ଖାରଜ ହୋଇଗଲା ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କ ପିଟିଶନ
କଟକ ଅଫିସ,୮ା୧୦: ୨୦୨୦ ଡିସେମ୍ବର ୧୮ରେ ପୋଲିସ କମିଶନର ଝାରପଡା ଜେଲରେ ଥିବା ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ ଜାତୀୟ ନିରାପତ୍ତା ଆଇନ(ଏନ୍ଏସ୍ଏ)ରେ ଅଟକ ରଖିବାକୁ ନିର୍ଦ୍ଦେଶନାମା ଜାରି କରିଥିଲେ। ଏହାକୁ ଡିସେମ୍ବର ୨୮ରେ ରାଜ୍ୟ ଗୃହ ବିଭାଗ ମଞ୍ଜୁର କରିଥିଲା। ଏହି…
ଜେଲ ଗଲେ ଚିଲିକା ବିଧାୟକ
ଭୁବନେଶ୍ୱର,୮ା୧୦: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଶୁକ୍ରବାର ଜେଲ ଯିବାକୁ ପଡିଛି। ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ଶୁକ୍ରବାର ତାଙ୍କର ଜାମିନ ଆବେଦନ ଖାରଜ ହୋଇଯାଇଛି। ଫଳରେ ପୋଲିସ ବିଧାୟକ ଜଗଦେବଙ୍କ ଖୋର୍ଦ୍ଧା ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲା। ତାଙ୍କର କୋଭିଡ୍ ଆଣ୍ଟିଜେନ…
ସ୍କୁଲ ଛୁଟି
ଭୁବନେଶ୍ୱର,୮।୧୦: ରାଜ୍ୟରେ ୧୦ରୁ ୨୦ ଯାଏ ସ୍କୁଲ ଛୁଟି ରହିବ। ଦଶହରା ଓ କୁମାର ପୂର୍ଣ୍ଣିମା ପାଇଁ ଏହି ଛୁଟି ଘୋଷଣା କରିଛନ୍ତି ଗଣଶିକ୍ଷା ବିଭାଗ। ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନଙ୍କୁ ଏନେଇ ସୂଚନା ଦିଆଯାଇଛି। ତେବେ ଛୁଟି ପରେ ୨୧ରୁ ନବମ,…
ଓଏଏସ୍ ପରୀକ୍ଷାରେ ଅଶ୍ୱିନୀ ଟପ୍ପର
ଭୁବନେଶ୍ୱର,୮।୧୦: ୨୦୧୯ ଓଏଏସ୍ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି । ଏଥିରେ ଅଶ୍ୱିନ ପଣ୍ଡା ଟପ୍ପର ହୋଇଛନ୍ତି। ଟପ୍ ୧୦ରେ ଥିବା କୃତି ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅଛନ୍ତି ୩ ଝିଅ । ବିଭିନ୍ନ ବର୍ଗରୁ ପ୍ରାୟ ୧୫୩ ପରୀକ୍ଷାର୍ଥୀ କୃତକାର୍ଯ୍ୟ…
ଡିଏଫ୍ଓ, ରୋଷେୟାଙ୍କ ବିରୋଧରେ କିଛି ମିଳିଲା ନାହିଁ
ଭୁବନେଶ୍ୱର,୮ା୧୦: ବହୁ ଚର୍ଚ୍ଚିତ ପାରଳାଖମୁଣ୍ଡି ଏସିଏଫ୍ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ଡିଏଫ୍ଓ ଏବଂ ରୋଷେୟାଙ୍କୁ କ୍ଲିନ ଚିଟ୍ ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା। ତଦନ୍ତରୁ ଡିଏଫ୍ଓ ସଂଗ୍ରାମ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ କୌଣସି…
ସୌମ୍ୟ ଜଳୁଥିଲେ, ଲିଭାଇ ନ ଥିଲେ ବିଦ୍ୟାଭାରତୀ
ଭୁବନେଶ୍ୱର,୮ା୧୦: ବହୁ ଚର୍ଚ୍ଚିତ ପାରଳାଖମୁଣ୍ଡି ଏସିଏଫ୍ ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ଏକ ଦୁର୍ଘଟଣା ଜନିତ। ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା। ସୌମ୍ୟଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀ ଏବଂ ତଦନ୍ତରୁ ଏହା ଏକ…
ଆଜି ପ୍ରକାଶ ପାଇବ ପଞ୍ଚାୟତ ନିର୍ବାଚନ ଲାଗି ସଂରକ୍ଷଣ ଚିଠା ତାଲିକା
ଭୁବନେଶ୍ୱର,୮।୧୦(ବ୍ୟୁରୋ): ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥା ନେଇ ସଂରକ୍ଷଣ ଚିଠା ତାଲିକା ଶୁକ୍ରବାର ପ୍ରକାଶ ପାଇବ । କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ, ସେ ନେଇ ଜିଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଇବ। ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ…
ପାର୍ବଣରେ ପୁଣି ଫେରିଛି କରୋନା, ୩ ମାସ ଯାଏ ସତର୍କ ରୁହ
ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଦିନେ ବଢ଼ିଲେ ଦିନେ କମୁଛି କରୋନା ସଂକ୍ରମଣ। ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଏହି ସମୟରେ ଭିଡ ବୃଦ୍ଧି ପାଇବାର ଆଶଙ୍କା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କ ସହଯୋଗ ଲୋଡିଛନ୍ତି ସରକାର। ସତର୍କତା ଅବଲମ୍ବନ ନ କଲେ…
ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି, ବଢ଼ିଲା ମହଙ୍ଗା ଭତ୍ତା
ଭୁବନେଶ୍ୱର,୮ା୧୦(ବ୍ୟୁରୋ): ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ପୂଜା ଭେଟି ଘୋଷଣା କରିଛନ୍ତି। ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସରକାରୀ କର୍ମଚାରୀ ଓ ପେନ୍ସନ ଭୋଗୀଙ୍କ ପାଇଁ ଏହି ବର୍ଦ୍ଧିତ ଭତ୍ତା ଘୋଷଣା କରିଛନ୍ତି। ୧୧ ପ୍ରତିଶତ ମହଙ୍ଗା…
ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୩୮କୁ ବୃଦ୍ଧି
ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରେ କରୋନା ରୋଗୀଙ୍କ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି। ପ୍ରତିଦିନ କୌଣସି ନା କୌଣସି କରୋନା ରୋଗୀଙ୍କ ମୃତ୍ୟୁ ଘଟୁଛି। ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ବି ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…
ଶ୍ରୀମନ୍ଦିରରେ ଗୁପ୍ତ ଗୁଣ୍ଡିଚା ନୀତି ଆରମ୍ଭ
ପୁରୀ ଅଫିସ,୮।୧୦: ମୂଳାଷ୍ଟମୀଠାରୁ ଶ୍ରୀମନ୍ଦିରରେ ମା’ ବିମଳାଙ୍କ ଷୋଡ଼ଶ ଦିନାମତ୍କ ପୂଜା ଆରମ୍ଭ ହେବା ସହ ଦୁର୍ଗାମାଧବ ଉପାସନା ଚାଲିଛି। ତେବେ ଏହି ପରିପ୍ରେକ୍ଷୀରେ ଗୁରୁବାର ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଗୁପ୍ତ ଗୁଣ୍ଡିଚା। ଶ୍ରୀମନ୍ଦିର ମା’ ବିମଳାଙ୍କ ପୀଠରୁ ଦୁର୍ଗାମାଧବ ରଥାକୃତି…
‘ଦେଶରେ ଅଧିକ ବ୍ଲୁ ଫ୍ଲାଗ ବିଚ୍ କରାଯିବ’
ପୁରୀ ଅଫିସ,୮।୧୦: ସାଗର ତଟ ଅଭିଯାନ ଓ ୭୫ତମ ଆଜାଦି କା ଅମୃତ ମହୋତ୍ସବ ଗୁରୁବାର ବ୍ଲୁ ଫ୍ଲାଗ ବିଚ୍ରେ ଅନୁଷ୍ଠିତ ହୋଇଯାଇଛି। ଦେଶର ୧୦ଟି ବେଳାଭୂମିରେ ଏକକାଳୀନ ଏହି କାର୍ଯ୍ୟକ୍ରମ କରାଯାଇ ସଚେତନତା ବାର୍ତ୍ତା ପ୍ରଦାନ କରାଯାଇଛି। ପୁରୀ କାର୍ଯ୍ୟକ୍ରମରେ…
Archives


