ମେଟ୍ରୋ

ବିଶ୍ୱଜିତ ପୂର୍ବତଟ ରେଳପଥର ନୂତନ ସିପିଆର୍‌ଓ

ଭୁବନେଶ୍ୱର,୧୨।୧୧: ଭାରତୀୟ ରେଳପଥ ଷ୍ଟୋର ସର୍ଭିସ୍‌ (ଆଇଆର୍‌ଏସ୍‌ଏସ୍‌)ର ୨୦୧୩ ବ୍ୟାଚ୍‌ର ଅଧିକାରୀ ବିଶ୍ୱଜିତ ସାହୁ ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନସମ୍ପର୍କ ଅଧିକାରୀ (ସିପିଆର୍‌ଓ) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମରିସସ୍‌ ରେଳପଥକୁ ଡେପୁଟେଶନରେ ବିଦେଶ ଯାଉଥିବା ବିଦାୟୀ ମୁଖ୍ୟ ସିପିଆରଓ…

ଆଜି ରାଜ୍ୟରୁ ୨୬୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୦…

ରାଜ୍ୟରେ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ବେଳେ ମୟୂରଭଞ୍ଜରୁ ଜଣେ…

ବନ୍ଦ ହେବ ଆତ୍ମା

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ):ଦୀର୍ଘ ବର୍ଷ ଧରି ଚାଲି ଆସୁଥିବା ଜିଲା ଗ୍ରାମ୍ୟ ଉନ୍ନୟନ ଏଜେନ୍ସି (ଡିଆରଡିଏ)କୁ ବନ୍ଦ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇସାରିଛି। ଏବେ କୃଷି ବିଭାଗ ଅଧୀନରେ ସମସ୍ତ ଜିଲାରେ କାର୍ଯ୍ୟକାରୀ ହେଉଥିବା କୃଷି ବୈଷୟିକ ପରିଚାଳନା ଏଜେନ୍ସି(ଆତ୍ମା)କୁ ଅନୁଦାନ ଦେବା…

ସିନେମାରେ ଲାଗିଥିଲା ପ୍ରତାପଙ୍କ ଟଙ୍କା

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ଓ୍ବେଲଫେୟାର କର୍ପୋରେଶନ(ଓପିଏଚ୍‌ଡବ୍ଲ୍ୟୁସି) ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରି ବିପୁଳ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ଠାବ ହେବା ପରେ ତାଙ୍କୁ ବୁଧବାର ଗିରଫ କରାଯାଇଛି। ସେ ଏବେ…

ଶୁକ୍ରବାର ୬ ଘଣ୍ଟିଆ ‘ଓଡ଼ିଶା ବନ୍ଦ’

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ଅପହରଣ ଓ ହତ୍ୟା ମାମଲାକୁ ନେଇ କଂଗ୍ରେସ ପକ୍ଷରୁ ଶୁକ୍ରବାର ସକାଳ ୬ ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ ଜରୁରୀକଳୀନ ଓ ମେଡିକାଲ ସେବାକୁ…

ସାଇବର ଠକେଇ ଜାଲରେ ଓକାକ୍‌ର ମୁଖ୍ୟ

ଭୁବନେଶ୍ବର,୧୧।୧୧(ବ୍ୟୁରୋ): ସାଇବର ଠକେଇ ଜାଲରେ ଓକାକ୍‌ର ମୁଖ୍ୟ ମନୋଜ କୁମାର ପଟ୍ଟନାୟକ। ଓଡିଶା କମ୍ପୁଟର ଆପ୍ଲିକେଶନ ସେଣ୍ଟର (ଓକାକ) ମୁଖ୍ୟଙ୍କ ହ୍ବାଟ୍ସଆପ ନମ୍ବର ହ୍ୟାକ କରି ଲକ୍ଷାଧିକ ଟଙ୍କାର ଠକେଇ ହୋଇଥିବା ଅଭିଯୋଗ ହୋଇଛି। ହ୍ବାଟ୍ସଆପ ହ୍ୟାକ କରିବା ପରେ ତାଙ୍କ…

ଲଘୁଚାପ ସକ୍ରିୟ, କିଛି ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ସକ୍ରିୟ ହୋଇଛି। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।…

ରାଜ୍ୟରେ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୦କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ…

ରାଜ୍ୟରେ ୨୭୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ୧୧୩ ଜଣ…

ସୁଦୀପ୍ତ ଇଣ୍ଡିଆନ ଅଏଲ ନିର୍ଦ୍ଦେଶକ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଭାଜପା ନେତା ସୁଦୀପ୍ତ ରାୟ ଇଣ୍ଡିଆନ ଅଏଲର ନିର୍ଦ୍ଦେଶକ ରୂପେ ଦାୟିତ୍ୱ ପାଇଛନ୍ତି। ସୁଦୀପ୍ତ ରାଜ୍ୟ ସରକାରଙ୍କ ଯୋଗାଣ ବିଭାଗ ଅଧୀନରେ ଦୁଇ ଦୁଇଥର ଅଧ୍ୟକ୍ଷ ଭାବେ ସୁଚାରୁରୂପେ କାର୍ଯ୍ୟ ଭାର ତୁଲାଇଥିଲେ। ତାଙ୍କ ଅଧ୍ୟକ୍ଷତା ସମୟରେ ଚାଷୀମାନଙ୍କଠାରୁ ଧାନକିଣା…

ଅପାରଗତା ଅଟକାଇଛି ପ୍ରକଳ୍ପ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ପର୍ଯ୍ୟଟନ ବିଭାଗର ଆନ୍ତରିକତା ଅଭାବରୁ ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ରରେ ସେତେଟା ଆଖିଦୃଶିଆ ବିକାଶ ହୋଇପାରୁ ନାହିଁ। ସରକାର ପ୍ରତ୍ୟେକ ବର୍ଷ ବଜେଟରେ ପର୍ଯ୍ୟଟନ ବିଭାଗ ପାଇଁ ବ୍ୟୟ ବୃଦ୍ଧି କରି ଚାଲିଥିଲେ ମଧ୍ୟ ଅପାରଗ ଅଧିକାରୀମାନଙ୍କ ଯୋଗୁ ତାହା ଠିକଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?