ମେଟ୍ରୋ

ତଦନ୍ତ ପାଇଁ ବାଙ୍ଗାଲୋର ଯିବ କ୍ରାଇମ୍‌ବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର (ଓକାକ୍‌) ସିଇଓ ତଥା ରାଜ୍ୟ ଇଲେକ୍ଟ୍ରୋନିକ୍ସ ଆଣ୍ଡ୍‌ ଆଇଟି ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ପଟ୍ଟନାୟକଙ୍କ ହ୍ବାଟ୍ସଆପ୍‌ ହ୍ୟାକ୍‌ କରାଯିବା ଏବଂ ତାଙ୍କର ୫ଜଣ ସମ୍ପର୍କୀୟଙ୍କୁ ମେସେଜ୍‌ କରି ୭ ଲକ୍ଷ ଟଙ୍କା…

ଲଘୁଚାପ: ଉପକୂଳରେ କୋହଲା ପାଗ, ବର୍ଷା

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାଛଡା ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌ ଆନ୍ଧ୍ର ଦେଇ ଓଡ଼ିଶା ଉପକୂଳକୁ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

ଆପରାଧିକ ମାମଲା ରୁଜୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ବିଜୁ ସେତୁ ଯୋଜନାରେ ବଲାଙ୍ଗୀର ଜିଲା ସୁକତେଲ ନଦୀ ଉପରେ ନିର୍ମାଣାଧୀନ ପୋଲର ୪ ନମ୍ବର ସ୍ପାନ ଭୁଶୁଡ଼ି ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ଆହତ ହୋଇଥିଲେ। ଏହି ମାମଲାର ଶୁଣାଣି କରି ଲୋକାୟୁକ୍ତ ପୋଲ ନିର୍ମାଣ…

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାଛଡା ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌ ଆନ୍ଧ୍ର ଦେଇ ଓଡ଼ିଶା ଉପକୂଳକୁ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

ସୁରେଶ ଦଳାଇ ହେଲେ ଉତ୍ତରାଞ୍ଚଳ ଆର୍‌ଡିସି

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ସୁରେଶ ଚନ୍ଦ୍ର ଦଳାଇଙ୍କୁ ରାଜ୍ୟ ସରକାର ସମ୍ବଲପୁର ରାଜସ୍ବ ଡିଭିଜନ କମିଶନର(ଉତ୍ତରାଞ୍ଚଳ ଡିଭିଜନ) ଭାବେ ନିଯୁକ୍ତି ଦେଇଛନ୍ତି। ସେହିପରି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ସଚିବ…

ପୋଲିସ ଚାକିରି କରାଇ ଦେବାକୁ କହି ଠକିଥିଲେ ୩୮ ଜଣଙ୍କୁ

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ନିଜକୁ ଗୃହ ବିଭାଗର ଜଣେ ବଡ ଅଧିକାରୀ ବୋଲି ପରିଚୟ ଦେଇଥିଲେ। ନେତା, ମନ୍ତ୍ରୀଙ୍କ ସହ ସମ୍ପର୍କ ଅଛି। ଟଙ୍କା ଦେଲେ ପୋଲିସରେ ଚାକିରି କରାଇଦେବି। ଏଭଳି କହି ୩୮ଜଣ ଆଶାୟୀଙ୍କୁ ଠକିଥିଲେ ମୋଟ ୧କୋଟି ୪୭ ଲକ୍ଷ ଟଙ୍କା।…

ଓଡ଼ିଶାରେ ୪ କୋଟି କୋଭିଡ୍‌ ଡୋଜ୍‌

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): କୋଭିଡ ଟିକାକରଣରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି ଓଡ଼ିଶା । ଏଯାବତ ରାଜ୍ୟରେ ୪ କୋଟି କୋଭିଡ ଟିକା ଦିଆଯାଇଛି। ଏନେଇ ରାଜ୍ୟ ସୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସେଥିପାଇଁ…

ପୁଣି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ଥାଇଲାଣ୍ଡ ଉପକୂଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ଧିରେ ଧିରେ ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିବ। ଯାହାର ପ୍ରଭାବରେ ଶନିବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏ ନେଇ ଭୁବେନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା…

ବଡ଼ ପଦକ୍ଷେପ: ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟ ସରକାର ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ବିଶେଷକରି ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେମାନଙ୍କ…

୧୫ ରୁ ୧୬ ମଧ୍ୟରେ ନାମଲେଖା, ୧୭ରୁ ପାଠପଢା

ଭୁବନେଶ୍ବର,୧୨।୧୧(ବ୍ୟୁରୋ): ବିଏଡ ଓ ବିଏଚଇଡି ପାଠ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟ ନାମଲେଖା ୧୫ ରୁ ୧୬ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ୧୭ରୁ ପାଠପଢା ଆରମ୍ଭ ହେବ । ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।…

ଓପିଏଚ୍‌ଡବ୍ଲ୍ୟୁସି ଡେପୁଟି ମ୍ୟାନେଜର ନିଲମ୍ବିତ

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଥିବା ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ଓ୍ବେଲ୍‌ଫେୟାର କର୍ପୋରେଶନ(ଓପିଏଚ୍‌ଡବ୍ଲ୍ୟୁସି) ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କୁ ଗୁରୁବାର ଚାକିରିରୁ ନିଲମ୍ବନ କରାଯାଇଛି। ବିଭାଗୀୟ କାର୍ଯ୍ୟାନୁଷ୍ଠାନ ସ୍ବରୂପ ତାଙ୍କ ବିରୋଧରେ…

ଝଡ଼ବାତ୍ୟା ଆଶଙ୍କା

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ଆଣ୍ଡାମାନ ଆଖପାଖ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?