ପଞ୍ଜୀକରଣ କଲେ ୫ ପ୍ରତିଶତ ଅଧିକ ଚାଷୀ
ଭୁବନେଶ୍ୱର, ୨୮।୮(ବ୍ୟୁରୋ): ୨୦୨୧ ଖରିଫ ଧାନ ସଂଗ୍ରହ ନିମନ୍ତେ ରାଜ୍ୟ ସରକାର ରଖିଥିବା ଚାଷୀଙ୍କ ପଞ୍ଜୀକରଣ ସମୟସୀମା ଅଗଷ୍ଟ ୨୩ରୁ ଶେଷ ହୋଇଛି। ଏଥର ରାଜ୍ୟରେ ମୋଟ ୧୫ ଲକ୍ଷ ୭୪ ହଜାର ୩୦୮ ଜଣ ଚାଷୀ ଧାନ ବିକ୍ରି ପାଇଁ…
ପାର୍ବଣ ଲାଗି ଆସିବ ନୂଆ ଗାଇଡ୍ଲାଇନ
ଭୁବନେଶ୍ୱର, ୨୮।୮(ବ୍ୟୁରୋ): ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଭୟ ଓ ଆଶଙ୍କା ଲାଗି ରହିଥିବାବେଳେ ଆଗକୁ ଆସୁଛି ପାର୍ବଣ। ରାଜ୍ୟରେ ପାର୍ବଣ ଭିଡ଼ ଅଧିକ ରହୁଥିବାରୁ ସଂକ୍ରମଣ ବୃଦ୍ଧିର ସମ୍ଭାବନା ରହିଛି। ଇତିମଧ୍ୟରେ ଦେଶର କେତେକ ରାଜ୍ୟରେ ସଂକ୍ରମଣ ହଠାତ୍ ବଢ଼ିଯାଇଥିବାରୁ…
ବିଦ୍ୟୁତ୍ ଚାଳିତ ଯାନ କିଣିଲେ ସରକାର ଦେବେ ରିହାତି
ଭୁବନେଶ୍ୱର,୨୭।୮(ବ୍ୟୁରୋ): ବିଦ୍ୟୁତ୍ ଚାଳିତ ଗାଡ଼ି ତଥା ଇ-ଯାନ ପଲିସିକୁ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛି। ପ୍ରଦୂଷଣ ରୋକିବା ଏବଂ ବିଦ୍ୟୁତ୍ ଚାଳିତ ଯାନକୁ ଲୋକପ୍ରିୟ କରିବା ନେଇ ଏହି ପଲିସି ଅଣାଯାଇଛି। ଏଣିକି ବିଦ୍ୟୁତ୍ ଚାଳିତ ଯାନ କିଣିବା ପାଇଁ…
୨୮ରେ ଲଘୁଚାପ ବର୍ଷା
ଭୁବନେଶ୍ୱର,୨୭।୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ୨୮ ଓ ୨୯ ତାରିଖରେ ଏହାର ପ୍ରଭାବରେ ଓଡ଼ିଶାରେ ମଧ୍ୟମରୁ…
ପହିଲାରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଲିଙ୍ଗରାଜ ମନ୍ଦିର
ଭୁବନେଶ୍ୱର,୨୭।୮(ବ୍ୟୁରୋ): ଆସନ୍ତା ୧ରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଲିଙ୍ଗରାଜ ମନ୍ଦିର। କୋଭିଡ୍ ଗାଇଡଲାଇନ୍ ଅନୁସାରେ ଦର୍ଶନ କରିପାରିବେ ଭକ୍ତ। ଏ ନେଇ ବିଏମ୍ସି ପକ୍ଷରୁ ଜାରି ହୋଇଛି ମାର୍ଗଦର୍ଶିକା। ଭକ୍ତଙ୍କୁ ଦର୍ଶନ ପାଇଁ ଟିକାର ଉଭୟ ଡୋଜ ପ୍ରମାଣପତ୍ର ଦେଖାଇବାକୁ ପଡିବ।…
ବଢ଼ୁଛି ପିଲାଙ୍କ ଚିନ୍ତା: ରାଜ୍ୟରେ ଆଉ ୨ ଶିଶୁକନ୍ୟାଙ୍କ ଜୀବନ ନେଲା କରୋନା
ଭୁନନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ କରୋନାରେ ପୁଣି ଆଉ ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ସେହି ୨ ଶିଶୁକନ୍ୟା ମଧ୍ୟରୁ ଜଣେ ମୟୂରଭଞ୍ଜ ଜିଲାର ୫ ମାସର ହୋଇଥିବା…
ଲିଙ୍ଗରାଜ ମନ୍ଦିର ମୁଖ୍ୟଦ୍ୱାରର ହେବ ନବକଳେବର
ଭୁବନେଶ୍ୱର,୨୭।୮(ବ୍ୟୁରୋ): ଲିଙ୍ଗରାଜ ମନ୍ଦିରର ମୁଖ୍ୟଦ୍ୱାର ନବକଳେବର କରାଯିବ। ଶ୍ରୀମନ୍ଦିରର ସିଂହଦ୍ୱାର ଢାଞ୍ଚାରେ ଏହାର ପୁନଃ ନିର୍ମାଣ କରାଯିବ। ଫନି ପରଠରୁ ଲିଙ୍ଗରାଜ ମନ୍ଦିର କବାଟ ଭଙ୍ଗା ଅବସ୍ଥାରେ ପଡ଼ିରହିଥିବା ବେଳେ ଏବେ ଏଏସଆଇ ପକ୍ଷରୁ ଏ ନେଇ ତତ୍ପରତା ପ୍ରକାଶ ପାଇଛି।…
ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ
ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟ କ୍ୟାବିନେଟ ବୈଠକ ଶୁକ୍ରବାର ସାରେ ବସିବ। ସା ୬ଟାରେ ଭର୍ଚୁଆଲ ମୋଡରେ ଏହି ବୈଠକ ହେବା ନେଇ ସୂଚନା ମିଳିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିବେ। ଏହି ବୈଠକରେ ପଞ୍ଚାୟତିରାଜ, ଉଚ୍ଚଶିକ୍ଷା ଓ…
ଲକ୍ଷ୍ୟ ହାସଲ ଯାଏ ପରିଶ୍ରମ କର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭।୮(ବ୍ୟୁରୋ): ସ୍ବପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ। ପିଲାମାନେ ବଡ଼ ମଣିଷ ହେବାର ସ୍ବପ୍ନ ଦେଖିବା ସହ ଅନ୍ତର୍ନିହିତ ପ୍ରତିଭା ଉପଯୋଗକରି ଭବିଷ୍ୟତକୁ ଉଜ୍ଜ୍ୱଳମୟ କରିବେ। ପିଲାଙ୍କ ସଫଳତା ହିଁ ସମାଜ, ବିଦ୍ୟାଳୟ ଓ ପରିବାରର ଗୌରବ।…
ସେପ୍ଟେମ୍ବର ୫ ସୁଦ୍ଧା ସମସ୍ତ ଶିକ୍ଷକଙ୍କୁ ଟିକା
ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଚାଲିଥିବା ଟିକାକରଣରେ ଶିକ୍ଷକମାନଙ୍କୁ ଅଗ୍ରାଧିକାର ଦିଆଯିବ। ସବୁ ସରକାରୀ ଓ ବେସରକାରୀ ସ୍କୁଲର ଶିକ୍ଷୟିତ୍ରୀ ଶିକ୍ଷକ, କର୍ମଚାରୀଙ୍କୁ ଟିକା ଦେବା ପାଇଁ କେନ୍ଦ୍ର ସରକାର ଚିଠି ଲେଖିବା ପରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
ପୁଣି ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୭୬୯୭କୁ ବୃଦ୍ଧି
ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁସଂଖ୍ୟା କମୁନି। ଆଜି ସର୍ବାଧିକ ୬୯ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା…
ଆଜି ରାଜ୍ୟରୁ ୮୧୬ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ଖସୁନି
ଭୁବନେଶ୍ୱର,୨୭।୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୮୧୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୪,୮୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୭୫ ଜଣ ଚିହ୍ନଟ…
Archives


