ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୪ ତମ ଜୟନ୍ତୀ: ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଭୁବନେଶ୍ୱର,୯ା୬: ଓଡ଼ିଶାର ପୂର୍ବତନ ତଥା ପ୍ରଥମ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୪ ତମ ଜୟନ୍ତୀ ସୋମବାର ପାଳିତ ହୋଇଯାଇଛି। ଏହି ଅବସରରେ ରାଜଭବନ ନିକଟସ୍ଥ ନନ୍ଦିନୀ ଶତପଥୀ ଛକରେ ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀଙ୍କ ସମେତ...
ରୋମାଞ୍ଚ ବଢ଼ାଇବ ୭ ରେଳ ସୁଡ଼ଙ୍ଗ
ରାଜ୍ୟର ଉପକୂଳ ଅଞ୍ଚଳରୁ ପଶ୍ଚିମାଞ୍ଚଳକୁ ସଂଯୋଗ କରିବ ୩୦୧ କିଲୋମିଟର ବିଶିଷ୍ଟ ଖୋର୍ଦ୍ଧାରୋଡ-ବଲାଙ୍ଗୀର ରେଳ ଲାଇନ। ଏହି ପ୍ରକଳ୍ପ ରାଜଧାନୀ ଭୁବନେଶ୍ୱରର ଅନତି ଦୂରରେ ଖୋର୍ଦ୍ଧାରୋଡ୍ ଜଙ୍କଶନ ସହ ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର ଆଦି ଜିଲାକୁ ଏହି ପ୍ରକଳ୍ପ ସଂଯୋଗ...
ଅନନ୍ୟା ନନ୍ଦିନୀ
ନନ୍ଦିନୀ ଶତପଥୀ, କେବଳ ଓଡ଼ିଶା ନୁହେଁ ଭାରତୀୟ ରାଜନୀତିର ଜଣେ ଅପ୍ରତିଦ୍ୱନ୍ଦ୍ୱୀ ଜନନାୟିକା। ଯାହାଙ୍କ ଅବଦାନରେ ଉଭୟ ରାଜନୀତି ଏବଂ ସାହିତ୍ୟ ବିଭିନ୍ନ ଭାବେ ପରିପୁଷ୍ଟ। ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀଙ୍କର ସ୍ବପ୍ନ ଥିଲା ରାଜ୍ୟର ସାମଗ୍ରିକ ବିକାଶ।...
ଭୁବନେଶ୍ୱରରେ ୩୦ ଜିଲା ପାଇଁ ପୃଥକ ଅତିଥି ଭବନ ନିର୍ମାଣ କରିବେ ସରକାର, ଉପକୃତ ହେବେ ଲୋକେ
ଭୁବନେଶ୍ୱର, ୮ା୬: ଓଡ଼ିଶା ରାଜଧାନୀକୁ ବିଭିନ୍ନ ଉଦ୍ଦେଶ୍ୟରେ ଆସୁଥିବା ଲୋକଙ୍କ ପାଇଁ ସୁଲଭ ବାସସ୍ଥାନ ଯୋଗାଇବା ନିମନ୍ତେ ରାଜ୍ୟ ସରକାର ଭୁବନେଶ୍ୱରରେ ୩୦ଟି ଅତିଥି ଭବନ ନିର୍ମାଣ କରିବ। ରବିବାର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏହା ପ୍ରକାଶ କରିଛନ୍ତି।...
ଭୁବନେଶ୍ୱରରେ ନିର୍ମାଣ ହେବ ୧୦,୦୦୦ ଆସନ କ୍ଷମତା ବିଶିଷ୍ଟ ଓଡ଼ିଶା ମଣ୍ଡପ, ସରକାରଙ୍କ ନୂଆ ଯୋଜନା
ଭୁବନେଶ୍ୱର,୮ା୬: ରାଜ୍ୟର ଭିତ୍ତିଭୂମିକୁ ଆଧୁନିକୀକରଣ ଦିଗରେ ଏକ ବଡ଼ ପଦକ୍ଷେପ ନେଇ ଓଡ଼ିଶା ସରକାର ଆଧୁନିକ ସ୍ଥାପତ୍ୟ ଢାଞ୍ଚାରେ ଲୋକସେବା ଭବନ ଓ ଓଡ଼ିଶା ବିଧାନସଭା ପାଇଁ ନୂତନ ଭବନ ନିର୍ମାଣର ମହତ୍ୱାକାଂକ୍ଷୀ ଯୋଜନା ଘୋଷଣା କରିଛନ୍ତି। ଏଥିସହିତ ବିଦ୍ୟମାନ...
ଅକ୍ଷୁର୍ଣ୍ଣ ରହିବ ଭୁବନେଶ୍ୱରର ସୁନ୍ଦରତା: ମାଟିତଳେ ଚାଲିବ ଭୁବନେଶ୍ୱର ମେଟ୍ରୋ
ଭୁବନେଶ୍ୱର,୮ା୬: ଭୁବନେଶ୍ୱରରେ ବହୁ ପ୍ରତୀକ୍ଷିତ ମେଟ୍ରୋ ରେଳ ପ୍ରକଳ୍ପ ସମ୍ପର୍କରେ ଏକ ବଡ ନିଷ୍ପତ୍ତି ହୋଇଛି। ଓଡ଼ିଶା ସରକାର ସ୍ପଷ୍ଟ କରିଛନ୍ତି ଯେ ରାଜଧାନୀ ସହରରେ ଇଲେଭେଟେଡ ମେଟ୍ରୋ ରେଳ ବ୍ୟବସ୍ଥା ନୁହେଁ, ବରଂ ପ୍ରଶାସନ ବର୍ତ୍ତମାନ ଏକ ମାଟିତଳେ...
Video: ‘ରାତିର ସାଥୀ’, ନବବିବାହିତ ମହୁଆ ମୌଇତ୍ରା-ପିନାକୀ ମିଶ୍ରଙ୍କ ଡ୍ୟାନ୍ସ ଭିଡିଓ ଭାଇରାଲ୍
ନୂଆଦିଲ୍ଲୀ,୮ା୬: ତୃଣମୂଳ କଂଗ୍ରେସର ଏମପି ମହୁଆ ମୌଇତ୍ରା ଓ ବିଜୁ ଜନତା ଦଳ (ବିଜେଡି) ନେତା ପିନାକୀ ମିଶ୍ରଙ୍କର ୧୯୬୭ ମସିହାର ବଲିଉଡ କ୍ଲାସିକ୍ ରୋମାଣ୍ଟିକ ଗୀତ “ରାତ କେ ହମସଫର”ରେ ନାଚୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...
ପୂର୍ତ୍ତମନ୍ତ୍ରୀଙ୍କ ବଡ଼ ସୂଚନା: ବଦଳିବ ଲୋକସେବା ଭବନ, ବିଧାନସଭାର ରୂପରେଖ
ଭୁବନେଶ୍ୱର,୮ା୬: ବଦଳିବ ଲୋକସେବା ଭବନ ଏବଂ ବିଧାସଭାର ଢାଞ୍ଚା। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ନୂଆ ଢାଞ୍ଚାରେ ଲୋକସେବା ଭବନ ଏବଂ ବିଧାନସଭା ତିଆରି ହେବ। ପୁରୁଣା ବିଲ୍ଡିଂର ରୂପରେଖ ବଦଳା ଯିବା...
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ଏସବୁ ଜିଲାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୮ା୬: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ନିକଟରେ ଦୁଇଟି ଲଘୁଚାପ ସୃଷ୍ଟି ହୋଇଥିବାବେଳେ ଏବେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା...
ଆଜି ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ, ୪୫ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୮ା୬: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ରବିବାର ଆଉ ୭ ନୂଆ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି। ଏଥିମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବାବେଳେ...
ଏଣିକି ଆବାସ ଘର ତିଆରି ପାଇଁ ମାଗଣା ବାଲି ଦେବେ ସରକାର
ଭୁବନେଶ୍ୱର,୭ା୬: ପିଏମ୍ ଆବାସ ଯୋଜନାରେ ଘର ପାଇଁ ମାଗଣା ବାଲି ମିଳିବ। ଘର ତିଆରି ପାଇଁ ରାଜ୍ୟ ସରକାର ୨ ଟ୍ରାକ୍ଟର୍ ବାଲି ଦେବେ ବୋଲି ନିଷ୍ପତ୍ତି ହୋଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଏନେଇ...
ଏହି ଦିନ ଓଡ଼ିଶା ଆସିବେ ମୋଦି: ରାଜସ୍ବ ମନ୍ତ୍ରୀ ଦେଲେ ବଡ଼ ସୂଚନା
ଭୁବନେଶ୍ୱର,୭।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଜୁନ୍ ୨୦ର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଉପଲକ୍ଷେ ସେ ଓଡ଼ିଶା ଆସୁଥିବା ଜଣାପଡିଛି। ଏହି ସମୟରେ ଦଳୀୟ...
Archives


