ମେଟ୍ରୋ

୪ ଜିଲାରେ ପାଇଲଟ୍‌ ପ୍ରକଳ୍ପ

ଭୁବନେଶ୍ୱର,୩।୮(ବ୍ୟୁରୋ): କୃଷକଙ୍କ ଆୟ ବହୁଗୁଣିତ କରିବା ନିମନ୍ତେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ‘ବୃହତ୍‌ ଉଠାଜଳସେଚନ ପ୍ରକଳ୍ପରେ ଫସଲ ବିବିଧୀକରଣ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସୋମବାର କୃଷିଭବନଠାରେ ବିଭାଗୀୟ ମନ୍ତ୍ରୀ ଅରୁଣ କୁମାର ସାହୁ ଏହାର ଉଦ୍‌ଘାଟନ କରିଛନ୍ତି।…

‘ଓଏସ୍‌ଏସ୍‌ସି ଦୁର୍ନୀତି ଚପାଇବାକୁ ଉଦ୍ୟମ’

ଭୁବନେଶ୍ୱର, ୩।୮(ବ୍ୟୁରୋ): ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ମହାଦୁର୍ନୀତି ପ୍ରତିବାଦରେ ସୋମବାର ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଷ୍ଟାଫ୍‌ ସିଲେକ୍ସନ କମିଶନ କାର୍ଯ୍ୟାଳୟ ସମ୍ମୁଖରେ ସଭାପତି ୟାସିର ନୱାଜଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଛାତ୍ର କଂଗ୍ରେସ କର୍ମକର୍ତ୍ତାମାନେ ଏଡିଏମ୍‌…

କଟକଣାରେ ଖୋଲିଲା

ଭୁବନେଶ୍ୱର, ୩।୮ (ବ୍ୟୁରୋ): ଦୀର୍ଘ ୩ ମାସର କରୋନା କଟକଣା ପରେ ସୋମବାର ରାଜଧାନୀରେ ଶପିଂ ମଲ, ପାର୍କ ଓ ରେଷ୍ଟୁରାଣ୍ଟ ଖୋଲିଛି। ପ୍ରଥମ ଦିନରେ ସହରରେ ନୂଆ ଚିତ୍ର ଦେଖିବାକୁ ମିଳିଥିଲା। ସକାଳୁ ସକାଳୁ ସହରବାସୀ ପାର୍କ ମୁହାଁ ହୋଇଥିଲେ।…

ଉପେନ୍ଦ୍ର ତ୍ରିପାଠୀ ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ଉପଦେଷ୍ଟା

ଭୁବନେଶ୍ୱର,୩।୮(ବ୍ୟୁରୋ): ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଉପେନ୍ଦ୍ର ତ୍ରିପାଠୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ଉପଦେଷ୍ଟା ତଥା ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ଏଥିପାଇଁ ତାଙ୍କୁ ରାଜ୍ୟ ମନ୍ତ୍ରୀ ଭଳି…

ରାଜ୍ୟରୁ ପୁଣି ୬୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି ପାଇଛି। ୬୯ ମୃତକଙ୍କ ମଧ୍ୟରୁ…

ଆଜି ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ୧୧୨୯

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୫୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୭୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

କୋଟିପତି ପିଏସ୍‌ ବିରଞ୍ଚିଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର,୨।୮(ବ୍ୟୁରୋ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ କୋଟିପତି ପିଏସ୍‌ ବିରଞ୍ଚି ନାରାୟଣ ସାହୁଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିବା ପରେ ସୋମବାର ଏହି…

୩ ଦିନରେ ଶେଷ ହେବ ମାଟ୍ରିକ ଖାତା ଦେଖା

ଭୁବନେଶ୍ୱର,୨।୮(ବ୍ୟୁରୋ): ଅଗଷ୍ଟ ୧୧ରୁ ଆରମ୍ଭ ହେବ ଅଫ୍‌ଲାଇନ ମାଟ୍ରିକ ପରୀକ୍ଷା ଖାତା ଦେଖା । ଆଉ ୩ ଦିନ ମଧ୍ୟରେ ଶେଷ ହେବ ଏହି କାର୍ଯ୍ୟ। ୭ ଜିଲାର ୯ଟି କେନ୍ଦ୍ରରେ ପ୍ରାୟ ୧୫ ଶହ ପରୀକ୍ଷାର୍ଥୀଙ୍କ ଖାତା ଦେଖାହେବ ବୋଲି…

ପରଲୋକରେ ପୂର୍ବତନ ବିଧାୟକ ଅରୁଣ ଦେ

ଭୁବନେଶ୍ବର,୨।୮: ପୂର୍ବତନ ବିଧାୟକ ଅରୁଣ ଦେ’ଙ୍କ ସୋମବାର ପରଲୋକ ହୋଇଯାଇଛି। ତାଙ୍କୁ ୭୬ ବର୍ଷ ହୋଇଥିଲା। ଅରୁଣ କରୋନାରେ ଆକ୍ରାନ୍ତ ହୋଇ କିଛି ଦିନ ହେଲା ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।…

ପିଏସ୍‌ ବିରଞ୍ଚି ସାହୁ ନିଲମ୍ବିତ

ଭୁବନେଶ୍ୱର,୨।୮(ବ୍ୟୁରୋ): ବିପୁଳ ପରିମାଣର ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ପିଏସ ବିରଞ୍ଚି ସାହୁଙ୍କୁ ନିଲମ୍ବନ କରାଯାଇଛି। ତାଙ୍କୁ ଷ୍ଟାଫ ସିଲେକ୍ସନ କମିଶନ ନିଲମ୍ବନ କରିଛନ୍ତି। । ସୂଚନାଯୋଗ୍ୟ, ଚଢ଼ାଉ ସମୟରେ ତାଙ୍କ ନିକଟରୁ ମୋଟ ୩ କୋଟି ୭୯…

ଭାରତୀୟ ମହିଳା ହକି ଟିମ୍‌କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ସୋମବାର ଦମ୍‌ଦାର ପ୍ରଦର୍ଶନ କରି ଇତିହାସ ରଚିଛି ଭାରତୀୟ ହକି ଟିମ୍‌ । ଅଲିମ୍ପିକ୍ସରେ ସେମି ଫାଇନାଲରେ ପ୍ରବେଶ କରିବା ପରେ ମହିଳା ହକି ଟିମ୍‌କୁ ଚାରିଆଡୁ ଛୁଟୁଛି ଶୁଭେଚ୍ଛା ସୁଅ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ୍‌ ଦାବି

ଭୁବନେଶ୍ୱର,୨ା୮(ବ୍ୟୁରୋ): କେନ୍ଦ୍ରାପଡ଼ା ରସାବଳିକୁ ଭୌଗୋଳିକ ସଙ୍କେତ ବା ଜିଆଇ ଟ୍ୟାଗ୍‌ ମାନ୍ୟତା ଦେବାକୁ ବିଜେଡି ପକ୍ଷରୁ ଦାବି ଉଠାଯାଇଛି। ବିଜେଡିର ୩ ରାଜ୍ୟ ସଭା ସଦସ୍ୟ ଏନେଇ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କ ନିକଟରେ ଦାବି ରଖିଛନ୍ତି। ରାଜ୍ୟ ସଭା ସଦସ୍ୟ ସୁବାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri