ଧଉଳି ପାଇଁ ୧ କୋଟି ମଞ୍ଜୁର
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଧଉଳି ଶାନ୍ତି ସ୍ଥୂପର ମରାମତି, ରକ୍ଷଣାବେକ୍ଷଣ, ସୌନ୍ଦର୍ଯ୍ୟକରଣ ଏବଂ ଏହାର ଆଖପାଖ ଅଞ୍ଚଳର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାର ୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଖୋର୍ଦ୍ଧା ପ୍ରକଳ୍ପ ଅଧିକାରୀଙ୍କ ୨୦୧୯-୨୦ ସ୍ପେଶାଲ ପ୍ରୋବ୍ଲେମ ଫଣ୍ଡ(ଏସ୍ପିଏଫ୍) ଆକାଉଣ୍ଟରେ ଥିବା…
ରାଜଧାନୀରେ ବ୍ୟାଟେରି ଚୋରି ଗ୍ୟାଙ୍ଗ୍ର ଆଡ୍ଡା
ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାସ୍ତା ପାର୍ଶ୍ୱ, ଘର ଆଗରେ ରହୁଥିବା ବଡ଼ ଓ ଦାମୀ ଗାଡ଼ିରୁ ବ୍ୟାଟେରି ଚୋରି କରୁଥିଲେ। ବିଭିନ୍ନ ଜିଲାରୁ ଏସବୁ ଚୋରି ବ୍ୟାଟେରିକୁ ଭୁବନେଶ୍ୱର ଆଣି ଏକାଠି କରିବା ପରେ ପଶ୍ଚିମବଙ୍ଗକୁ ଚାଲାଣ କରୁଥିଲେ। ରାଜ୍ୟରେ ସକ୍ରିୟ ରହିଥିବା ଏପରି…
ପୁରୀକୁ ଚାଲିବ ବନ୍ଦେ ଭାରତ ଟ୍ରେନ୍
ପୁରୀ ଅଫିସ୍/ ସାକ୍ଷୀଗୋପାଳ (ସ୍ବ.ପ୍ର./ଡି.ଏନ୍.ଏ.) ଭୁବନେଶ୍ୱର, ୨୦।୮(ବ୍ୟୁରୋ) ଦେଶରେ ଚାଲିବାକୁ ଥିବା ୭୫ଟି ବନ୍ଦେ ଭାରତ ଟ୍ରେନ ମଧ୍ୟରୁ ଗୋଟିଏ ପୁରୀକୁ ଚଳାଚଳ କରିବ। ପୁରୀ ଏକ ଅନ୍ତର୍ଜାତୀୟ ପର୍ଯ୍ୟଟନସ୍ଥଳୀ ହୋଇଥିବାରୁ ଓ ଜଗନ୍ନାଥ ସଂସ୍କୃତି ସହ ଯୋଡ଼ିହୋଇ ରହିଥିବାରୁ ରେଳପଥର…
ପୁଣି ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୭୨୨୩କୁ ବୃଦ୍ଧି
ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍ ଲାଗୁନି। ଆଜି ସର୍ବାଧିକ ୬୯ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…
ଆଜି ରାଜ୍ୟରୁ ୯୮୬ କରୋନା ଆକ୍ରାନ୍ତ ଚିହ୍ନଟ, ମୁଣ୍ଡବ୍ୟଥାର କାରଣ ପାଲଟିଛି ଖୋର୍ଦ୍ଧା
ଭୁବନେଶ୍ୱର,୨୦ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୯୮୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୯,୯୧୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୭୪ ଜଣ ଚିହ୍ନଟ…
ପୂରଣ ହେବ ୧୧,୦୦୬ ନର୍ସିଂ ଅଫିସର ପଦବୀ
ଭୁବନେଶ୍ୱର,୧୯ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ପାଇଁ ୧୧,୦୦୬ ନୂତନ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି । ଏହି ପଦବୀଗୁଡ଼ିକ ରାଜ୍ୟର ସମସ୍ତ ଜିଲାର ମୁଖ୍ୟ ଚିକିତ୍ସାଳୟ…
ବିଧାନସଭା ପ୍ରବେଶ ପାଇଁ ଆର୍ଟି-ପିସିଆର୍ ବାଧ୍ୟତାମୂଳକ
ଭୁବନେଶ୍ୱର,୧୯ା୮(ବ୍ୟୁରୋ): ସେପ୍ଟେମ୍ବର ପହିଲାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଅଧିବେଶନ ପୂର୍ବରୁ ବିଧାନସଭାର ସମସ୍ତ ସଦସ୍ୟ, ସେମାନଙ୍କ ଡ୍ରାଇଭର ଏବଂ ବ୍ୟକ୍ତିଗତ କର୍ମଚାରୀ, ବିଧାନସଭାରେ କାର୍ଯ୍ୟରତ ସମସ୍ତ ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧିମାନଙ୍କର ମଧ୍ୟ ଆର୍ଟି-ପିସିଆର୍ ଟେଷ୍ଟ ବାଧ୍ୟତାମୂଳକ…
ରାଜ୍ୟରେ ବଢୁଛି ସଂକ୍ରମିତ ଶିଶୁଙ୍କ ସଂଖ୍ୟା
ଭୁବନେଶ୍ୱର,୧୯।୮(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ପୁଣି ଥରେ ହଜାରେ ଡେଇଁଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ଆଉ ୧୦୪୧ ନୂତନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦୫ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଥିବାବେଳେ ୪୩୬ଜଣ ସ୍ଥାନୀୟ ସଂକ୍ରମିତ…
ଅଡୁଆରେ ଏମ୍ପି ଭର୍ତ୍ତୃହରି: ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବୋହୂ
ଭୁବନେଶ୍ୱର,୧୯ା୮(ବ୍ୟୁରୋ): ଏମ୍ପି ଭର୍ତ୍ତୃହରି ମହତାବଙ୍କ ନାଁରେ ବୋହୂ ସାକ୍ଷୀ ମଧ୍ୟପ୍ରଦେଶର ଭୋପାଳ ମହିଳା ଥାନାରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସ୍ବାମୀ ଲୋକରଞ୍ଜନ, ଶାଶୁ ଏବଂ ଶ୍ୱଶୁର ଭର୍ତ୍ତୃହରିଙ୍କ ନାମରେ ଏପରି ଅଭିଯୋଗ ଆଣିଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ୨୦୧୬ ମସିହାରେ…
ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁଅ ସଂଗ୍ରାମଙ୍କ ପରଲୋକ
ଭୁବନେଶ୍ୱର,୧୯।୮(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁଅ ତଥା ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ମାତ୍ର ୪୪ ବର୍ଷ ହୋଇଥିଲା। ସେ କରୋନା ସଂକ୍ରମିତ ହେବା ପରେ ଗୁରୁତର ହୋଇପଡ଼ିଥିଲେ। ମେ’…
ଖୋଲିଲା ୪ ନଂ. ମାଛ ମାର୍କେଟ
ଭୁବନେଶ୍ୱର,୧୯।୮: ୧୦ ଦିନ ଧରି ସିଲ୍ ହୋଇ ରହିଥିବା ୟୁନିଟ୍-୪ ମାଛ ମାର୍କେଟ ବୁଧବାରଠାରୁ ଖୋଲିଛି। ବ୍ୟବସାୟୀ ସଂଘର ଅନୁରୋଧକୁ ବିଚାର କରି କୋଭିଡ୍ କଟକଣା ମଧ୍ୟରେ ମାଛ ମାର୍କେଟ ଖୋଲିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଅନୁମତି ଦିଆଯାଇଥିବା…
ପ୍ଲାଣ୍ଟ୍ ସୁପରଭାଇଜରଙ୍କୁ ମାଡ଼, ଭଉଣୀଙ୍କୁ ଫାର୍ସା ଚୋଟ
ଭୁବନେଶ୍ୱର,୧୯।୮(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲ ଅକ୍ସିଜେନ ପ୍ଲାଣ୍ଟ୍ରୁ ଚୋରି ଘଟଣାକୁ କେନ୍ଦ୍ରକରି ବୁଧବାର ପ୍ଲାଣ୍ଟ୍ ସୁପରଭାଇଜର ମନୋଜ ନାୟକ ଓ ତାଙ୍କ ଭଉଣୀଙ୍କୁ ଆକ୍ରମଣ ହୋଇଛି। ଦୁର୍ବୃତ୍ତଙ୍କ ମାଡ଼ରେ ମନୋଜ ଆହତ ହୋଇଥିବାବେଳେ ଭାଇଙ୍କୁ ରକ୍ଷା କରିବାକୁ ଯାଇ ଫାର୍ସା ଚୋଟର ଶିକାର…
Archives


