ଅନନ୍ତ, କୁମ୍କୁମ୍ ପାଇଲେ ‘କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ’
ଭୁବନେଶ୍ୱର, ୩୧।୮ (ବ୍ୟୁରୋ): ଦୁଇବର୍ଷ ପାଇଁ ୩୪ଜଣ ଯଶସ୍ବୀ ଶିଳ୍ପୀଙ୍କୁ ସମ୍ମାନିତ କଲା ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ। ସୋମବାର ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ…
ସ୍ନାତକ ଛାତ୍ରୀଛାତ୍ରଙ୍କୁ ମାର୍କଶିଟ୍ ଦିଆଯାଉ
ଭୁବନେଶ୍ୱର, ୩୧।୮(ବ୍ୟୁରୋ): ଓଡ଼ିଶାରେ ସ୍ନାତକ(ୟୁଜି) ପରୀକ୍ଷା ଦେଇଥିବା ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସେମାନଙ୍କ ପ୍ରୋଭିଜନାଲ ମାର୍କଶିଟ୍ ଶୀଘ୍ର ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ସୋମବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର…
‘ସ୍କୁଲ ରୂପାନ୍ତର ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି କରିଛି’
ଭୁବନେଶ୍ୱର,୩୧।୮(ବ୍ୟୁରୋ): ୫-ଟି କାର୍ଯ୍ୟକ୍ରମର ହିଞ୍ଜିଳିର ସମସ୍ତ ୫୦ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ସୋମବାର ପଞ୍ଚମ ଓ ଶେଷ ପର୍ଯ୍ୟାୟରେ ସେ ଆଉ ୧୦ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସବୁ…
ଦିନକ ପରେ ବିଧାନସଭା
ଭୁବନେଶ୍ୱର,୩୧।୮(ବ୍ୟୁରୋ): ସେପ୍ଟେମ୍ବର ୧ ତାରିଖରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ସରକାରଙ୍କୁ ଘେରିବା ପାଇଁ ବିରୋଧୀ ଭାଜପା ଓ କଂଗ୍ରେସ ରଣନୀତି ପ୍ରସ୍ତୁତ କରିଛନ୍ତି। ବିରୋଧୀ ଦଳଙ୍କୁ ମୁକାବିଲା କରିବା ପାଇଁ ସରକାରୀ ଦଳ ମଧ୍ୟ ପ୍ରସ୍ତୁତ…
ଛିଣ୍ଡୁନି ଆଖଡ଼ାଶାଳୀ ବନ୍ଦର ଝମେଲା
କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ଆଖଡ଼ାଶାଳୀଠାରେ ମହାନଦୀ ମୁହାଣରେ ନଦୀଭିତ୍ତିକ ବନ୍ଦର ନିର୍ମାଣ କରାଯିବ ବୋଲି ରାଜ୍ୟ ସରକାର ଘୋଷଣା କରିସାରିଛନ୍ତି। ଘୋଷଣା ହେବାର ୩ ବର୍ଷ ବିତି ଯାଇଥିଲେ ମଧ୍ୟ ବନ୍ଦର ନିର୍ମାଣ ପାଇଁ ହେବାକୁ ଥିବା ବୁଝାମଣା ପତ୍ର (ଏମ୍ଓୟୁ)…
ସ୍ବାୟତ୍ତ ଶାସନ ଦିବସ ନିରାଡମ୍ବରରେ ପାଳିବ ବିଏମ୍ସି
ଭୁବନେଶ୍ୱର,୩୦।୮ (ବ୍ୟୁରୋ): ମଙ୍ଗଳବାର ସ୍ବାୟତ୍ତ ଶାସନ ଦିବସ। କରୋନା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି ) ଗତବର୍ଷ ଭଳି ଏ ବର୍ଷ ମଧ୍ୟ ନିରାଡମ୍ବର ଭାବେ ପାଳନ ହେବ। କାର୍ଯ୍ୟାଳୟକୁ ଆଲୋକରେ ସଜାଇବା ସହ ଏହା ପରିସରରେ ପତାକା ଉତ୍ତୋଳନ…
କୋରିଅରରେ ଦିଲ୍ଲୀକୁ ଗଞ୍ଜେଇ ଚାଲାଣ
ଭୁବନେଶ୍ୱର,୩୦।୮(ବ୍ୟୁରୋ): ଟ୍ରେନ୍ରେ ଯାଞ୍ଚ କଡ଼ାକଡ଼ି ହେଉଥିବାରୁ କୋରିଅରରେ ଗଞ୍ଜେଇ ଚାଲାଣ ହେଉଛି। ଭୁବନେଶ୍ୱରରେ ଭଡ଼ାରେ ରହି ଅଣଓଡ଼ିଆ ଯୁବକମାନେ ଏହି ବେଆଇନ ବେପାର କରୁଛନ୍ତି। ଗଜପତିରୁ ଭାୟା ଭୁବନେଶ୍ୱର ଦେଇ ଦିଲ୍ଲୀକୁ ଗଞ୍ଜେଇ ଚାଲାଣବେଳେ କମିଶନରେଟ ପୋଲିସ ହାତରେ ଧରାପଡିଛି। ର଼୍ୟାକେଟରେ…
ଓ୍ବେବ୍ ପୋର୍ଟାଲ ମୁଖ୍ୟଙ୍କ ଗୁମର ଫିଟୁଛି
ଭୁବନେଶ୍ୱର,(ବ୍ୟୁରୋ)/ବାରଙ୍ଗ, ୩୦।୮(ଡି.ଏନ.ଏ.): ଦୁଇ ବ୍ୟବସାୟୀଙ୍କୁ ମୁଣ୍ଡଜାମିନ ରଖି ଅମାନୁଷିକ ନିର୍ଯାତନା ଘଟଣାରେ ନନ୍ଦନକାନନ ଥାନା ପୋଲିସ ଶନିବାର ଲାଇଭ୍ କଳିଙ୍ଗ ୱେବ୍ ପୋର୍ଟାଲର ସମ୍ପାଦିକାଙ୍କ ସମେତ ୫ଜଣଙ୍କୁ ଗିରଫ କରିଥିଲା। ତେବେ ଚଢ଼ାଉବେଳେ ଖସିଯାଇଥିବା ମୁଖ୍ୟ ଅଭିଯୁକ୍ତ ତଥା ପୋର୍ଟାଲ ସିଇଓ…
ରାଜ୍ୟସ୍ତରୀୟ ସେରୋ ସର୍ଭେ ଆରମ୍ଭ
ଭୁବନେଶ୍ୱର,୩୦।୮(ବ୍ୟୁରୋ): ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍ଏମ୍ଆର୍ସି) ପକ୍ଷରୁ ରବିବାରଠାରୁ ରାଜ୍ୟସ୍ତରୀୟ ସେରୋସର୍ଭେ ଆରମ୍ଭ ହୋଇଛି। ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ୧୨ଟି ଜିଲାରେ ଅଲଗା ଅବଧି ମଧ୍ୟରେ…
ଜଳ ପରିମଳ: ଓଡ଼ିଶା ପାଇବ ୫୨୮୦ କୋଟି
ନୂଆଦିଲ୍ଲୀ/ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଆର୍ଥିକ ବର୍ଷ ୨୦୨୧-୨୨ଠାରୁ ୨୦୨୫-୨୬ ଯାଏ ଦେଶର ଗ୍ରାମ ପଞ୍ଚାୟତଗୁଡିକୁ ୧.୪୨ ଲକ୍ଷ କୋଟି ଟଙ୍କାର ଅନୁଦାନ କେନ୍ଦ୍ର ସରକାର ଯୋଗାଇ ଦେବେ। ପାନୀୟ ଜଳ ଯୋଗାଣ ଏବଂ ପରିମଳ ବ୍ୟବସ୍ଥା ସୁଧାରିବା ଲାଗି ଏହା ଖର୍ଚ୍ଚ ହେବ। ଏହି…
୩ ନୂଆ ରୁଟ୍ରେ ଚାଲିବ ମୋ ବସ୍
ଭୁବନେଶ୍ୱର,୩୦।୮: ସେପ୍ଟେମ୍ବର ପହିଲାରୁ ରାଜଧାନୀରେ ତିନୋଟି ନୂଆ ରୁଟ୍ରେ ‘ମୋ ବସ୍’ ସେବା ଆରମ୍ଭ ହେବାକୁ ଯାଉଛି। ରୁଟ୍ ନଂ ୭୧ (ବରମୁଣ୍ଡାରୁ ରସୁଲଗଡ଼ ଦେଇ କୋଣାର୍କ), ରୁଟ୍ ନଂ ୩୫ (ମାଷ୍ଟର କ୍ୟାଣ୍ଟିନ୍ରୁ ଜୟଦେବ ପୀଠ) ଏବଂ ରୁଟ୍ ନଂ…
କପିଲ୍ ଶର୍ମା ଶୋ’ରେ ନବୀନ
ଭୁବନେଶ୍ୱର,୩୦।୮(ବ୍ୟୁରୋ): ଲୋକପ୍ରିୟ ଜାତୀୟ ଟିଭି ଶୋ’ ଦି କପିଲ୍ ଶର୍ମା ଶୋ’ରେ ପ୍ରଥମ ଥର ଲାଗି ଭର୍ଚୁଆଲ ମୋଡ୍ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଖିବାକୁ ମିଳିଛି। ବହୁ ବଲିଉଡ୍ ତାରକା ନିଜର ଫିଲ୍ମ ପ୍ରମୋସନ୍ ଲାଗି ସୋନି ଟିଭିର ଏହି ଶୋ’କୁ…
Archives


