ବର୍ଷାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଅନୁଭବ
ଭୁବନେଶ୍ୱର,୭ା୮(ବ୍ୟୁରୋ): ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଆଜି ଅର୍ଥାତ୍ ଅଗଷ୍ଟ ୭ରେ ହେଉଛି ଜନ୍ମଦିନ। ଏହି ଅବସରରେ ସ୍ବାମୀ ତଥା ଏମ୍ପି ଅନୁଭବ ମହାନ୍ତି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏମିତିରେ ଅନୁଭବ-ବର୍ଷାଙ୍କ ପାରିବାରିକ ବିବାଦ ଯୋଗୁ କୋର୍ଟରେ ମାମଲା ଚାଲିଛି।…
ପର୍ଯ୍ୟଟକ ୯୬%, ରାଜସ୍ଵ ୪୬% ଅଭିବୃଦ୍ଧି
ଭୁବନେଶ୍ୱର, ୭।୮(ବ୍ୟୁରୋ): ଓଡ଼ିଶାରେ ଇକୋ-ଟୁରିଜମ୍ ଉଲ୍ଲେଖନୀୟ ସଫଳତା ହାସଲ କରିଛି। କୋଭିଡ୍ ମହାମାରୀ ପ୍ରଭାବିତ ଆର୍ଥିକ ମାନ୍ଦାବସ୍ଥା ସତ୍ତ୍ୱେ ଗତ ୨ ବର୍ଷରେ ଇକୋ ଟୁରିଜମ କେନ୍ଦ୍ରଗୁଡ଼ିକରେ ପର୍ଯ୍ୟଟକ ସଂଖ୍ୟାରେ ୯୬% ଏବଂ ରାଜସ୍ଵ ସଂଗ୍ରହରେ ୪୬% ଅଭିବୃଦ୍ଧି ଘଟିଛି। ମୁଖ୍ୟ…
ଜେଲରେ କଏଦୀଙ୍କୁ ନିର୍ଯାତନା ନେଇ ଓଏଚ୍ଆର୍ସିରେ ଅଭିଯୋଗ
ଭୁବନେଶ୍ୱର,୭।୮(ବ୍ୟୁରୋ): ଢେଙ୍କାନାଳ ଜେଲରେ ଜଣେ ବିଚାରାଧୀନ କଏଦୀଙ୍କୁ ନିର୍ଯାତନା ଦିଆଯାଉଛି। ଜେଲ କର୍ମଚାରୀଙ୍କ ମାଡ଼ରେ ତାଙ୍କ ଆଖି ନଷ୍ଟ ହୋଇଥିବା ନେଇ ଶୁକ୍ରବାର ରାଜ୍ୟ ମାନବାଧିକର କମିଶନ(ଓଏଚ୍ଆରସି)ରେ ଅଭିଯୋଗ ହୋଇଛି। ଏପରିକି ଜେଲ କର୍ତ୍ତୃପକ୍ଷ ସମ୍ପୃକ୍ତ କଏଦୀଙ୍କୁ ଦେଖା କରିବାକୁ ତାଙ୍କ…
ସାହିରେ ପଶି ଗୋଡ଼ାଇ ହାଣିଲେ, ଗାଡ଼ି ଭାଙ୍ଗିଲେ
ଭୁବନେଶ୍ୱର,୭।୮(ବ୍ୟୁରୋ): ମାଷ୍ଟରକ୍ୟାଣ୍ଟିନ ଛକରେ ଅସାମାଜିକଙ୍କ ଆତଙ୍କରାଜ୍ ମନରୁ ନ ଲିଭୁଣୁ ଶୁକ୍ରବାର ରାତିରେ ମଞ୍ଚେଶ୍ୱର ଥାନାଞ୍ଚଳରେ ଆଉଏକ ଘଟଣା ଘଟିଛି। ୬୦ରୁ ୭୦ଜଣ ଯୁବକ ପଳାଶୁଣୀ ମୁଣ୍ଡାସାହିରେ ପଶି ଆତଙ୍କ ଖେଳାଇଛନ୍ତି। ବିଭିନ୍ନ ମାରଣାସ୍ତ୍ରରେ ସାହିର ଲୋକଙ୍କୁ ଆକ୍ରମଣ କରିବା ସହ…
ମନ୍ଦିର ଭଙ୍ଗାକୁ ବିରୋଧ, ପୋଲିସ-ଜନତା ମୁହାଁମୁହିଁ
କଟକ ସଦର, ୭।୮(ଡି.ଏନ.ଏ.): କିଶନନଗର ତହସିଲ ଅଧୀନ ରଟିଲୋ ଗ୍ରାମର ପଞ୍ଚମୁଖୀ ହନୁମାନ ମନ୍ଦିର ଭଙ୍ଗାଯିବାକୁ ନେଇ ଶୁକ୍ରବାର ପୋଲିସ ଓ ସ୍ଥାନୀୟ ଜନତା ମୁହଁାମୁହିଁ ହୋଇଥିଲେ। ଏପରି କି ଲୋକମାନେ ରାସ୍ତା ଉପରେ ବସି ରହିବାରୁ ପୋଲିସ ମନ୍ଦିର ନିକଟକୁ…
ଭୁବନେଶ୍ୱରରେ ବଜ୍ରକାପ୍ତା ଚାଲାଣ ର଼୍ୟାକେଟ
ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ, ୭।୮(ଡି.ଏନ୍.ଏ.) : ରାଜ୍ୟରେ ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ ଦିନକୁ ଦିନ ବଢିଚାଲିଛି। ବନକର୍ମଚାରୀ ଓ ଶିକାରୀଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ବନ୍ୟପ୍ରାଣୀମାନେ ବଡ଼ ବିପଦର ସମ୍ମୁଖୀନ ହେଉଛନ୍ତି। ଏହି ର଼୍ୟାକେଟର ଚେର ଓଡ଼ିଶାର ବିଦେଶକୁ ଲମ୍ବିଥିବାବେଳେ…
‘ସ୍ବତନ୍ତ୍ର ଫୋକସ ଷ୍ଟେଟ୍’ ମାନ୍ୟତା ଦାବି ଉଠାଇଲା ବିଜେଡି
ଭୁବନେଶ୍ୱର, ୭।୮(ବ୍ୟୁରୋ): ଓଡ଼ିଶାକୁ ସ୍ବତନ୍ତ୍ର ଫୋକସ୍ ଷ୍ଟେଟ୍ ମାନ୍ୟତା ନେଇ ପାର୍ଲାମେଣ୍ଟରେ ଶୁକ୍ରବାର ବିଜେଡି ଦାବି ଉଠାଇଛି। ରାଜ୍ୟ ସଭାର ଶୂନ୍ୟକାଳରେ ବିଜେଡି ଏମ୍ପି ତଥା ମୁଖପାତ୍ର ସସ୍ମିତ ପାତ୍ର ପ୍ରଭାବୀ ଢ଼ଙ୍ଗରେ ଏହି ପ୍ରସଙ୍ଗ ଉପସ୍ଥାପନ କରି କେନ୍ଦ୍ର ସରକାରଙ୍କ…
୯ଶହ ବୀମାଧାରୀଙ୍କ ମଧ୍ୟରେ ୨୧ଜଣ ପରୀକ୍ଷାର୍ଥୀ: ସରିଲା ରିମାଣ୍ଡ, ଜେଲ ଫେରିଲେ କୋଟିପତି ବିରଞ୍ଚି
ଭୁବନେଶ୍ୱର,୭।୮(ବ୍ୟୁରୋ): ବହୁ କୋଟିର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସ୍ଏସ୍ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍) ବିରଞ୍ଚତ୍ ନାରାୟଣ ସାହୁଙ୍କ ରିମାଣ୍ଡ ଅବଧି ଶୁକ୍ରବାର ଶେଷ ହୋଇଛି। ଭିଜିଲାନ୍ସ ତାଙ୍କୁ ୪…
ସାହିତି୍ୟକ ଇନ୍ଦୁଭୂଷଣ କରଙ୍କ ପରଲୋକ
ଭୁବନେଶ୍ୱର, ୭।୮(ବ୍ୟୁରୋ): ସାହିତି୍ୟକ ଇନ୍ଦୁଭୂଷଣ କରଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ବର୍ଷ ବୟସ ହୋଇଥିଲା। ୧୯୩୫ ମସିହାରେ ବାଲେଶ୍ୱର ଜିଲା ଭୋଗରାଇ ସନ୍ନିକଟ ଚଣ୍ଡୀପୁର ଗ୍ରାମରେ ସେ ଜନ୍ମଗ୍ରହଣ କରିଥିଲେ। ପ୍ରଖ୍ୟାତ ଲେଖକ ସ୍ବର୍ଗତ ମନୋଜ ଦାସଙ୍କ ସେ ଥିଲେ…
ପାର୍ଲାମେଣ୍ଟରେ ବେଶି ଘୁ ଘା ହେଉଛି
ଓଡ଼ିଶାରେ ନାରୀ ସଶକ୍ତୀକରଣ କ୍ଷେତ୍ରରେ ନିଜର ଏକ ପରିଚୟ ସୃଷ୍ଟି କରିଥିବା ପ୍ରମିଳା ବିଶୋଇ ଏବେ ଆସ୍କାର ବିଜେଡିର ଲୋକ ସଭା ସଦସ୍ୟ। ଜୀବନ କ’ଣ ଜାଣିବା ଆଗରୁ ୫ବର୍ଷ ବୟସରେ ତାଙ୍କର ବାଲ୍ୟବିବାହ ହୋଇଥିଲା। ଘାତ ପ୍ରତିଘାତ ଦେଇ ଗତି…
ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୪ ଜୀବନ
ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍ ତଳମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍। ଶନିବାର ରାଜ୍ୟରେ କରୋନାଜନିତ ୬୪ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ…
ରାଜ୍ୟରେ କମିିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୦୯୬ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୭।୮(ବ୍ୟୁରୋ): ଗତ ଦୁଇ ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍ ପୁଣି ଥରେ ତଳମୁହାଁ ହେବାରେ ଲାଗିଛି। ଶୁକ୍ରବାର ରାଜ୍ୟରେ ୧,୨୦୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧,୦୯୬ନୂଆ କରୋନା…
Archives


