ଡେଙ୍ଗୁ: ହାଟ ଅଞ୍ଚଳ ହଟ୍ସ୍ପଟ୍
ଭୁବନେଶ୍ୱର,୨୫।୮:କୋଭିଡ୍ର ଭୟାବହତା ରାଜଧାନୀରୁ ଦୂର ହୋଇ ନ ଥିବାବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ସମସ୍ତ ୬୭ଟି ଓ୍ବାର୍ଡରେ ଡେଙ୍ଗୁ ଆତଙ୍କ ଦେଖାଦେଇଛି। ଏପରିକି ବସ୍ତିରୁ କଲୋନୀ, କଲୋନୀରୁ ବିଧାୟକଙ୍କ ବାସଭବନ ପର୍ଯ୍ୟନ୍ତ ଡେଙ୍ଗୁ ତା’ର କାୟା ମେଲାଇଛି। ବିଭିନ୍ନ ହାଟଅଞ୍ଚଳରୁ…
ଦିନକରେ କରୋନା ନେଲା ୬୯ ଜୀବନ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୫୬୨ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
୫୦% ସଂରକ୍ଷଣ ସୀମା ହଟୁ: ବିଜେଡି
ଭୁବନେଶ୍ୱର,୨୫ା୮(ବ୍ୟୁରୋ):ପଛୁଆବର୍ଗଙ୍କୁ ନେଇ ରାଜନୀତି ଜୋର ଧରିଛି। ଏହାକୁ ନେଇ ବିଜେଡି ଓ ଭାଜପା ପରସ୍ପର ଉପରେ ଦୋଷ ଲଦାଲଦିରେ ଲାଗିଛନ୍ତି। ଦେଶରେ ଜାତିଭିତ୍ତିକ ଜନଗଣନା ହେଉ ଏବଂ ୫୦% ସଂରକ୍ଷଣ ସୀମା ଉଠାଇ ଦିଆଯାଉ। ବିଜେଡି ଏଭଳି ଦାବି ଉଠାଇଛି। ଏହାସହ…
ରାଜ୍ୟରେ ହଜାରେ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ କରୋନା ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୮୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୧୫ ଜଣ କ୍ୱାରାଣ୍ଟାଇନ୍ ଥିଲେ। ୩୭୨ଟି ହେଉଛି ଲୋକାଲ କେସ। ବାକି ୧୩୧ ଜଣ…
ପ୍ରକାଶ ପାଇଲା ମାଟ୍ରିକ୍ ଅଫ୍ଲାଇନ୍ ପରୀକ୍ଷାଫଳ: ପାସ୍ ହାର ୮୦.୮୩%
କଟକ ଅଫିସ,୨୪।୮: ମାଟ୍ରିକ ଅଫ୍ଲାଇନ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ମୋଟ ପାସ ହାର ୮୦.୮୩% ରହିଛି। ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୫୨୩୩ ଜଣ ପାସ କରିଥିବା ବେଳେ ୧୪୧ ଜଣ ଫେଲ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୧୦୦…
ରାଜ୍ୟରୁ ପୁଣି ୬୭ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୭ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୪୯୩କୁ ବୃଦ୍ଧି ପାଇଛି। ୬୭ ମୃତକଙ୍କ ମଧ୍ୟରୁ କଟକରୁ…
ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୮୦ ଛୁଆ କରୋନା ସଂକ୍ରମିତ
ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୬୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷ ମଧ୍ୟରେ। ଆକ୍ରାନ୍ତଙ୍କ ମଧ୍ୟରୁ ୩୬୬…
କେନ୍ଦ୍ର ଅଧୀନ ଶିକ୍ଷାନୁଷ୍ଠାନର ଖାଲି ପଦବୀ ପୂରଣ ଖୁବ୍ଶୀଘ୍ର: ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୪।୮(ବ୍ୟୁରୋ): କେନ୍ଦ୍ର ଅଧୀନସ୍ଥ ଶିକ୍ଷାନୁଷ୍ଠାନରେ ଖାଲି ପଡିଥିବା ଅଧ୍ୟାପକ ପଦବୀ ସଂଖ୍ୟା ଖୁବଶୀଘ୍ର ପୂରଣ ହେବ। ଏହି ପଦବୀ ନିଯୁକ୍ତିରେ ଅନ୍ୟାନ୍ୟ ପଛୁଆ ବର୍ଗ ଓବିସି ଓ ଆର୍ଥିକ ଅନଗ୍ରସର ବର୍ଗର ଲୋକଙ୍କୁ ପ୍ରଧାନ୍ୟ ଦିଆଯିବ ବୋଲି ସୋମବାର ନୂଆଦିଲ୍ଲୀ…
ସମସ୍ୟା ବଢ଼ାଇଲା କମ୍ ବୃଷ୍ଟି
ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ ସ୍ବାଭାବିକଠାରୁ ୨୮.୮% କମ୍ ବୃଷ୍ଟିପାତ ହୋଇଛି। ବିଶେଷକରି ଚଳିତ ଅଗଷ୍ଟ ମାସରେ ୫୦% କମ୍ ବର୍ଷା ହୋଇଛି। ଏଥିଯୋଗୁ ୧୫ ଜିଲାର ପ୍ରାୟ ୩୦ ବ୍ଲକରେ ମରୁଡ଼ି ସ୍ଥିତି ସୃଷ୍ଟି ହୋଇଛି। ସେଥିମଧ୍ୟରେ ଅନୁଗୋଳ ଜିଲାର ୪, ବଲାଙ୍ଗୀରର…
ସୁଯୋଗ ଦେଲେ ପିଲା ଇତିହାସ ସୃଷ୍ଟି କରିିବେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରେ ସୋମବାର ଦ୍ବିତୀୟ ପର୍ଯ୍ୟାୟରେ ଆଉ ୧୦ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଶେରଗଡ଼ ବ୍ଲକର ୫ ସ୍କୁଲ ଓ ହିଞ୍ଜିଳି ବ୍ଲକର ୫ ସ୍କୁଲ ଲୋକାର୍ପିତ ହୋଇଛି। ଏଗୁଡ଼ିକ ହେଉଛି, ବୃନ୍ଦାବନ…
ପିଏମ୍ଏଫ୍ବିୱାଇ ରାଶି ମିଳୁନି
ଭୁବନେଶ୍ୱର,୨୪।୮(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍ଏଫ୍ବିୱାଇ)ର ସୁଫଳ ରାଜ୍ୟର ଚାଷୀଙ୍କୁ ମିଳୁନାହିଁ। ବୀମା କମ୍ପାନୀଗୁଡ଼ିକ ଚାଷୀଙ୍କ ପ୍ରିମିୟମ ପଇସା ନେଇ ମାଲାମାଲ ହେଉଛନ୍ତି। ବନ୍ୟା, ବାତ୍ୟା, ମରୁଡ଼ିରେ ଚାଷୀଙ୍କ ଫସଲ ଉଜୁଡ଼ିଯାଉଛି। ଏଭଳି ଦୟନୀୟ ସ୍ଥିତିରେ ବୀମା ହିଁ ଚାଷୀଙ୍କ…
ଓଡ଼ିଶା ଆସୁଛନ୍ତି ମୋହନ ଭାଗବତ
ଭୁବନେଶ୍ୱର,୨୩ା୮(ବ୍ୟୁରୋ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ମୁଖ୍ୟ ମୋହନ ଭାଗବତ ମଙ୍ଗଳବାର ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ସମୟରେ ସେ ସଂଘ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଅଗଷ୍ଟ ୨୬ରେ ଭାଗବତ ପୁରୀରେ ଶ୍ରୀଜୀଉଙ୍କ…
Archives


