ମେଟ୍ରୋ

୨୦୨୨ରେ ସରକାରୀ କର୍ମଚାରୀଙ୍କୁ ମିଳିବ ୧୦୪ଦିନ ଛୁଟି

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ସାନ୍ତାଳୀ ଭାଷାର ପ୍ରଚାର ତଥା ଅଲିଚିକି ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମ ଦିବସ ମେ ୧୬କୁ ସରକାରୀ ଛୁଟି ଘୋଷଣା କରାଯାଇଛି। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଅନୁମୋଦନ କରିଛନ୍ତି। ମୁର୍ମୁଙ୍କ ଜନ୍ମ ବୈଶାଖ…

ରିମାଣ୍ଡରେ ନିଲମ୍ବିତ ଓପିଏଚ୍‌ଡବ୍ଲ୍ୟୁସି ଡେପୁଟି ମ୍ୟାନେଜର

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଥିବା ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ୍‌ ଓ୍ବେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି)ର ନିଲମ୍ବିତ ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କୁ ଭିଜିଲାନ୍ସ ୨ ଦିନିଆ ରିମାଣ୍ଡରେ ଆଣିଛି। ବେଆଇନ…

ବ୍ୟାଙ୍କ ପ୍ରତିନିଧି ସାଜିବେ ମିଶନ ଶକ୍ତି ସଦସ୍ୟ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ମହିଳାଙ୍କ ଅର୍ଥନୈତିକ ସଶକ୍ତୀକରଣ ପାଇଁ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ। ଆବଶ୍ୟକସ୍ଥଳେ ମିଶନ ଶକ୍ତି ସଦସ୍ୟଙ୍କ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ପଦକ୍ଷେପ ନିଅ। ଏହାକୁ ଦୃଷ୍ଟିରେ ରଖି ସମସ୍ତ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ବିଭିନ୍ନ ବିଭାଗର ପଦସ୍ଥ ଅଧିକାରୀଙ୍କୁ…

ସ୍ବେଚ୍ଛାକୃତ ଟିକସ ପ୍ରଦାନ ପାଇଁ ଆହ୍ବାନ

ଭୁବନେଶ୍ୱର,୧୮।୧୧ : ଦେଶ ସ୍ବାଧୀନ ହେବାର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ଆଜାଦୀ କା ଅମୃତ ଉତ୍ସବ ଅନ୍ତର୍ଗତ ଆୟକର ବିଭାଗ ସ୍ଥାନୀୟ କାର୍ଯ୍ୟାଳୟ ପକ୍ଷରୁ ‘ଟାକ୍ସାଥନ’ ଶୀର୍ଷକ ଏକ ଓ୍ବାକାଥନ ବୁଧବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା କ୍ଷେତ୍ରର ପ୍ରିନ୍ସିପାଲ…

ହସ୍ପିଟାଲରେ ଭର୍ତ୍ତି ହେଲେ ବିଶ୍ୱଭୂଷଣ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଦୁଇ ଦିନ ତଳେ ଦିଲ୍ଲୀରୁ ଫେରିଥିବା ବିଶ୍ୱଭୂଷଣ ଥଣ୍ଡା ଏବଂ କାଶରେ ପୀଡ଼ିତ ହୋଇ ଅସୁସ୍ଥ ଅନୁଭବ କରିଥିଲେ। ପରେ ତାଙ୍କୁ ବୁଧବାର ବିଜୟୱାଡ଼ାରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ…

ଭାଜପା ନେତ୍ରୀଙ୍କ କାର୍‌ ଉପରକୁ ବୋମାମାଡ଼

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): ଜଣେ ଭାଜପା ନେତ୍ରୀଙ୍କ କାର୍‌କୁ ଦୁର୍ବୃତ୍ତ ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି। ଜିଲା ଭାଜପା କୋଷାଧ୍ୟକ୍ଷ ମିନତୀ ବାରିକଙ୍କ ଗାଡ଼ି ଉପରେ ପେଟ୍ରୋଲ ବୋମା ପକାଇ ଦୁର୍ବୃତ୍ତ ଜାଳି ଦେଇଥିବା ସେ ଥାନାରେ ଅଭିଯୋଗ କରିଛନ୍ତି। ନୟାପଲ୍ଲୀ ବ୍ରିଟ୍‌ କଲୋନୀସ୍ଥିତ…

୨୧ରୁ ଭୋଟର ତାଲିକା ସଂଶୋଧନ ନେଇ ସ୍ବତନ୍ତ୍ର ଡ୍ରାଇଭ୍‌

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ରାଜ୍ୟରେ ଏବେ ଭୋଟର ତାଲିକା ସଂଶୋଧନ କ୍ୟାମ୍ପେନ ଚାଲିଛି। ଆସନ୍ତା ୨୧ ତାରିଖରୁ ଏ ନେଇ ସ୍ବତନ୍ତ୍ର ଡ୍ରାଇଭ ମଧ୍ୟ ଆରମ୍ଭ ହେବ। ଏହି ସମୟରେ ସମସ୍ତେ ନିଜ ନିଜର ଭୋଟ୍‌ ପରିଚୟ ପତ୍ର ସଂଶୋଧନ ଆଦି କାଯର୍ର୍‌ୟ…

‘ସମ୍ବିଧାନ ସୁରକ୍ଷାରେ ବାଚସ୍ପତିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): ହିମାଚଳ ପ୍ରଦେଶର ସିମ୍‌ଲାଠାରେ ଅନୁଷ୍ଠିତ ହୋଇଥିବା ଦୁଇଦିନିଆ ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀରେ ଓଡ଼ିଶା ବିଧାନସଭା ବାଚସ୍ପତି ଡଃ ସୂର୍ଯ୍ୟନାରାୟଣ ପାତ୍ର ଯୋଗ ଦେଇଛନ୍ତି। ୧୯୨୧ ମସିହାରେ ପ୍ରଥମଥର ପାଇଁ ସିମ୍‌ଲାଠାରେ ସର୍ବ ଭାରତୀୟ ବାଚସ୍ପତି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ୧୭…

ଆସନ୍ତା ୨୦ରେ ଅନୁଗୋଳ-ଢେଙ୍କାନାଳ ଜିଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୦ ତାରିଖରେ ଅନୁଗୋଳ ଏବଂ ଢେଙ୍କାନାଳ ଜିଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାଯର୍ର୍‌ୟାଳୟ ସୂତ୍ରରୁ ସୂଚନା ମିଳିଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବାଣ୍ଟିବା ପାଇଁ…

ନାଇଜେରିଆ ଲିଙ୍କ ଥିବା ସ୍ପଷ୍ଟ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ ସେଣ୍ଟର(ଓକାକ୍‌) ମୁଖ୍ୟଙ୍କ ହ୍ବାଟ୍ସଆପ୍‌ ହ୍ୟାକ୍‌ କରି ୭ ଲକ୍ଷ ଟଙ୍କା ଠକେଇ ମାମଲାରେ ନାଇଜେରିଆ ଲିଙ୍କ ଥିବା କ୍ରାଇମବ୍ରାଞ୍ଚ ସ୍ପଷ୍ଟ କରିଛି। ବାଙ୍ଗାଲୋରରେ ରହି ଉକ୍ତ ହ୍ୟାକର ଅପରେଟ୍‌ କରୁଥିଲେ। ଏହି ଗ୍ୟାଙ୍ଗର ମୁଖ୍ୟ…

ପୂର୍ବତନ ବିଧାୟକ ଉମେଶ ସ୍ବାଇଁଙ୍କ ପରଲୋକ

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): ଜଗତସିଂହପୁର ଜିଲା ବାଲିକୁଦାର ପୂର୍ବତନ ବିଧାୟକ ଉମେଶ ସ୍ବାଇଁଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ଭୁବନେଶ୍ୱରସ୍ଥିତ ବାସଭବନରେ ବୁଧବାର ଭୋର୍‌ ସମୟରେ ହୃଦ୍‌ଘାତରେ ତାଙ୍କର ପରଲୋକ ହୋଇଥିବା ଜଣାପଡ଼ିଛି। ତାଙ୍କ ଦେହାନ୍ତ ଖବର ପ୍ରଚାରିତ…

ରାଜ୍ୟରୁ ପୁଣି ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୮୩କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଜଣେ ଥିବା ବେଳେ କଟକରୁ ଜଣେ ଅଛନ୍ତି। ତେବେ ଆଜି ରାଜ୍ୟରେ ୨୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?