ମେଟ୍ରୋ

ବିଧାନସଭା ସମ୍ମୁଖରେ ଆତ୍ମାହୂତି ରୋକିବାକୁ ସମସ୍ତ ଜିଲାର ଏସପିଙ୍କୁ ଆଲର୍ଟ କଲେ ରାଜ୍ୟ ସରକାର

ଭୁବନେଶ୍ବର,୩୦।୧୧(ବ୍ୟୁରୋ): ରାଜ୍ୟ ସରକାର ଚଳିତବର୍ଷ ଶୀତ ଅଧିବେଶନରେ ବିଧାନସଭା ସମ୍ମୁଖରେ ଆତ୍ମାହୂତି ରୋକିବାକୁ ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ସମସ୍ତ ଜିଲାର ଏସ୍‌ପିମାନଙ୍କୁ ଆଲର୍ଟ କରାଯାଇଛି । ଅସନ୍ତୋଷ ଜାହିର କରି ଆତ୍ମାହୂତି କରିବାକୁ ଉଦ୍ୟମ କରୁଥିବା ଲୋକଙ୍କୁ ବୁଝାଇ କିପରି…

ମାଡ଼ି ଆସୁଛି ବାତ୍ୟା

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବାତ୍ୟା ହେବା ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ମଙ୍ଗଳବାର ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ଡିସେମ୍ବର ୪ ତାରିଖ (ଶନିବାର) ସକାଳେ ବାତ୍ୟା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ସ୍ଥଳଭାଗ ଛୁଇଁବ। ଏହା ପ୍ରଭାବରେ ୩…

ଚିନ୍ତା ବଢ଼ାଇଲାଣି ଲଘୁଚାପ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ସମ୍ଭାବ୍ୟ ଲଘୁଚାପ ଚାଷୀକୁଳ ଚିନ୍ତା ବଢ଼ାଇ ଦେଇଛି। ବିଲରେ ପାଚିଲା ଧାନ ଲହଡି ଭାଙ୍ଗୁଛି। ଗତ ୨ଦିନ ହେବ ଚାଷୀମାନେ ପାଚିଲା ଓ ଦରପାଚିଲା ଧାନକୁ କାଟି ଖଳାକୁ ବୋହିବାରେ ଲାଗିଛନ୍ତି। ଚାଷୀମାନଙ୍କର ନିଦ ହଜି ଯାଇଛି। କେବଳ ଧାନ…

ରାଜ୍ୟରୁ ପୁଣି ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୧୧କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଝାରସୁଗୁଡ଼ାରୁ ଜଣେ ଥିବା ବେଳେ ନୂଆପଡ଼ା ଜିଲାରୁ ଜଣେ ଅଛନ୍ତି। ତେବେ ଆଜି ରାଜ୍ୟରେ…

ଦିନେ କମୁଛି ଦିନେ ବଢ଼ୁଛି : ଆଜି ରାଜ୍ୟରେ ୨୨୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୪ ଜଣ ଲୋକାଲ…

‘ଏ ପର୍ଯ୍ୟନ୍ତ ପିପିଲି ପୀଡ଼ିତାଙ୍କୁ ନ୍ୟାୟ ମିଳିନି’

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ପିପିଲିର ବେବିନା ଗଣବଳାତ୍କାର ଘଟଣାକୁ ସୋମବାର ୧୦ବର୍ଷ ପୂରିଛି। ହେଲେ ଏପର୍ଯ୍ୟନ୍ତ ଅପରାଧୀମାନେ ଦଣ୍ଡ ପାଇନାହାନ୍ତି କି ତଦନ୍ତ କମିଶନ ରିପୋର୍ଟ ବିଧାନସଭାରେ ଉପସ୍ଥାପନ ହୋଇନାହିଁ ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ସୋମବାର ରାଜ୍ୟ କଂଗ୍ରେସ…

ଓବିସିଙ୍କ ପାଇଁ ଆନ୍ଦୋଳନ କରିବ ଭାଜପା

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ଓଡ଼ିଶାରେ ପଛୁଆ ବର୍ଗ ଅବହେଳିତ। ଓବିସିମାନଙ୍କୁ କେବଳ ୧୧.୨୫% ସଂରକ୍ଷଣ କଥା କହି ବାସ୍ତବ କ୍ଷେତ୍ରରେ ରାଜ୍ୟ ସରକାର ମାତ୍ର ୨ରୁ ୩ ପ୍ରତିଶତ ସଂରକ୍ଷଣ ଦେଉଛନ୍ତି। ସ୍କୁଲ କଲେଜରେ ଓବିସି ଛାତ୍ରୀଛାତ୍ରଙ୍କୁ ସଂରକ୍ଷଣ ବ୍ୟବସ୍ଥାରୁ ବଞ୍ଚିତ ରଖାଯାଉଛି।…

ଆଜି ସବୁ ଦଳର ବିଧାୟକଙ୍କ ବୈଠକ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଡିସେମ୍ବର ପହିଲାରୁ ଆରମ୍ଭ ହେବ। ଏଥିରେ ମୋଟ ୨୬ଟି କାର୍ଯ୍ୟଦିବସ ରହିଛି। ଅଧିବେଶନର ଆରମ୍ଭ ଦିନ ରାଜ୍ୟ ସରକାର ଅତିରିକ୍ତ ବଜେଟ ଆଗତ କରିବେ। ହେଲେ ଏହା ପୂର୍ବରୁ ଶାସକ ଦଳକୁ ଘେରିବା ଲାଗି ଏକାଧିକ…

କିଟ୍‌-କିସ୍‌ ଓ ଏନ୍‌ଜିଏମ୍‌ଏ ମଧ୍ୟରେ ବୁଝାମଣା

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): କିଟ୍‌-କିସ୍‌ ଓ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଅଧୀନରେ ଥିବା ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ଏନ୍‌ଜିଏମ୍‌ଏ) ମଧ୍ୟରେ ନୂଆଦିଲ୍ଲୀଠାରେ ସୋମବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ରାଜ୍ୟସଭା ସଦସ୍ୟ ତଥା ଶିକ୍ଷା, ମହିଳା, ଶିଶୁ ଏବଂ ଯୁବ…

୩ ଫେରାର ଅଭିଯୁକ୍ତ ଏବେ ୱାଣ୍ଟେଡ୍‌

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ଠକେଇ ମାମଲାରେ ସମ୍ପୃକ୍ତ ଥାଇ ଫେରାର ୩ ଅଭିଯୁକ୍ତଙ୍କୁ ଓ୍ବାଣ୍ଟେଡ ଘୋଷଣା କରିଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)। ଏମାନଙ୍କ ସମ୍ବନ୍ଧରେ ସୂଚନା ଦେବା ପାଇଁ ଇଓଡବ୍ଲ୍ୟୁ ଫୋନ୍‌ ନମ୍ବର ଜାରି କରିଛି। ସୂଚନା ଦେଲେ…

ଖବରକାଗଜ ବିତରକଙ୍କ ଦାବି ପୂରଣ ହେବ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଖବରକାଗଜ ବିତରକମାନଙ୍କୁ ମିଳିବ ସ୍ବୀକୃତି। ସେମାନଙ୍କୁ ସାମାଜିକ ସୁରକ୍ଷା ବଳୟକୁ ଅଣାଯିବା ସହ ବାସଗୃହ, ସ୍ବାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ। ଖୁବ୍‌ଶୀଘ୍ର ଏ ସମ୍ପର୍କରେ ବିଧିବଦ୍ଧ ଘୋଷଣା କରାଯିବ। ରାଜ୍ୟ ସରକାର ଏଥିଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଖବରକାଗଜ…

‘ମୁଁ ଓଡ଼ିଆ ପୁଅ, ଶେଷ ପର୍ଯ୍ୟନ୍ତ ଲଢିବି’

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଜେଲ୍‌ ଯାଇ ଜାମିନ୍‌ରେ ଆସିଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଏହି ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?