁ ହଟ୍ଟଗୋଳ: ୧୧ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ
ଭୁୁବନେଶ୍ୱର,୨ା୯(ବ୍ୟୁରୋ): ଷୋଡ଼ଶ ବିଧାନସଭାର ସପ୍ତମ(ମୌସୁମୀ) ଅଧିବେଶନ ଦ୍ୱିତୀୟ ଦିନ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା କ୍ଷଣି ବିରୋଧୀ ବିଭିନ୍ନ ପ୍ଲା କାର୍ଡ ଧରି ଗୃହରେ ନାରାବାଜି କରିଥିଲେ। ଏପରିକି ବାଚସ୍ପତିି ସୂର୍ଯ୍ୟନାରାୟଣଙ୍କ…
ପିଲାଙ୍କ ପାଇଁ ବିପଦ ବଢାଉଛି କରୋନା : ଆଜି ୧୦୮ ପିଲା ଆକ୍ରାନ୍ତ
ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୦୮ ଜଣ ଅଛନ୍ତି। ଏହି ୭୧୯ ଜଣଙ୍କ ମଧ୍ୟରୁ ୪୩୮ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୩୧୬ଟି…
ଉତ୍କଳ ବିଶ୍ୱ ବିଦ୍ୟାଳୟରେ ଆଇନ୍ ଛାତ୍ରଙ୍କୁ ଅତର୍କିତ ଆକ୍ରମଣ
ଭୁବନେଶ୍ୱର,୧।୯(ବ୍ୟୁରୋ): ପୁଣି ଅଶାନ୍ତ ହୋଇ ଉଠିଛି ଉତ୍କଳ ବିଶ୍ୱ ବିଦ୍ୟାଳୟ। ବୁଧବାର ବିଶ୍ୱ ବିଦ୍ୟାଳୟ କ୍ୟାମ୍ପସ ଭିତରେ ଗାନ୍ଧୀ ପାର୍କ ନିକଟରେ ଜଣେ ଆଇନ ଛାତ୍ରଙ୍କୁ ଜଣେ ପୂର୍ବତନ ଛାତ୍ର ଆକ୍ରମଣ କରିଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।…
୬୪ ପୋଲିସ ଅଧିକାରୀ ପାଇବେ ମୁଖ୍ୟମନ୍ତ୍ରୀ ମେଡାଲ
ଭୁବନେଶ୍ୱର,୧।୯(ବ୍ୟୁରୋ): ତଦନ୍ତରେ ଉତ୍କର୍ଷତା ଦେଖାଇଥିବା ୬୪ଜଣ ପୋଲିସ ଅଧିକାରୀଙ୍କୁ ‘ମୁଖ୍ୟମନ୍ତ୍ରୀ ମେଡାଲ’ ମିଳିବ। ଆସନ୍ତା ୪ ତାରିଖ ଶନିବାର ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଅଧିକାରୀଙ୍କୁ ପୁରସ୍କୃତ କରାଯିବ। ଏନେଇ ଗୃହ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଚୟନ ହୋଇଥିବା…
୩ରୁ ଆରମ୍ଭ ହେବ ଯୁକ୍ତ୨ ଅଫ୍ଲାଇନ୍ ପରୀକ୍ଷା ପାଇଁ ଆବେଦନ
ଭୁବନେଶ୍ୱର,୧।୯(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ଫଳରେ ଯେଉଁମାନେ ଅସନ୍ତୁଷ୍ଟ ଅଛନ୍ତି ସେମାନଙ୍କୁ ଅଫ୍ଲାଇନ ପରୀକ୍ଷା ସୁଯୋଗ ଦିଆଯିବ। ଏଥିପାଇଁ ଆସନ୍ତା ୩ ତାରିଖରୁ ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ଅନ୍ଲାଇନ ଯୋଗେ ଆବେଦନ କରିପାରିବେ। ଆବେଦନ ଲାଗି ୫ ଦିନ ସମୟ ମିଳିବ। ପରୀକ୍ଷାର୍ଥୀଙ୍କ…
ଆଜିଠୁ କାର୍ଯ୍ୟକ୍ଷମ ହେଲା ହେଲ୍ଥ ସ୍ମାର୍ଟ କାର୍ଡ
ଭୁବନେଶ୍ୱର,୧।୯(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବୁଧବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ଏହି ଯୋଜନାରେ ୯୨ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏଥିପାଇଁ ବିଭିନ୍ନ ଜିଲାରେ ହିତାଧିକାରୀଙ୍କୁ କାର୍ଡ ବଣ୍ଟାଯାଇଛି । ଅଗଷ୍ଟ ୧୫ରେ…
Archives


