ମେଟ୍ରୋ

ଖସୁଛି କରୋନା ଗ୍ରାଫ୍‌: ଆଜି ହଜାରେ ତଳେ ଆକ୍ରାନ୍ତଙ୍କ ସଂଖ୍ୟା, ଚିନ୍ତା ବଢ଼ାଉଛି ଟୁଇନ୍‌ସିଟି

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଟିକେ କମିଛି। ତେବେ ସୋମବାର ରାଜ୍ୟରୁ ୮୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୫,୪୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…

ଆସୁଛି ଲଘୁଚାପ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ବାତ୍ୟା ବଳୟ ସୃଷ୍ଟି ହୋଇଛି । ଏହା ୧୭ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରବିବାର ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ଛତିଶଗଡ଼,…

ଖାଦ୍ୟରେ ତ୍ରିରଙ୍ଗା

ଭୁବନେଶ୍ୱର, ୧୫। ୮ (ବ୍ୟୁରୋ): ସ୍ବାଧୀନତା ଦିବସ ପାଇଁ ଚାରିଆଡ଼େ ଦେଶାତ୍ମବୋଧର ମହକ ଛୁଟିବାରେ ଲାଗିଛି। ସ୍ବାଧୀନତା ଦିବସକୁ କିପରି ସ୍ମରଣୀୟ କରାଯାଇ ପାରିବ ପ୍ରତିଟି ଭାରତବାସୀ ସେଥିପାଇଁ ବ୍ୟଗ୍ର। ଏସବୁ ଭିତରେ ଭୁବନେଶ୍ୱରର ପ୍ରୀତିଶା ଦାଶଙ୍କ ସ୍ବତନ୍ତ୍ର ହାତରନ୍ଧା ଖାଦ୍ୟପଦାର୍ଥରେ…

୫ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ସମ୍ଭାବ୍ୟ ଲଘୁଚାପକୁ ନେଇ ଚାଷୀକୂଳ ଆଶାବାନ୍ଧି ବସିଥିବାବେଳେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ଆରମ୍ଭ କରିଛି। ଶନିବାର ବାରିପଦାରେ ସର୍ବାଧିକ ୧୦୮.୮ ମି.ମି. ବର୍ଷା ହୋଇଛି। ଫଳରେ ସହରର ଅଧିକାଂଶ ରାସ୍ତାରେ ପାଣି ସୁଅ ଚାଲିବାରୁ ବହୁ ସମୟ…

ରାଜ୍ୟରେ ନୂଆ ରୂପରେ ଲାଗୁ ହେବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସ୍ମାର୍ଟ ହେଲ୍ଥ କାର୍ଡ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ରବିବାର ୭୫ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ…

ଆଜି ଆଉ ୬୪ଜଣଙ୍କ ମୁଣ୍ଡ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି କରୋନା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୮୮୭କୁ ବୃଦ୍ଧି ପାଇଛି। ତେବେ ମୃତକଙ୍କ…

ରାଜ୍ୟରେ ୧,୦୫୮ କରୋନା ପଜିଟିଭ୍‌ ଚିହ୍ନଟ; ୧୮ ବର୍ଷ ମଧ୍ୟରେ ୧୩୮ ଆକ୍ରାନ୍ତ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୫୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୩୮ ଜଣଙ୍କ ବୟସ ୧୮ ବର୍ଷ ବୟସ ମଧ୍ୟରେ ଥିବା ଜଣାପଡ଼ିଛି। ଏହାଛଡ଼ା ୬୧୬ କ୍ୱାରାଣ୍ଟାଇନ୍‌ ଏବଂ ୪୪୨ଟି ଲୋକାଲ କେସ୍‌…

୧୬ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ବର୍ଷା ଜାରି ରହିଛି। ଶନିବାର ବାରିପଦାରେ ସର୍ବାଧିକ ୧୦୮.୮ ମି.ମି ବର୍ଷା ରେକର୍ଡ କରାଯାଇଛି। ଜିଲାରେ ପ୍ରବଳ ବର୍ଷା ହୋଇ ଅଧିକାଂଶ ରାସ୍ତାରେ ପାଣି ଜମି ରହିଥିବାରୁ କିଛି ସମୟ ପାଇଁ ଯାତାୟତ ଠପ୍‌…

ରେଜଲ୍ଟରେ ତ୍ରୁଟି ଥିଲେ ୨୩ ସୁଦ୍ଧା ଅଭିଯୋଗ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଚଳିତ ବର୍ଷ କରୋନା ଯୋଗୁ ଯୁକ୍ତ ୨ ପରୀକ୍ଷା ବାତିଲ କରାଯାଇଥିଲା। ଛାତ୍ରୀଛାତ୍ରଙ୍କୁ ଅଲଟରନେଟିଭ୍‌ ଆସେସମେଣ୍ଟ ସ୍କିମ୍‌ ଅନୁଯାୟୀ ମାର୍କ ପ୍ରଦାନ କରାଯାଇଛି। ରେଜଲ୍ଟରେ ତଥ୍ୟ ଆଧାରିତ ତ୍ରୁଟି ଥିଲେ ଛାତ୍ରୀଛାତ୍ରମାନେ ଜଣାଇପାରିବେ। ସେମାନେ ଏ ସମ୍ପର୍କରେ ଆସନ୍ତା ୨୩…

୨ ଓଡ଼ିଆ କମାଣ୍ଡୋଙ୍କୁ ମରଣୋତ୍ତର ଶୌର୍ଯ୍ୟ ଚକ୍ର

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଓଡ଼ିଶାର ଶହୀଦ ୨ ଏସ୍‌ଓଜି କମାଣ୍ଡୋଙ୍କୁ ମରଣୋତ୍ତର ଶୌର୍ଯ୍ୟ ଚକ୍ର ସମ୍ମାନରେ ସମ୍ମାନୀତ କରାଯିବ। ପୋଲିସ ଡିଜି ଅଭୟ ଶନିବାର ଏହି ସୂଚନା ଦେଇଛନ୍ତି। ୨୦୨୦ ସେପ୍ଟେମ୍ବର ୯ତାରିଖରେ କଳାହାଣ୍ଡି ଜିଲା ସିକ୍ରି ଗାଁ ନିକଟ ଜଙ୍ଗଳରେ ମାଓବାଦୀ ଏବଂ…

ପ୍ରକାଶ ପାଇଲା ଯୁକ୍ତ ୨ କଳା, ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ: ୯୮.୫୮% ପାସ ହାର

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଉପସ୍ଥିତିରେ ଫଳାଫଳ ଘୋଷଣା…

ଜଗତ୍‌ସିଂହପୁର ବିକାଶ ପାଇଁ ୨୯ ପ୍ରକଳ୍ପ

ଜଗତ୍‌ସିଂହପୁର ଅଫିସ୍‌/ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଶୁକ୍ରବାର ଅପରାହ୍ନରେ ଜଗତ୍‌ସିଂହପୁର ଜିଲାରେ ୧୧ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ ୧୮ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୋଟ ୨୯ ପ୍ରକଳ୍ପ ପାଇଁ ୨୧୫ କୋଟି ଟଙ୍କା ବ୍ୟୟ ଅଟକଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri