କେଉଁଠି କିଏ କରିବେ ପତାକା ଉତ୍ତୋଳନ
ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ତରଫରୁ ସ୍ବାଧୀନତା ଦିବସ-୨୦୨୧ ପାଳନ ଲାଗି ମନ୍ତ୍ରୀ ଏବଂ ଜିଲାପାଳମାନଙ୍କୁ ବିଭିନ୍ନ ଜିଲାର ଦାୟିତ୍ୱ ବଣ୍ଟାଯାଇଛି। ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ବରଗଡ଼ ଜିଲାସ୍ତରୀୟ ଉତ୍ସବରେ ପତାକା ଉତ୍ତୋଳନ କରିବେ। ସେହିପରି ଜଙ୍ଗଲ ପରିବେଶ ଓ ସଂସଦୀୟ…
୨୩ ଜିଲାରେ ସ୍ଥିତି ସଙ୍ଗିନ
ଭୁବନେଶ୍ୱର,୧୧ା୮(ବ୍ୟୁରୋ):ରାଜ୍ୟରେ ବର୍ଷା ଅଭାବରୁ ମରୁଡ଼ି ଆଶଙ୍କା ଦେଖାଦେଲାଣି। ରାଜ୍ୟର ୨୩ ଜିଲାରେ ସ୍ବଳ୍ପ ବର୍ଷା ଯୋଗୁ ଚାଷ କାର୍ଯ୍ୟ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ସେହି ଜିଲାଗୁଡ଼ିକ ହେଲା ଅନୁଗୋଳ, ବଲାଙ୍ଗୀର, ବାଲେଶ୍ୱର, ବରଗଡ଼, ବୌଦ୍ଧ, ଭଦ୍ରକ, ଦେବଗଡ଼, ଗଜପତି, ଗଞ୍ଜାମ,…
ଅଣଧାନ ଫସଲ: ମିଳିବ ଆର୍ଥିକ ପ୍ରୋତ୍ସାହନ
ଭୁବନେଶ୍ୱର, ୧୧ା୮(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସହ ରାଜ୍ୟରେ ଧାନର ଅଭାବୀ ବିକ୍ରି ସମସ୍ୟା ଦେଖାଯାଉଛି। ଚାଷୀମାନେ ଧାନ ଚାଷ ଉପରେ ଅତିମାତ୍ରାରେ ନିର୍ଭରଶୀଳ ହୋଇପଡୁଥିବାରୁ ଅଣଧାନ ଫସଲ ଚାଷ ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି। ଏହାଦ୍ୱାରା ରାଜ୍ୟକୁ ଡାଲି, ତୈଳବୀଜ, ଆଳୁ,…
‘ବବି, ପାଣ୍ଡିଆନ୍ ନବୀନଙ୍କ ଆଖି’
ଭୁବନେଶ୍ୱର,୧୧ା୮(ପି.ଟି.):ଶାସକମାନେ ଜଣେ ନିର୍ଦ୍ଦିଷ୍ଟ ଅମଲାତନ୍ତ୍ରୀ କିମ୍ବା ରାଜନେତାଙ୍କ ଉପରେ ସମ୍ପୂର୍ଣ୍ଣ ନିର୍ଭରଶୀଳ ନ ହୋଇ ସୂଚନାର ବିକଳ୍ପ ଉତ୍ସ ବାହାର କରିବା ଉଚିତ ବୋଲି ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ଉପସଭାପତି ସୌମ୍ୟରଞ୍ଜନ ପଟ୍ଟନାୟକ କହିଛନ୍ତି। ଏହାକୁ ମୁଖ୍ୟମନ୍ତ୍ରୀ ତଥା…
ନବମ, ଦଶମ ପାଇଁ ନୂଆ ପରୀକ୍ଷା ପଦ୍ଧତି
ଭୁବନେଶ୍ୱର, ୧୧।୮(ବ୍ୟୁରୋ):କରୋନା ସମୟରେ ନବମ ଓ ଦଶମ ଶ୍ରେଣୀ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ନୂଆ ପରୀକ୍ଷା ପଦ୍ଧତି ଯୋଜନା କରିଛି। ୨୦୨୧-୨୨ ଶିକ୍ଷାବର୍ଷ ଜୁଲାଇରୁ ଏହା ଆରମ୍ଭ ହୋଇ ଏପ୍ରିଲରେ ସରିବ। ଏହି ଶିକ୍ଷାବର୍ଷକୁ ଦୁଇ ଟର୍ମରେ ଭାଗ କରାଯାଇଛି।…
ଦିନକରେ କରୋନା ନେଲା ୬୫ ଜୀବନ
ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ ବୁଦବାର କରୋନାରେ ୬୫ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬,୬୩୦ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
ରାଜ୍ୟରେ ୧,୦୭୮ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ କରୋନା ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୧,୦୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୨୬ ଜଣ କ୍ୱାରାଣ୍ଟାଇନ୍ ଥିଲେ। ବାକି ୪୫୨ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ…
ରାଜ୍ୟରୁ ପୁଣି ୬୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୫୬୫କୁ ବୃଦ୍ଧି ପାଇଛି। ୬୪ ମୃତକଙ୍କ ମଧ୍ୟରୁ…
ଆଜି ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ୧୦୪୧
ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୦୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୦୫ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୪୩୬ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ…
ବଢିଲା ଯୁକ୍ତ ଦୁଇ ସିଟ୍: ୧୨ରୁ ନାମଲେଖା ଆରମ୍ଭ
ଭୁବନେଶ୍ୱର,୧୦।୮(ବ୍ୟୁରୋ): ଆସନ୍ତା ଅଗଷ୍ଟ ୧୨ ତାରିଖରୁ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଆସନ୍ତା ୧୨ ତାରିଖରୁ ସାମ୍ସ ପୋର୍ଟାଲ ଖୋଲିବ ଓ ଆଡମିଶନ…
ଭୁବନେଶ୍ୱରରେ ୨୩ରୁ ଖୋଲିବ ଧର୍ମାନୁଷ୍ଠାନ
ଭୁବନେଶ୍ୱର, ୧୦।୮ (ବ୍ୟୁରୋ): ଆସନ୍ତା ୨୩ ତାରିଖରୁ ରାଜଧାନୀରେ ମନ୍ଦିର ଓ ଧର୍ମାନୁଷ୍ଠାନ କଟକଣା ମଧ୍ୟରେ ଖୋଲିବ। କରୋନା ସ୍ଥିତି ତଥା ଶ୍ରଦ୍ଧାଳୁଙ୍କ ଭାବାବେଗକୁ ଦେଖି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସୋମବାର ଏନେଇ ଅନୁମତି ଦେବା ସହ ସ୍ବତନ୍ତ୍ର…
ମାର୍କେଟ ନ ଖୋଲିଲେ ୫୦ଲକ୍ଷର ମାଛ ନଷ୍ଟହେବ
ଭୁବନେଶ୍ୱର, ୧୦।୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଗତ ରବିବାର ୟୁନିଟ-୪ ମାଛ ମାର୍କେଟକୁ ସିଲ କରଯାଇଥିଲା। ଉକ୍ତ ଘଟଣାକୁ ନେଇ ଜୟ ଯବାନ ମତ୍ସ୍ୟ ବ୍ୟବସାୟୀ ସଂଘ ପକ୍ଷରୁ ସୋମବାର ଏକ ବୈଠକ ବସିଥିଲା। ଏଥିରେ ମାର୍କେଟର ସମସ୍ତ…
Archives


