ମେଟ୍ରୋ

ବଢୁଛି ଅନ୍‌ଲକ୍‌ ସମ୍ଭାବନା

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ରାଜ୍ୟରେ ତଳମୁହାଁ ହେଉଛି କରୋନା ସଂକ୍ରମଣ। ଅନେକ ଜିଲାରେ ସଂକ୍ରମଣ ହାର କମ୍‌ ରହୁଥିବାରୁ ଆସନ୍ତା ୧୭ତାରିଖ ସକାଳ ୫ଟାରେ ଲକ୍‌ଡାଉନ ଶେଷ ହେବା ପରେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଯେଉଁ ଜିଲାରେ...

ରାଜ୍ୟରେ ୫ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୪,୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୫୪୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ଦ୍ୱିତୀୟ ଲହର ଓଡ଼ିଶାରୁ ନେଲାଣି ୨୮ଡାକ୍ତରଙ୍କ ଜୀବନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଦେଶରେ ୭୧୯ ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଏଥିରେ ଓଡ଼ିଶାର ୨୮ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ) ପକ୍ଷରୁ ସୂଚନା ଦିଆଯାଇଛି। ଆଇଏମ୍‌ଏର ସୂଚନା ମୁତାବକ, ବିହାରରେ ସର୍ବାଧିକ ୧୧୧ଜଣ ଡାକ୍ତରଙ୍କ ମୃତ୍ୟୁ...

ଲଘୁଚାପ: ୧୬ ଯାଏ ବର୍ଷିବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟର ଅଧାରୁ ଅଧିକ ଅଞ୍ଚଳକୁ ଘେରିଯାଇଛିି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ...

ଓଡ଼ିଶାର ଏହି ୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଚତୁର୍ଥ ସେରୋ ସର୍ଭେରେ ୬ ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏ ନେଇ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି) ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାସନାଲ...

କିନ୍ନରଙ୍କୁ ମିଳିବ ଓଡ଼ିଶା ପୋଲିସରେ ନିଯୁକ୍ତି

ଭୁବନେଶ୍ୱର,୧୨।୬: ଓଡ଼ିଶା ପୋଲିସରେ ନିଯୁକ୍ତି ପାଇବେ କିନ୍ନର। ଏନେଇ ଡିଜିପି ଅଭୟ ଶନିବାର ସୂଚନା ଦେଇଛନ୍ତି । ୪୭୭ ସବ୍‌ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୧୫ ସୁଦ୍ଧା ଆବେଦନ କରିବାକୁ ସମୟ ଧାର୍ଯ୍ୟ ହୋଇଛି...

ଶୁଦ୍ଧିକ୍ରିୟା ପାଇଁ ରାଶନ କାର୍ଡ ବନ୍ଧା ପଡ଼ିବା ଘଟଣା: ତଦନ୍ତ ପାଇଁ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମ୍ୟୁନିସିପାଲିଟି ଅଞ୍ଚଳର ଦଳିତ ମହିଳା ରେବତୀ ବେହେରା ସ୍ବାମୀଙ୍କ ଶୁଦ୍ଧିକ୍ରିୟା ପାଇଁ ଦଲାଲ ନିକଟରେ ରାଶନ କାର୍ଡ ବନ୍ଧା ପକାଇ ଟଙ୍କା ଆଣିଥିଲେ। କାର୍ଡ ନ ଥିବାରୁ ସାଧାରଣ ବଣ୍ଟନ ସାମଗ୍ରୀ ପାଇପାରୁ ନ...

କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା ଭବନଠାରେ ସଂଘ ଅଧ୍ୟକ୍ଷ ଗୌରୀଶଙ୍କର ଦାଶ ଓ ସାଧାରଣ ସମ୍ପାଦକ ସାତ୍ତ୍ୱିକ ସ୍ବାଇଁ...

ନକଲି ଡାକ୍ତରଙ୍କ କ୍ଲିନିକ୍‌ରେ ଚଢ଼ାଉ ଘଟଣା: ଏସ୍‌ଡିଜେଏମ୍‌ କୋର୍ଟରେ ମାମଲା

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଶିକ୍ଷାଗତ ଯୋଗ୍ୟତା ନ ଥାଇ ନିଜକୁ ଜଣେ ହୋମିଓପାଥିକ୍‌ ଡାକ୍ତର କହୁଥିଲେ। ‘ଷ୍ଟପ କରୋନା’ ଔଷଧ ଦେଇ ଲୋକଙ୍କୁ ଠକୁଥିଲେ। ଏପରି ଏକ ସଙ୍ଗିନ ଅଭିଯୋଗ ଆଧାରରେ ଗୁରୁବାର ଡ୍ରଗ୍ସ କଣ୍ଟ୍ରୋଲରଙ୍କ ନିର୍ଦ୍ଦେଶକ୍ରମେ ସୁନ୍ଦରପଦସ୍ଥିତ ଉକ୍ତ କ୍ଲିନିକ୍‌ରେ ଚଢ଼ାଉ...

ବିଷ୍ଣୁପଦଙ୍କ କବିତା ସଙ୍କଳନ ଉନ୍ମୋଚିତ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବରିଷ୍ଠ ଅମଲାତନ୍ତ୍ରୀ ବିଷ୍ଣୁପଦ ସେଠୀଙ୍କ ଇଂଲିଶ କବିତା ସଙ୍କଳନ ‘ବିୟଣ୍ଡ ହିୟର୍‌ ଆଣ୍ଡ୍‌ ଅଦର ପୋଏମ୍ସ’କୁ ଉନ୍ମୋଚନ କରିଛନ୍ତି। ଏଥିରେ ୬୧ଟି କବିତା ସ୍ଥାନିତ ହୋଇଛି। ନୂଆଦିଲ୍ଲୀର ହର୍‌ ଆନନ୍ଦ ପ୍ରକାଶନୀ ପକ୍ଷରୁ...

ଆଜି ୬ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଲଘୁଚାପ ଓ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ ଚାନ୍ଦବାଲିରେ ସର୍ବାଧିକ ୨୫.୪ ମି.ମି. ବର୍ଷା ରେକର୍ଡ କରାଯାଇଛି। ଶନିବାର ମଧ୍ୟ ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।...

ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୨୫୭କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri