ମେଟ୍ରୋ

କାର୍ଟୁନିଷ୍ଟ କିଶୋର ରଥଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୧୧(ବ୍ୟୁରୋ): ରାଜ୍ୟର ଘରେ ଘରେ ପରିଚିତ ଥିବା ବିଶିଷ୍ଟ କାର୍ଟୁନିଷ୍ଟ କିଶୋର ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଲୋକପ୍ରିୟ ବ୍ୟଙ୍ଗ ଚିତ୍ରକର କିଶୋର ରଥଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ…

କାର୍ଟୁନିଷ୍ଟ୍‌ କିଶୋର ରଥଙ୍କ ପରଲୋକ

ଭୁବନେଶ୍ୱର,୮ା୧୧(ବ୍ୟୁରୋ): ରାଜ୍ୟର ବିଶିଷ୍ଟ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସେ ଦୁଇ ଦିନ ହେଲା ଅସୁସ୍ଥ ଥିଲେ। ରବିବାର ରାତିରେ ଶ୍ୱାସ ଜନିତ ସମସ୍ୟା…

ତଦନ୍ତ ସରିଲା, ଅଡୁଆ ବଢ଼ିଲା

ଭୁବନେଶ୍ୱର, ୮।୧୧(ବ୍ୟୁରୋ): ଆଠଗଡ଼ ବନଖଣ୍ଡ ଅନ୍ତର୍ଗତ ସୁବାସୀ ଜଙ୍ଗଲରେ ୨୦୨୦ ଅଗଷ୍ଟ ୨୭ରେ ଏକ ୧୫ବର୍ଷୀୟ ଦନ୍ତାର ମୃତ୍ୟୁ ଘଟିଥିଲା। ବିଳମ୍ବିତ ରାତିରେ ବନ କର୍ମଚାରୀମାନେ ହାତୀଟିର ଦୁଇଟି ଦାନ୍ତକୁ କାଟି ରଖିବା ପରେ ତାହାକୁ ପୋତି ଦେଇଥିଲେ। ଏପରିକି ଘଟଣାକୁ…

ଦାରିଙ୍ଗବାଡ଼ିରେ ୧୦ ଡିଗ୍ରୀ ତଳକୁ ଖସିଲା ପାରଦ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜ୍ୟରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ରାତି ୧୧ଟା ପରେ କୁହୁଡ଼ି ସହିତ ଥଣ୍ଡା ଅନୁଭୂତ ହେଉଛି। ଆସନ୍ତା ୩ରୁ ୪ ଦିନ ଭିତରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ରାଜ୍ୟରେ ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ ଲୋକ ନେଲେଣି କରୋନା ଟିକା

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ଟିକାକରଣ ଅଭିଯାନରେ ଶନିବାର ୨୮ ଲକ୍ଷ ୩୧ ହଜାର ୪୩୭ ଜଣ ଟିକା ନେଇସାରିଲେଣି। ଏହାକୁ ମିଶାଇ ରାଜ୍ୟର ଟିକାକରଣ ସଂଖ୍ୟା ୩ କୋଟି ୮୮ ଲକ୍ଷ ୨୫ ହଜାର ୪୮୩ରେ ପହଞ୍ଚିଛି। ଏ…

ରାଜ୍ୟରେ ବଢିଲାଣି ଶୀତ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ ଶୀତ ବଢୁଛି। ତେବେ ତାପମାତ୍ରା ସ୍ବାଭାବିକ ଭାବେ କମ୍‌ ରହୁଛି । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ କୁହୁଡିର ଆସ୍ତରଣ ଦେଖାଯାଉଛି। ଓଡିଶାର ୬ଟି ସହରର ତାପମାତ୍ରା ଏବେ ୧୫ ଡିଗ୍ରୀ ତଳେ ରହିଥିବା ବେଳେ…

୬ ଶ୍ରମିକ ହାଟର ପୁନରୁଦ୍ଧାର ହେବ

ଭୁବନେଶ୍ୱର, ୭।୧୧ (ବ୍ୟୁରୋ): ଶ୍ରମିକ ହାଟକୁ ମିଳିବ ଛାତ। ସ୍ଥାୟୀ ବିଶ୍ରାମ ଘରେ ପଙ୍ଖା ସହିତ ବିଶୁଦ୍ଧ ପାନୀୟ ମଧ୍ୟ ମିଳିବ। ପ୍ରାଥମିକ ଭାବେ ରାଜଧାନୀ ଭୁବନେଶ୍ୱରରେ ଥିବା ୫ରୁ ୬ ଶ୍ରମିକ ହାଟର ପୁନରୁଦ୍ଧାର କରାଯିବ। ଏନେଇ ରାଜ୍ୟ ଶ୍ରମ…

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୫୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ…

ସିବିକେ ମହାନ୍ତି କିମ୍ସ ଉପକୁଳପତି

ଭୁବନେଶ୍ୱର,୭।୧୧(ବ୍ୟୁରୋ): ବିଶିଷ୍ଟ ଭେଷଜ ବିଶେଷଜ୍ଞ ତଥା ଓଡ଼ିଶା ମେଡିକାଲ୍‌ ଏଜୁକେଶନ ଆଣ୍ଡ୍‌ ଟ୍ରେନିଂର ପୂର୍ବତନ ନିର୍ଦ୍ଦେଶକ ଡା. ସିବିକେ ମହାନ୍ତି କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ୍‌ (କିମ୍ସ)ର ଉପକୁଳପତି ଭାବେ ଯୋଗଦେଇଛନ୍ତି। ଓଡ଼ିଶାର ଜଣେ ଜଣାଶୁଣା ଚିକିତ୍ସକ ଓ ପ୍ରଶାସକ…

ମଦମୁକ୍ତ ହେଉ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ଆସନ୍ତା ୨୦୨୨ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନକୁ ଶୃଙ୍ଖଳିତ ଓ ତ୍ରୁଟିଶୂନ୍ୟ କରିବା ପାଇଁ ଶନିବାର ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଚଳିତ ପଞ୍ଚାୟତ ନିର୍ବାଚନକୁ…

ରାଜ୍ୟ ସରକାର ଆଣିବେ ‘ଗୁଣ୍ଡା’ ଆଇନ

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ଦୁର୍ଦ୍ଦାନ୍ତ ଅପରାଧୀ ସାବାଡ଼ ହେବେ। ସଂଗଠିତ ଅପରାଧ କଲେ କଡ଼ା ଶାସ୍ତି ମିଳିବ। ଗୁଜରାଟ, ଉତ୍ତର ପ୍ରଦେଶ ଓ ମହାରାଷ୍ଟ୍ର ଭଳି ଓଡ଼ିଶା ସରକାର ଖୁବ୍‌ଶୀଘ୍ର ନୂଆ ଗୁଣ୍ଡା ନିରୋଧୀ ଆଇନ ଆଣିବାକୁ ଯାଉଛନ୍ତି। ଏ ନେଇ ରାଜ୍ୟ ଗୃହ…

ରାଜ୍ୟରେ ୩୧୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?