ପ୍ରଶ୍ନପତ୍ର ଅଦଳବଦଳର ତଦନ୍ତ ନିର୍ଦ୍ଦେଶ
ଭୁବନେଶ୍ୱର,୫।୮(ବ୍ୟୁରୋ): ମାଟ୍ରିକ୍ ପରୀକ୍ଷାରେ ରେଗୁଲାର ପରୀକ୍ଷାର୍ଥୀଙ୍କୁ ଏକ୍ସରେଗୁଲାର ପ୍ରଶ୍ନପତ୍ର ମିଳିବା ଘଟଣାର ତଦନ୍ତ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା…
ଅନ୍ଧାରୁଆରେ ହେବ କୋଭିଡ୍ ଟିକା ଉତ୍ପାଦନ
ଭୁବନେଶ୍ୱର,୪ା୮(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆରେ ଭାରତ ବାୟୋଟେକ୍ ଇଣ୍ଟରନ୍ୟାଶନାଲ ଲିମିଟେଡ(ବିବିଆଇଏଲ୍) ଦ୍ୱାରା ନିର୍ମିତ ଟିକା ଉତ୍ପାଦନ କେନ୍ଦ୍ରରୁ ୨୦୨୨ ଜୁନ୍ରୁ କୋଭିଡ୍-୧୯ ଟିକା ଉତ୍ପାଦନ ଆରମ୍ଭ ହେବ। ଓଡ଼ିଶା ଗସ୍ତରେ ଆସିଥିବା ବିବିଆଇଏଲ୍ ଅଧ୍ୟକ୍ଷ ଡକ୍ଟର କ୍ରିଷ୍ଣା ଇଲ୍ଲା ଏନେଇ ସୂଚନା…
ସତର୍କ ନ ରହିଲେ ପୁଣି ଲକ୍ଡାଉନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪।୮(ବ୍ୟୁରୋ): କରୋନା ସ୍ଥିତି ସମ୍ପର୍କରେ ବୁଧବାର ସନ୍ଧ୍ୟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ କରୋନା ଯୁଦ୍ଧ ଶେଷ ହୋଇନାହିଁ। ଅନ୍ୟ ରାଜ୍ୟଗୁଡିକରେ ଏବେ ବି କରୋନା ସଂକ୍ରମଣ ବଢୁଛି । ତେଣୁ ଓଡ଼ିଶାବାସୀଙ୍କୁ ସତର୍କ ରହିବାକୁ…
୨୩ରୁ ସାଧାରଣ ଭକ୍ତଙ୍କ ପାଇଁ କାଳିଆ ଦର୍ଶନ
ପୁରୀ ଅଫିସ୍,୪।୮: ଆସନ୍ତା ୧୬ତାରିଖ ଖୋଲିବ ଶ୍ରୀମନ୍ଦିର। ୧୬ରୁ ୨୦ ପର୍ଯ୍ୟନ୍ତ ୫ ଦିନ ଧରି ପୁରୀବାସୀଙ୍କୁ କାଳିଆ ଦର୍ଶନ ପାଇଁ ଛଡାଯିବ। ୨୧ ଓ ୨୨ ତାରିଖ ଶଟ୍ଡାଉନ ଥିବାରୁ ଭକ୍ତଙ୍କୁ ମନ୍ଦିରରେ ପ୍ରବେଶ ମନା କରାଯାଇଛି। ସେହି ୨…
ଆଜି ସନ୍ଧ୍ୟା ୭ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୮(ବ୍ୟୁରୋ): ଆଜି ସନ୍ଧ୍ୟା ୭ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ। କୋଭିଡ୍ ସମ୍ପର୍କରେ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରନ୍ତି ବୋଲି କୁହାଯାଉଛି। ତେବେ ସନ୍ଧ୍ୟା ୭ଟାରେ ରାଜ୍ୟବାସୀଙ୍କ ନଜର ନବୀନଙ୍କ ଘୋଷଣା ଉପରେ ରହିଛି।
ଏସ୍ଆଇଙ୍କୁ କାମୁଡ଼ିିଦେଲେ ମହିଳା
ଭୁବନେଶ୍ୱର,୪।୮(ବ୍ୟୁରୋ):ଲକ୍ଷ୍ମୀସାଗର ଥାନା ଅଧୀନ ଚିନ୍ତାମଣିଶ୍ୱର ଅଞ୍ଚଳରେ ମଙ୍ଗଳବାର ଏକ ଘଟଣାର ତଦନ୍ତ କରିବାକୁ ଯାଇଥିବା ମହିଳା ଏସ୍ଆଇ ପ୍ରିୟଦର୍ଶିନୀ ବେହେରାଙ୍କୁ ଜଣେ ଘର ମାଲିକାଣୀ ମାଡ଼ ମାରିବା ସହ ତାଙ୍କ ଗୋଡ଼କୁ କାମୁଡ଼ି ଦେଇଛନ୍ତି। ଏସ୍ଆଇ ବେହେରା ଏବେ ହସ୍ପିଟାଲରେ ଚିକିତ୍ସିତ…
ଦିନକରେ କରୋନା ନେଲା ୬୬ ଜୀବନ
ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬,୧୬୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ…
ଭାଜପାକୁ କାହିଁକି ସମର୍ଥନ ଦିଆଗଲା ଜାଣିନି
ପୁରୀ ଲୋକ ସଭା ଆସନରୁ ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ପ୍ରାର୍ଥୀ ଭାବେ ପିନାକୀ ମିଶ୍ର ପାର୍ଲାମେଣ୍ଟକୁ ନିର୍ବାଚିତ ହୋଇଛନ୍ତି। ସେ ମୋଟ ୪ଥର ପୁରୀ ଲୋକ ସଭା ଆସନରୁ ଏମ୍ପି ଭାବେ ବିଜୟୀ ହୋଇଛନ୍ତି। ସେ ପ୍ରଥମେ ୧୯୯୬ରେ କଂଗ୍ରେସ…
୨ୟ, ୪ର୍ଥ ଶନିବାର ସରକାରୀ କାର୍ଯ୍ୟାଳୟ ବନ୍ଦ
ଭୁବନେଶ୍ୱର, ୪।୮(ବ୍ୟୁରୋ:ରାଜ୍ୟ ସରକାରଙ୍କ ସମସ୍ତ ବିଭାଗୀୟ କାର୍ଯ୍ୟାଳୟ ଏବଂ ସବ୍ ଅର୍ଡିନେଟ ଅଫିସ୍ ସମ୍ପୂର୍ଣ୍ଣ ଉପସ୍ଥାନରେ ଚାଲିବ। ଯେପର୍ଯ୍ୟନ୍ତ ପରବର୍ତ୍ତୀ ନିର୍ଦ୍ଦେଶ ଜାରି ନ କରାଯାଇଛି ଏହି ନିୟମରେ ପରିବର୍ତ୍ତନ ହେବ ନାହିଁ। ସବୁ ସରକାରୀ କାର୍ଯ୍ୟାଳୟ ଏବେଠାରୁ ୨ୟ ଏବଂ…
ପୁରୁଷ ହକି ଦଳର ମନୋବଳ ବଢ଼ାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୮(ବ୍ୟୁରୋ):ଟୋକିଓ ଅଲିମ୍ପିକ୍ସ ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଦଳ ବେଲଜିୟମଠାରୁ ୨-୫ ଗୋଲରେ ପରାସ୍ତ ହୋଇଛି। ହାରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ହକି ଟିମ୍ର ମନୋବଳ ବଢ଼ାଇଛନ୍ତି। ସେମିରେ ବିଶ୍ୱ ଚାମ୍ପିୟନ ବେଲଜିୟମ ସହ ହୋଇଥିବା କଡ଼ା ଟକ୍କରରେ…
ରୋଜ୍ ଭ୍ୟାଲି ଓଡ଼ିଶା ମୁଖ୍ୟ ଭୌମିକ ଗିରଫ
ଭୁବନେଶ୍ୱର(ବ୍ୟୁରୋ)/ ବାଲେଶ୍ୱର ଅଫିସ,୪।୮: ରୋଜ୍ଭ୍ୟାଲି ଚିଟ୍ଫଣ୍ଡ ସଂସ୍ଥାର ଓଡ଼ିଶା ମୁଖ୍ୟ ବିକ୍ରମଜିତ୍ ଭୌମିକଙ୍କୁ ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)ର ଏକ ଟିମ୍ ସୋମବାର ରାତିରେ ପଶ୍ଚିମବଙ୍ଗର ମିଦିନାପୁର ଅଞ୍ଚଳରୁ ଗିରଫ କରିଛି। ତାଙ୍କୁ କୋଲକାତାର ତାମ୍ଲୁକ ସିଜେଏମ୍ କୋର୍ଟରେ ହାଜର…
ରାଜ୍ୟରେ ୧,୩୧୫ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୧,୩୧୫କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୬୨ ଜଣ କ୍ୱାରାଣ୍ଟାଇନ୍ ଥିଲେ। ବାକି ୫୫୩ ଟି…
Archives


