ମେଟ୍ରୋ

ପହିଲାରୁ ଖୋଲିବ ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର,୧୯।୮ (ଡି.ଏନ୍‌.ଏ.): କୋଭିଡ୍‌ ୨ୟ ଲହର ଯୋଗୁ ଗତ ୩ମାସରୁ ଊର୍ଦ୍ଧ୍ୱ ବନ୍ଦ ରହିଥିବା ଶ୍ରୀଲିଙ୍ଗରାଜ ମନ୍ଦିର ଆସନ୍ତା ସେପ୍ଟେମ୍ବର ପହିଲାରୁ ଶ୍ରଦ୍ଧାଳୁଙ୍କ ଦର୍ଶନ ନିମନ୍ତେ ଖୋଲିବ। ବୁଧବାର ଅନୁଷ୍ଠିତ ଟ୍ରଷ୍ଟ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କୋଭିଡ୍‌…

୨୩ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୯।୮(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା ଅତିକ୍ରମ କରିଛି। ଯେତିକି ବର୍ଷା ହେବା କଥା ହେଲା ନାହିଁ। ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ କିଛି ମାତ୍ରାରେ ବର୍ଷା ହୋଇଥିଲେ ମଧ୍ୟ ରାଜ୍ୟର ଅଧିକାଂଶ ଭାଗରେ ନିଅଣ୍ଟିଆ ପରିସ୍ଥିତି ରହିଛି। ପାଣିପାଗ…

ଜୁଲାଇ ସୁଦ୍ଧା ବିର୍ସା ମୁଣ୍ଡା ହକି ଷ୍ଟାଡିୟମ

ଭୁବନେଶ୍ୱର(ବ୍ୟୁରୋ)/ରାଉରକେଲା ଅଫିସ୍‌,୧୯।୮: ରାଉରକେଲା ବିପିୟୁଟି କ୍ୟାମ୍ପସ ପରିସରରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟ ୨୦୨୨ ଜୁଲାଇ ସୁଦ୍ଧା ଶେଷ ହେବ। ଷ୍ଟାଡିୟମ୍‌ ପୂର୍ଣ୍ଣାଙ୍ଗ ରୂପ ନେଲେ ଫୁଟ୍‌ବଲ ସମେତ ଅନ୍ୟ ଆଥଲେଟିକ୍ସ କ୍ରୀଡ଼ାକୁ ନୂଆ ଦିଗ…

ଆଜି ଓଡ଼ିଶା ଆସୁଛନ୍ତି ୨ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ସମସ୍ତ କେନ୍ଦ୍ରମନ୍ତ୍ରୀ ଦେଶର ପ୍ରାୟ ୨୧୨ ସଂସଦୀୟ କ୍ଷେତ୍ରକୁ ଯାଇ ଜନ ଆଶୀର୍ବାଦ ଲୋଡ଼ିବେ। ଜନ ଆଶୀର୍ବାଦ ଯାତ୍ରା ୧୪୨ ଦିନ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀମାନେ ଲୋକମାନଙ୍କ ସହ…

ଟିକା ନେଇ ବି ୩୧,୭୧୨ ସଂକ୍ରମିତ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ଟିକା ନେବା ପରେ ବି ସଂକ୍ରମଣ ହେଉଛି। ରାଜ୍ୟରେ ଟିକା ନେଇଥିବା ୩୧,୭୧୨ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ପ୍ରଥମ ଡୋଜ୍‌ ନେଇଥିବା ୧୭,୮୨୪ଜଣ ଓ ଦ୍ୱିତୀୟ ଡୋଜ୍‌ ଟିକା ନେବା ପରେ ୧୩,୮୮୮ଜଣ ସଂକ୍ରମିତ ହୋଇଛନ୍ତି। ଏନେଇ ରାଜ୍ୟ…

ଦିନକରେ କରୋନା ନେଲା ୬୮ ଜୀବନ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନାରେ ୬୮ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୧୫୪ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ରାଜ୍ୟରେ ହଜାରେ ପୁଣି ବଢିଲା କରୋନା ସଂକ୍ରମଣ: ଆଜି ହଜାରେ ଉପରେ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ କରୋନା ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ କିନ୍ତୁ ଗୁରୁବାର ପୁଣି ସଂକ୍ରମଣ କିଛିଟା ବଢି ୧୦୪୧ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୦୫ ଜଣ କ୍ୱାରାଣ୍ଟାଇନ୍‌…

ଆଶାକର୍ମୀଙ୍କୁ ରାସ୍ତାରେ ହାଣିଲେ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଭାଇକୁ ବଞ୍ଚାଇବାକୁ ଯାଇ ଆକ୍ରମଣର ଶିକାର ହୋଇଛନ୍ତି କ୍ୟାପିଟାଲ ଥାନା ଅଞ୍ଚଳର ଜଣେ ଆଶାକର୍ମୀ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କିଛି ଲୋକ ମନୋଜଙ୍କୁ ମାଡ ମାରୁଥିବା ବେଳେ ଭଉଣୀ ମଞ୍ଜୁଲତା(ଆଶାକର୍ମୀ) ବିରୋଧ କରିବାରୁ ଜଣେ ଦୁର୍ବୃତ୍ତ ତାଙ୍କୁ ହାଣି…

ଖୋଲିପାରେ ପ୍ରାଥମିକ ସ୍କୁଲ

ଭୁବନେଶ୍ୱର, ୧୮।୮(ବ୍ୟୁରୋ): ରାଜ୍ୟରେ ପ୍ରାଥମିକ ଶ୍ରେଣୀ ଖୋଲିବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍‌ସିପିସିଆର୍‌) ରାଜ୍ୟ ସରକାରଙ୍କୁ ସୁପାରିଶ କରିବେ। ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ଅଫ୍‌ଲାଇନ ଶିକ୍ଷାଦାନ ଆରମ୍ଭ କରିବା ପାଇଁ କୁହାଯିବ। ଏ ନେଇ…

୧୦ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ବର,୧୮।୮: ରାଜ୍ୟର ୧୦ରୁ ଊର୍ଦ୍ଧ୍ୱ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଏନେଇ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ…

ଭିଜିଲାନ୍ସ ହାତରେ ମହିଳା କଲେଜର କିରାଣି

କଟକ ଅଫିସ,୧୮ା୮: କଟକ କଲ୍ୟାଣୀ ସ୍ଥିତ କୁସୁମଦେବୀ ସତସଙ୍ଗ ମହିଳା କଲେଜର କନିଷ୍ଠ କିରାଣୀ ଜ୍ୟୋତ୍ସ୍ନା ପରିଡ଼ା ବୁଧବାର ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ଅଭିଯୋଗକାରୀ ରାଧାରାଣୀ ସାହୁଙ୍କ ସ୍ବାମୀ…

‘୫୦% ପିଲାଙ୍କଠାରେ ରୋଗ ପ୍ରତିରୋଧକ ଶକ୍ତି ବଢିଛି’

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ପକ୍ଷରୁ ମଙ୍ଗଳବାର ‘କୋଭିଡର ତୃତୀୟ ଲହର ଓ ପିଲାଙ୍କ ଉପରେ ଏହାର ପ୍ରଭାବ’କୁ ନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଆୟୋଗର ଅଧ୍ୟକ୍ଷା ସାବତୀ ପ୍ରଧାନ କୋଭିଡରୁ ପିଲାଙ୍କ ସୁରକ୍ଷାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri