ମେଟ୍ରୋ

କାଶ, ନିଃଶ୍ୱାସଜନିତ ସମସ୍ୟାକୁ ଅଣଦେଖା ଅନୁଚିତ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ):କାଶ ଓ କଫ ଦୀର୍ଘଦିନ ଧରି ଲାଗି ରହିଲେ କିମ୍ବା ନିଃଶ୍ୱାସପ୍ରଶ୍ୱାସ ନେବାରେ ସାମାନ୍ୟ କଷ୍ଟ ଅନୁଭବ କଲେ, ତାହାକୁ ଅଣଦେଖା କରିବା ଉଚିତ ନୁହେଁ। ପରବର୍ତ୍ତୀ ସମୟରେ ଏହା ଦୀର୍ଘକାଳୀନ ଶ୍ୱାସ ଅବରୋଧକାରୀ ରୋଗରେ ପରିଣତ ହୋଇ ଜୀବନ…

ଉଗାଣ୍ଡାରେ ସିରିଜ ବୋମା ବିସ୍ଫୋରଣ: ୩ ଓଡ଼ିଆ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ସୁରକ୍ଷିତ

ଭୁବନେଶ୍ୱର, ୧୭ା୧୧(କ୍ରୀଡ଼ା ପ୍ରତିନିଧି):ଉଗାଣ୍ଡାର କାମ୍ପାଲା ସହରରେ ମଙ୍ଗଳବାର ସିରିଜ ବୋମା ବିସ୍ଫୋରଣ ହୋଇଛି। ତେବେ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଖେଳିବା ପାଇଁ ସେଠାରେ ଥିବା ଭାରତୀୟ ଦଳର ସଦସ୍ୟମାନେ ସୁରକ୍ଷିତ ଅଛନ୍ତି। ଭାରତୀୟ ପାରା ବ୍ୟାଡ୍‌ମିଣ୍ଟନ ଦଳ କାମ୍ପାଲାର ହଲିଡେ ଏକ୍ସପ୍ରେସ୍‌…

ଚାଇଲ୍ଡ ପର୍ନ: ଓଡ଼ିଶାରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର (ବ୍ୟୁରୋ)/ଯାଜପୁର ଅଫିସ/ବନ୍ତ(ଡି.ଏନ୍‌.ଏ.), ୧୭।୧୧:ବିପୁଳ ବୈଦେଶିକ ଟଙ୍କା ଆୟର ମାଧ୍ୟମ ପାଲଟିଛି ଚାଇଲ୍ଡ ଏବଂ ଆଡଲ୍ଟ ପର୍ନ ଭିଡିଓ। ଓ୍ବେବ୍‌ସାଇଟରେ ଶିଶୁମାନଙ୍କ ଅଶ୍ଳୀଳ ଭିଡିଓ ଅପ୍‌ଲୋଡ କରାଯାଉଛି। ଟେଲିଗ୍ରାମ୍‌ ଓ ହ୍ବାଟ୍‌ସଆପ୍‌ରେ ଏହାକୁ ପ୍ରସାରଣ କରାଯାଉଥିବା ନେଇ ଦେଶର ବିଭିନ୍ନ ସ୍ଥାନରୁ…

ଟିକାକରଣରେ ଜାତୀୟ ହାରଠୁ ଓଡ଼ିଶା ଆଗରେ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ):କୋଭିଡ୍‌ ପରିଚାଳନା କ୍ଷେତ୍ରରେ ବିଶ୍ୱ ସ୍ତରରେ ପ୍ରଶଂସା ପାଇଥିବା ଓଡ଼ିଶା ପୁଣି ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। କୋଭିଡ୍‌ ଟିକାକରଣରେ ଜାତୀୟ ହାରଠାରୁ ରାଜ୍ୟ ହାର ଅଧିକ ରହିଛି। ଜାତୀୟ ହାର ୭୯.୮ ପ୍ରତିଶତ ଥିବାବେଳେ ଓଡ଼ିଶାରେ ୮୨.୪ ପ୍ରତିଶତ…

ଆଜି ରାଜ୍ୟରେ ୨୨୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୩୩ ଜଣ ଅଛନ୍ତି। ଏହି ୩୮୭ ଜଣଙ୍କ ମଧ୍ୟରୁ ୧୨୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୯୮ଟି…

୧୦ ଦିନରେ ୩,୪୮୮ ଫେରାର ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଓଡ଼ିଶା ପୋଲିସକୁ ବଡ଼ ସଫଳତା ମିଳିଛି। ୧୦ ଦିନ ଭିତରେ ୩ ହଜାର ୪୮୮ ଫେରାର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ନଭେମ୍ବର ୫ରୁ ୧୪ ତାରିଖ ଭିତରେ ଫେରାରଙ୍କୁ ଧରିବା ଲାଗି ଓ ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଡ୍ରାଇଭ…

ଏଥର ୭ ପଞ୍ଚାୟତରେ ହେବନି ନିର୍ବାଚନ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ ଆୟୋଗ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ତେବେ ନିର୍ବାଚନରେ ୬ ହଜାର ୭୯୪ ଗ୍ରାମ ପଞ୍ଚାୟତ ଓ ୯୧ ହଜାର ୯୧୬ ଓ୍ବାର୍ଡରେ ନିର୍ବାଚନ ଅନୁଷ୍ଠିତ ହେବ। ୨୦୧୭ ତୁଳନାରେ ଏ…

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୮୧କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଜଣେ ଥିବା ବେଳେ କଟକରୁ ଜଣେ ଅଛନ୍ତି। ତେବେ ଆଜି ରାଜ୍ୟରେ ୨୦୬…

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୨୦୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୨୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୫ ଜଣ ଲୋକାଲ…

୧୩୦ଟି ସ୍ମାର୍ଟ ସ୍କୁଲକୁ ଲୋକାର୍ପିିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୬।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୫ ଜିଲାରେ ୧୩୦ଟି ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପିତ କରିବେ। ୫ଟି ସ୍କୁଲ ଟ୍ରାନ୍ସଫରମେଶନ କାର୍ଯ୍ୟକ୍ରମରେ ୩୦ ଜିଲାରେ ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଚାଲିଛି। ଆଜି ଲୋକାର୍ପିତ ହେବାକୁ ଥିବା ସ୍କୁଲଗୁଡିକ ମଧ୍ୟରେ ନୂଆପଡାର…

ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଘରଡିହ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ)/ଝାରସୁଗୁଡ଼ା (ଅଫିସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ସୋମବାର ଝାରସୁଗୁଡ଼ା ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ।…

ଡିଏସ୍‌ଏମ୍‌ ପାଇଁ ନିବେଶ ହେବ ୪୪୧ କୋଟି

ଭୁବନେଶ୍ୱର,୧୬।୧୧: ଏନର୍ଜି ଏଫିସିଏନ୍ସି ସର୍ଭିସେସ୍‌ ଲିମିଟେଡ୍‌ (ଇଇଏସ୍‌ଏଲ୍‌) ପକ୍ଷରୁ ଓଡ଼ିଶାର ଶକ୍ତି ବିତରଣ କମ୍ପାନୀଗୁଡ଼ିକ ଲାଗି ୟୁଟିଲିଟି ଭିତ୍ତିକ ଡିମାଣ୍ଡ ସାଇଡ ମ୍ୟାନେଜମେଣ୍ଟ(ଡିଏସ୍‌ଏମ୍‌) ଆରମ୍ଭ କରାଯାଇଛି। ପର୍ଯ୍ୟାୟ ଭିତ୍ତିରେ ଏହି ଯୋଜନା ଲାଗି ରାଜ୍ୟରେ ୪୪୧ କୋଟି ଟଙ୍କା ନିବେଶ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?