ମେଟ୍ରୋ

ସ୍ମାର୍ଟ ସିଟିରେ ଫ୍ରେଞ୍ଚ ପ୍ରତିନିଧି

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କୋଲକାତାର ଫ୍ରାନ୍ସ କନ୍‌ସୁଲେଟ୍‌ ଜେନେରାଲ୍‌, ଫ୍ରେଞ୍ଚ ଡେଭଲପମେଣ୍ଟ ଏଜେନ୍ସି (ଏଏଫ୍‌ଡି) ଏବଂ ନ୍ୟାସନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଅର୍ବାନ ଆଫାୟାର୍ସ (ଏନ୍‌ଆଇୟୁଏ)ର ଦିଦିଅର୍‌ ତାଲପେନ୍‌ଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ଫ୍ରେଞ୍ଚ ପ୍ରତିନିଧି ଭୁବନେଶ୍ୱର ସ୍ମାର୍ଟ ସିଟି ପରିଦର୍ଶନ କରିଛନ୍ତି। ଏହି ଅବସରରେ…

ନନ୍‌-ସିଡ୍ୟୁଲ ବିମାନକୁ ଭୁବନେଶ୍ବରରେ ମିଳିବନି ଅବତରଣ ଅନୁମତି

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଡିସେମ୍ବର ୧୫ରୁ ଅନ୍ତର୍ଜାତୀୟ ବିମାନ ଯାତ୍ରା ପାଇଁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। କିନ୍ତୁ କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ୍‌’ ପାଇଁ ଏବେ ସରକାର ଚିନ୍ତାରେ ପଡିଛନ୍ତି। ଡେଲଟା ଭାରିଆଣ୍ଟଠାରୁ ‘ଓମିକ୍ରନ୍‌’ ଅଧିକ ମାରାତ୍ମକ ହୋଇଥିବାରୁ ୧୫ରୁ ଅନ୍ତର୍ଜାତୀୟ ବିମାନ…

ଡିସେମ୍ବର ୧ ରୁ ୩୧ ଯାଏ ଶୀତକାଳୀନ ବିଧାନସଭା ଅଧିବେଶନ,ଦିନକୁ ୫ ଘଣ୍ଟା ଚାଲିବ ଗୃହ

ଭୁବନେଶର,୨୭।୧୧(ବ୍ୟୁରୋ): ଶୀତକାଳୀନ ବିଧାନସଭା ଅଧିବେଶନ ଆସନ୍ତା ଡିସେମ୍ବର ୧ରୁ ୩୧ ତାରିଖ ଯାଏ ଚାଲିବ। ତେବେ ଏହା ପୂର୍ବରୁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସୋମବାର ସର୍ବଦଳୀୟ ବୈଠକ ବସିଥିଲା। ସର୍ବଦଳୀୟ ବୈଠକ ସରିବା ପରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପ୍ରତିକ୍ରିୟା ରଖିଛନ୍ତି…

କାନାଡାରେ ହେବ ‘ଅଡିୟୁ ଗୋଦାର୍ଡ’ର ପ୍ରିମିୟର

ଭୁବନେଶ୍ୱର: ଆସନ୍ତା ୧ ତାରିଖରୁ କାନାଡାରେ ଆରମ୍ଭ ହେବାକୁ ଥିବା ମୋଜାଇକ୍‌ ଇଣ୍ଟରନ୍ୟାଶନାଲ ସାଉଥ ଏସିଆନ ଫିଲ୍ମ ଫେଷ୍ଟିଭାଲ (ଏମ୍‌ଆଇଏସ୍‌ଏଏଫ୍‌ଏଫ୍‌)ରେ ଓଡ଼ିଆ ଫିଚର ଫିଲ୍ମ ‘ଅଡିୟୁ ଗୋଦାର୍ଡ’ର ଉତ୍ତର ଆମେରିକୀୟ ପ୍ରିମିୟର ରିଲିଜ ହେବ। ଜାତୀୟ ପୁରସ୍କାର ପ୍ରାପ୍ତ ଅମର୍ତ୍ତ୍ୟ ଭଟ୍ଟାଚାର୍ଯ୍ୟ…

ସଂସଦରେ ଉଠିବ ପରୀ, ମମିତା ପ୍ରସଙ୍ଗ

ଭୁବନେଶ୍ୱର, ୨୯।୧୧(ବ୍ୟୁରୋ): ସଂସଦର ଶୀତକାଳୀନ ଅଧିବେଶନ ଚଳିତ ମାସ ୨୯ରୁ ଆରମ୍ଭ ହୋଇ ଡିସେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ପାସ୍‌ କରିବା ଲାଗି କେନ୍ଦ୍ର ସରକାର ଯୋଜନା ରଖିଛନ୍ତି। ମୁଖ୍ୟତଃ ୩ କୃଷି ଆଇନ…

ରାଜଧାନୀରେ ସୁପାରିକିଲର

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ହତ୍ୟା ପାଇଁ ଭୁବନେଶ୍ୱରରେ ଜଗି ରହିଥିଲେ ସୁପାରିକିଲର। ହେଲେ ଟାର୍ଗେଟ ପୂର୍ବରୁ ମାଡ଼ି ବସିଲା ପୋଲିସ। ଜଣେ ଖସିଯାଇଥିବାବେଳେ ଅନ୍ୟ ଜଣେ ଧରାପଡିଛନ୍ତି। ଶୁକ୍ରବାର ରାତିରେ ନୟାପଲ୍ଲୀ ଥାନା ପୋଲିସ ହାତରେ ଧରାପଡିଥିବା ବନ୍ଧୁକଧାରୀ ଅପରାଧୀ ଜଣକ ସୁପାରିକିଲର ବୋଲି…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୯ ।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୦୯ କୁ ବୃଦ୍ଧି ପାଇଛି। କେବଳ ବରଗଡରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ…

୩୦ରେ ଲଘୁଚାପ, ବାତ୍ୟା ଆଶଙ୍କା

ଭୁବନେଶ୍ୱର, ୨୯ା୧୧(ବ୍ୟୁରୋ): ଓଡ଼ିଶାକୁ ଆଉଏକ ବଡ଼ ବର୍ଷା ଆସୁଛି। ଏଥିସହ ବାତ୍ୟାର ଆଶଙ୍କା ବି ଦୃଢ଼ୀଭୂତ ହେବାରେ ଲାଗିଛି। ଆସନ୍ତା ୩୦ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା କ୍ରମଶଃ ଘନିଭୂତ ହୋଇ…

ରାଜ୍ୟରେ ୧୯୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୧୯୭ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୨…

ହତ୍ୟା ପୂର୍ବରୁ ଧରାପଡ଼ିଲା ସୁପାରି କିଲର

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ହତ୍ୟା ପାଇଁ ଭୁବନେଶ୍ୱରରେ ଜଗି ରହିଥିଲେ ସୁପାରିକିଲର। ହେଲେ ଟାର୍ଗେଟ ପୂର୍ବରୁ ମାଡ଼ି ବସିଲା ପୋଲିସ। ଜଣେ ଖସିଯାଇଥିବା ବେଳେ ଅନ୍ୟଜଣେ ଧରାପଡିଛନ୍ତି। ନୟାପଲ୍ଲୀ ଥାନା ପୋଲିସ ହାତରେ ଧରାପଡିଥିବା ବନ୍ଧୁକଧାରୀ ଅପରାଧୀ ଜଣକ ସୁପରି କିଲର ବୋଲି କମିଶନରେଟ…

୩୦ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ଆସନ୍ତା ୩୦ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏପରିକି ଏହା ବାତ୍ୟାରେ ପରିଣତ ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା…

ଫେରିବ କରୋନା କଟକଣା

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କରୋନାର ସାମ୍ଭାବ୍ୟ ପରିସ୍ଥିତି ଏବଂ ତୃତୀୟ ଲହରକୁ ନଜରରେ ରଖି ସରକାର ପୁଣି ତତ୍ପରତା ଦେଖାଇଛନ୍ତି। ଏଣିକି ପୂର୍ବଭଳି କରୋନା କଟକଣା କଡ଼ାକଡ଼ି ଭାବେ ପାଳନ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ୍‌-୧୯ର ସମ୍ଭାବ୍ୟ ତୃତୀୟ ଲହର ପ୍ରତିରୋଧ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?