ଦୁର୍ଗା ପୂଜା ପ୍ରସ୍ତୁତି ବୈଠକରେ ବଡ଼ ନିଷ୍ପତ୍ତି: ଭସାଣିରେ ଆଉ ବାଜିବନି…
ଭୁବନେଶ୍ବର,୧।୯: ଆଗକୁ ଦୁର୍ଗାପୂଜା। ଏନେଇ ବିଭିନ୍ନ କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମିଶନରେଟ୍ ପୋଲିସ ଏବଂ ଦୁର୍ଗା ପୂଜା କମିଟି ପକ୍ଷରୁ ସୋମବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି।…
୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ ସମ୍ମିଳନୀରେ ଯୋଗଦେବେ। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀ ଏବଂ କେନ୍ଦ୍ରୀୟ ନେତୃତ୍ୱକୁ ଭେଟିବାର କାର୍ଯ୍ୟକ୍ରମ ରହିଛି।
‘କପି ପେଷ୍ଟ ଶାସନ ଧାରା ଜାରି ରଖିଛି ଭାଜପା’
ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ସହରୀକରଣର ନୂଆ ଅଭିଯାନ ଅନ୍ତର୍ଗତ ଏନ୍ଏସି ଓ ମ୍ୟୁନିସିପାଲିଟି ଘୋଷଣା କଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହୁଥିବା ବେଳେ ବାସ୍ତବରେ ଏଥିରେ କୌଣସି ନୂତନତା ନାହିଁ ବୋଲି ବିଜେଡି କହିଛି। ଏଥିରୁ ଅଧିକାଂଶ ଘୋଷଣା ପୂର୍ବରୁ ନବୀନ…
ଆସନ୍ତା ୩ ତାରିଖ ଯାଏ ଅତି ପ୍ରବଳ ବର୍ଷା: ଏସବୁ ଜିଲା ପାଇଁ ଓ୍ବାର୍ନିଂ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା…
ଭୁବନେଶ୍ୱର, ୩୧ା୮(ବନ୍ଦନା ସେଠୀ) – ବର୍ତ୍ତମାନ ରାଜ୍ୟରେ ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରପ୍ ପ୍ରଭାବରେ ବର୍ଷା ଲାଗିରହିଛି। ଗତ ୨୪ଘଣ୍ଟାରେ ସର୍ବାଧିକ କନ୍ଧମାଳ ଜିଲା ଫିରିଙ୍ଗିଆ ଅଞ୍ଚଳରେ ୧୨.୫ ସେ.ମି ବର୍ଷା ରେକର୍ଡ କରାଯାଇଛି। ତେବେ ଆସନ୍ତା ୨ ତାରିଖ ବେଳକୁ…
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସାର ଯୋଗାଣ ତ୍ୱରାନ୍ୱିତ, ୬୨ ଡିଲରଙ୍କ ଲାଇସେନ୍ସ ବାତିଲ
ଭୁବନେଶ୍ୱର,୩୧।୮: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଖରିଫ ୨୦୨୫ ପାଇଁ ରାଜ୍ୟରେ ସାର ଯୋଗାଣ ତ୍ୱରାନ୍ୱିତ କରାଯାଇଛି। ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ନିୟମିତ ସମୀକ୍ଷା କରୁଛନ୍ତି। ରାଜ୍ୟରେ ପର୍ଯ୍ୟାପ୍ତ ସାର ମହଜୁଦ ଥିବା ସୂଚନା ଦେଇ ଚାଷୀଙ୍କୁ ଆତଙ୍କିତ ନ…
୧୬ ନୂଆ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏଥିରେ ରହିଛି…
ଭୁବନେଶ୍ୱର,୩୧ା୮: ସ୍ବାୟତ୍ତ ଶାସନ ଦିବସ ପାଳନ ଅବସରରେ ରାଜ୍ୟରେ ଆଉ ୧୬ ନୂଆ NAC ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ନୂଆ ଏନ୍ଏସିଗୁଡ଼ିକ ମଧ୍ୟରେ ବଲାଙ୍ଗୀରର ଲୋଇସିଂହା, ସୋହେଲା, କଟକର ବଡ଼ମ୍ବା, ନରସିଂହପୁର, ସାଲେପୁର, ଗଁଦିଆ, ଜଗନ୍ନାଥପ୍ରସାଦ,…
ଆଉ ୭ ନୂଆ ମ୍ୟୁନିସିପାଲିଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ତାଲିକାରେ ରହିଛି…
ଭୁବନେଶ୍ୱର,୩୧ା୮: ଆଜି ଅର୍ଥାତ୍ ରବିବାର ସ୍ବାୟତ୍ତ ଶାସନ ଦିବସ। ଏହି ଅବସରରେ ଆଉ ୭ ନୂଆ ମ୍ୟୁନିସିପାଲିଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ନୂଆ ମ୍ୟୁନିସିପାଲିଟି ମଧ୍ୟରେ ମୟୂରଭଞ୍ଜର କରଞ୍ଜିଆ, ବୌଦ୍ଧ, ଗଞ୍ଜାମର ଭଞ୍ଜନଗର, ଆସିକା, ଛତ୍ରପୁର,…
ଖଣି ମାଲିକଙ୍କ ଘରେ ED ଚଢ଼ାଉ: ୧୦ ଦାମୀ କାର, ୩ ସୁପର ବାଇକ୍ ସହ…
ଭୁବନେଶ୍ୱର,୩୧ା୮: ଖଣି ମାଲିକ ଶକ୍ତି ରଞ୍ଜନ ଦାଶଙ୍କ ଘରେ ଇଡି ଚଢାଉ ହୋଇଛି। ଶକ୍ତିଙ୍କ ନୟାପଲ୍ଲୀ ସ୍ଥିତ ଘରେ ହିମାଚଳ ପ୍ରଦେଶ ED ଟିମ୍ ଚଢ଼ାଉ କରିଛି। ହିମାଚଳ ପ୍ରଦେଶ ପୋଲିସ ସିଆଇଡି ନିକଟରେ ମାମଲା ରୁଜୁ ପରେ ଏହି ଚଢ଼ାଉ…
ଆଜି ନୂଆ NAC ଘୋଷଣା! ତାଲିକାରେ ଆପଣଙ୍କ ସହର…
ଭୁବନେଶ୍ୱର: ଆଜି ଘୋଷଣା ହୋଇପାରେ ନୂଆ ଏନଏସି। ଆଜି ରାଜ୍ୟରେ ୯ଟି ନୂଆ ନୋଟିଫାଏଡ ଏରିଆ କାଉନସିଲ (NAC) ସରକାର ଘୋଷଣା କରିପାରନ୍ତି ବୋଲି ସୂଚନା ମିଳିଛି। ଏହି ନୂଆ NAC ଗୁଡିକ ହେଉଛି: ସାଲେପୁର, ଟାଙ୍ଗୀ, ଯଶୀପୁର, କପ୍ତିପଦା, ଲୋଇସିଂହା,…
ବିଜେଡିରେ ଚାଲିଛି କ’ଣ? ଆଲୋଚନାରେ…
ଭୁବନେଶ୍ୱର,୩୧ା୮(ସୁନିତ୍ ମିଶ୍ର): ବିଜେଡି ଯୁବ ଓ ଛାତ୍ର ସଭାପତି ଚୟନକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ ଦୂରହେବାର ନାଁ ଧରୁନାହିଁ। ଏନେଇ ଉଭୟ ଛାତ୍ର ଓ ଯୁବ ଜନତା ଦଳର ବହୁ ଅସନ୍ତୁଷ୍ଟ ନେତା ମେଳି ବାନ୍ଧିଛନ୍ତି। କେଉଁ ଆଧାରରେ ଚିନ୍ମୟ…
ଶ୍ରୀମନ୍ଦିରରେ ଦର୍ଶନ ପାଇଁ ଟଙ୍କା କାରବାର! ମାଗୁଛନ୍ତି…
ପୁରୀ,୩୧ା୮(ଅଜିତ୍ କୁମାର ମହାନ୍ତି): ଅନ୍ଲାଇନରେ ମହାପ୍ରଭୁଙ୍କ ପୂଜା ହେବା ନେଇ ଏକ ଆପ୍ରେ ଦର୍ଶାଯାଇଛି। ଏହା ସୋସିଆଲ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି। ‘ପୂଜା ପରିସେବା ଡଟ୍ କମ’ ନାମକ ଏକ ଅନଲାଇନ ଆପ୍ଲିକେସନ ମାଧ୍ୟମରେ ଅନ୍ଲାଇନରେ ମହାପ୍ରଭୁଙ୍କ ସେବାକରିବା ନେଇ…
ପଛକୁ ପଛ ଆସୁଛି ୨ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷିବ !
ଭୁବନେଶ୍ୱର,୩୧ା୮(ଅନୁରାଧା ମହାରଣା): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଥିବାବେଳେ ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ହୋଇଛି। ଆଉ କିଛି ସ୍ଥାନରେ ଖରା ଓ ଗୁଳୁଗୁଳି ସହ ହାଲୁକା ବର୍ଷା…
Archives


